ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଜିଲ୍ଲା ସ୍ତରୀୟ ଜାତୀୟ କୃମି ନାଶକ ଦିବସ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପାଳନ କରାଯାଇଛି। ଜାତୀୟ କୃମିନାଶକ ଦିବସ ଅବସରରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ମାଲକାନଗିରି ଠାରେ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଉପସ୍ଥିତ ରହି ଶିଶୁମାନଙ୍କୁ କୃମିନାଶକ ଔଷଧ ସେବନ କରାଇଥିଲେ ।















