• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କେଏଲପିଏସ୍‌ରେ ଦଶମ ଓ ଦ୍ୱାଦଶ ଶ୍ରେଣୀର ବିଦାୟ ସମାରୋହ ଆୟୋଜିତ

Proprietor Abhimanyu Maharana by Proprietor Abhimanyu Maharana
February 8, 2026
in ଓଡ଼ିଶା, ବଲାଙ୍ଗିର, ହୋମ୍
0
କେଏଲପିଏସ୍‌ରେ ଦଶମ ଓ ଦ୍ୱାଦଶ ଶ୍ରେଣୀର ବିଦାୟ ସମାରୋହ ଆୟୋଜିତ
Share on FacebookShare on TwitterWhatsapp

କଣ୍ଟାବାଞ୍ଜି (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- କଣ୍ଟାବାଞ୍ଜି ଲାୟନ୍ସ ପବ୍ଲିକ ସ୍କୁଲ୍ ର ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କ ପାଇଁ ବିଦାୟ ସମାରୋହ ଅନୁଷ୍ଠିତ ହୋଇଯାଇଅଛି । ଏହି ଅବସରରେ ଝାରସୁଗୁଡ଼ାର ପ୍ରସିଦ୍ଧ ପ୍ରେରଣାଦାୟକ ବକ୍ତା ଶ୍ରୀ ବିକାଶ ସୁଲ୍ତାନିଆଙ୍କୁ ଆମନ୍ତ୍ରଣ କରାଯାଇଥିଲା। ସେ ପରୀକ୍ଷାକୁ କିପରି ସଫଳତାର ସହିତ ମୁକାବିଲା କରାଯାଇ

ପାରିବ, ସେ ସମ୍ପର୍କରେ ବିଭିନ୍ନ ଉପଯୁକ୍ତ ପାଠପଢ଼ା ପଦ୍ଧତି ବ୍ୟାଖ୍ୟା କରିଥିଲେ ଏବଂ ଛାତ୍ରଛାତ୍ରୀମାନଙ୍କୁ ଆଗାମୀ ପରୀକ୍ଷା ପାଇଁ ପ୍ରେରିତ କରିଥିଲେ। ସମାରୋହର ଏକ ବିଶେଷ ଆକର୍ଷଣ ଥିଲା-କେଏଲପିଏସ୍‌ରେ ପାଠ ପଢ଼ି ସି.ଏ. ଓ ସି.ଏସ୍‌. ହୋଇଥିବା ୫୬ ଜଣ ପୂର୍ବତନ ଛାତ୍ରଛାତ୍ରୀଙ୍କୁ ମଞ୍ଚରେ ସମ୍ମାନିତ କରାଯିବା।

ତାଙ୍କମଧ୍ୟରୁ ସି.ଏ ରିତିକା ଜେନ, ସିଏ ଚିରାଗ ଅଗ୍ରୱାଲ, ସିଏ ସଞ୍ଜନା ଅଗ୍ରୱାଲ, ସିଏ ଅଂଶୁ ଜିନ୍ଦଲ, ସିଏ ଆଞ୍ଚଳ ଅଗ୍ରୱାଲ, ସିଏ ହାସିବ ସୋଲାଙ୍କି ଓ ସିଏ ସ୍ୱପ୍ନିଲ ଜେନ -ତାଙ୍କର ପାଠପଢ଼ା ଅନୁଭବ ବିନିମୟ କରି ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ।

ବିଦ୍ୟାଳୟ ପରିଚାଳନା ପକ୍ଷରୁ ଶଙ୍କରଲାଲ ଅଗ୍ରୱାଲ, କୈଳାଶଚନ୍ଦ୍ର ଅଗ୍ରୱାଲ, ବିଷଣଲାଲ ଅଗ୍ରୱାଲ, କୈଳାଶ ଅଗ୍ରୱାଲ, ବଜରଙ୍ଗଲାଲ ଜିନ୍ଦଲ ଓ ଅନିଲ କୁମାର ଅଗ୍ରୱାଲ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ। ବିଦ୍ୟାଳୟର ଚେୟରମ୍ୟାନ୍‌ ଶ୍ରୀ କୈଳାଶଚନ୍ଦ୍ର ଅଗ୍ରୱାଲ ତାଙ୍କର ଜୀବନ ଅନୁଭବରୁ ଅନେକ ଉଦାହରଣ ଦେଇ ଛାତ୍ରଛାତ୍ରୀମାନଙ୍କୁ ଦୃଢ଼ ସଙ୍କଳ୍ପ ଓ ଲକ୍ଷ୍ୟନିଷ୍ଠ ହେବାକୁ ପ୍ରେରଣା ଦେଇଥିଲେ।

ବିଦ୍ୟାଳୟର ପ୍ରଧାନଶିକ୍ଷକ ଡ. ଭି. ଭି. ରମଣ ମୂର୍ତ୍ତି ଦଶମ ଓ ଦ୍ୱାଦଶ ପରୀକ୍ଷାର ଜୀବନମୂଳ୍ୟ ଗୁରୁତ୍ୱ ବିଷୟରେ କଥା ରଖିଥିଲେ । ଏହି ଅବସରରେ ଶିକ୍ଷକ ଶିବ ଶଙ୍କର ଦାଶ ଛାତ୍ରଛାତ୍ରୀମାନଙ୍କୁ ସମ୍ବୋଧନ କରି ‘ଏକ ସୁସ୍ଥ ଓ ସଫଳ ଜୀବନର ଆରମ୍ଭ ପରୀକ୍ଷା ମାଧ୍ୟମରେ ହୁଏ’ ବୋଲି କହିଥିଲେ । ସେ ପରୀକ୍ଷାରେ ୧୦୦ ପ୍ରତିଶତ ପ୍ରୟାସ ଦେବା ଏବଂ ଲକ୍ଷ୍ୟ ପ୍ରାପ୍ତି ପାଇଁ କଠିନ ପରିଶ୍ରମ କରିବାକୁ ଆହ୍ୱାନ କରିଥିଲେ । ସମାରୋହରେ ବିଦ୍ୟାଳୟର ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ। ସମଗ୍ର କାର୍ଯ୍ୟକ୍ରମ ପ୍ରେରଣା, ଆତ୍ମବିଶ୍ୱାସ ଓ ସକାରାତ୍ମକ ଚେତନାରେ ପୂର୍ଣ୍ଣ ଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Department of Home Science Organizes Workshop on Mushroom Cultivation and Enterprise Development

Department of Home Science Organizes Workshop on Mushroom Cultivation and Enterprise Development

April 25, 2026
ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

April 25, 2026
ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

April 25, 2026
ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

April 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Department of Home Science Organizes Workshop on Mushroom Cultivation and Enterprise Development

Department of Home Science Organizes Workshop on Mushroom Cultivation and Enterprise Development

April 25, 2026
ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version