• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମହାଶିବରାତ୍ରି ଉପଲକ୍ଷେ ଏକାମ୍ର ସାଂସ୍କୃତିକ ପ୍ରକାଶନୀର ଜାତୀୟସ୍ତରୀୟ ଭଜନ ସମାରୋହ

Proprietor Abhimanyu Maharana by Proprietor Abhimanyu Maharana
February 13, 2026
in ଓଡ଼ିଶା, ଖୋର୍ଦ୍ଧା, ମନୋରଞ୍ଜନ, ମହାନଗର, ହୋମ୍
0
ମହାଶିବରାତ୍ରି ଉପଲକ୍ଷେ ଏକାମ୍ର ସାଂସ୍କୃତିକ ପ୍ରକାଶନୀର ଜାତୀୟସ୍ତରୀୟ ଭଜନ ସମାରୋହ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ପ୍ରତିବର୍ଷ ପରି ଚଳିତବର୍ଷ ଶ୍ରୀ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କର ମହାଶିବରାତ୍ରି ଉପଲକ୍ଷେ ଏକାମ୍ର ସାଂସ୍କୃତିକ ପ୍ରକାଶଳୀ ସଂସ୍ଥା ପକ୍ଷରୁ ଅନୁଷ୍ଠିତ ହେଉଥିବା ଜାତୀୟସ୍ତରୀୟ ରଚନ ସମାରୋହ ଲିଙ୍ଗରାଜଙ୍କ ଭଜନ ମଣ୍ଡପଠାରେ ଅନୁଷ୍ଠିତ ହେବ । ଏହି ଭଜନ ସମାରୋହ ୩୭ ବର୍ଷ ପୂର୍ଣ ହେବାକୁ ଯାଉଛି ବୋଲି ଅନୁଷ୍ଠାନ ପକ୍ଷରୁ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି ।

ଶୁକ୍ରବାର ଲିଙ୍ଗରାଜ ମାର୍କେଟ କମ୍ପ୍ଲେକ୍ଟର ତୃତୀୟ ମହଲାର ଲାଇବ୍ରେରୀ ହଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଅନୁଷ୍ଠାନର ସଭାପତି ତଥା ପୂର୍ବତନ ମନ୍ତ୍ରୀ ସୁରେଶ କୁମାର ରାଉତରାୟ, ଉପସଭାପତି ତଥା ଭୂବନେଶ୍ଵରର ଏକାମ୍ର ବିଧାୟକ ବାବୁ ସିଂ, ଅନ୍ୟତମ ଉପସଭାପତି ତଥା ବିଜେପିର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ଉପସଭାପତି ତଥା ବରିଷ୍ଠ ଆଇନଜୀବୀ ଶିବାନନ୍ଦ ରାୟ, ପୂର୍ବଜନ ବିଧାୟକ ପ୍ରିୟଦର୍ଶୀ ମିଶ୍ର ଏବଂ ଅନୁଷ୍ଠାନର ସାଧାରଣ ସମ୍ପାଦକ ତଥା ସନ୍ଧ୍ୟା ସାମ୍ବାଦିକ ସନତ ମିଶ୍ର ସୂଚନା ଦେଇ କହିଛନ୍ତି ଯେ,

ଚଳିତ ବର୍ଷ ୩୭ ବର୍ଷ ପୂରି ହେଉଥିବାରୁ ଏକାମ୍ର ସାଂସ୍କୃତିକ ପ୍ରକାଶନା ସଂସ୍ଥା ପକ୍ଷରୁ ଶ୍ରୀ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କର ଶିବରାତ୍ରି ମହୋତ୍ସବ ମହା ସମାରୋହରେ ଅଧୁକ ଯାକଜମକରେ ପାଳନ କରାଯିବ । ମୁମ୍ବାଇର ଖ୍ୟାତନାମା କଳାକାର ନୀତିନ ମୁକେଶ, କୁମାରା ଖୁସବୁ ଡିୱାରା, ମିସ କର୍ଜନ, ଶଶିକାନ୍ତ ପୌଡ଼ୱାଲ, ଅମିତାବଚନ, କୋଲକତାର ଡାଳି, ମୁନି ଓ ପର୍ଥ ପ୍ରତୀମ ଶାହା, ଛତିଶଗଡ଼ର ଡାନିସ ବର୍ମା, ଉତ୍ତର ପ୍ରଦେଶର ବନ୍ଧନ ସିଂଙ୍କ ସମେତ ସଙ୍ଗୀତ ନିର୍ଦ୍ଦେଶକ ମଳୁଥ ମିଶ୍ରଙ୍କ ନିର୍ଦ୍ଦେଶନାରେ ଓଡ଼ିଶାର ୩୦ରୁ ଗର୍ତ୍ତ ଖ୍ୟାତନାମା କଳାକାର ଶ୍ରୀଚରଣ,

କୁମାର ବାପି, ସୌରଭ ନାୟକ, ସୁଶ୍ରୀ ଶୈଳଭାମା ମହାପାତ୍ର, ସୁଧାକର ମିଶ୍ର, ମାନସୀ ପାତ୍ର, ରବୀନ୍ଦ୍ର ମହାପାତ୍ର, ପ୍ରଫୁଲ୍ଲ ବେହେରା, ପିନାକୀ ନାୟକ, ଅଞ୍ଜଳି ମିଶ୍ର, ଦିଲ୍ଲୀରେଖା ପାଢୀ, ଶ୍ରୀମତୀ କ୍ରିଶା ମିଶ୍ର, ଅରୂପା ଦାସ, ଦିବ୍ୟା ଦାସ ଓ ବିଷ୍ଣୁପ୍ରିୟାଙ୍କ ସହିତ ବିଶିଷ୍ଟ କଳାକାରମାନେ ଯୋଗଦେବେ । ସେମାନେ କହିଥିଲେ ଯେ, ମହାଶିବରାତ୍ରି ଦିନ ଲିଙ୍ଗରାଜ ଜଜଳ ମଣ୍ଡପରେ ଭୋଇ ୪ ଘଟିକାରୁ ଶଙ୍ଖଧ୍ବନି, ଚେହପାଠ, ଶିବ ସହସ୍ର ନାମ, ଭାଗବତ ଗୀତାପାଠ,

ଶିବ ନେତଳା, ହରିହର ଭଜନ, ରାମ ଚରିତ ମାନସ ପରାୟଣ ଓ ପ୍ରବଚନ କରାଯିବା ପରେ ସନ୍ଧ୍ୟା ୬ ଘଟିକାରୁ ଭୋର ୫ଟା ପର୍ଯ୍ୟନ୍ତ ଜାତୀଯନ୍ତରୀୟ ଭଜନ ସମାରୋହ ଅନୁଷ୍ଠିତ ହେବ । ଏହି ଉତ୍ସବରେ ମହାମହିମ ରାଜ୍ୟପାଳ ହରିବାକୁ କମମପାଟି, ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ କରଣ ମାଝୀ, ମାନ୍ୟବର କେନ୍ଦ୍ରମନ୍ତ୍ରୀ, ମାନ୍ୟବର ବିଧାୟକ, ସାଂସଦଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେବାକୁ ସମ୍ମତି ପ୍ରଦାନ କରିଛନ୍ତି । ସଙ୍ଗୀତ ଜଗତର ଖ୍ୟାତନାମା କଳାକାରମାନଙ୍କୁ ଏକାମୁଶ୍ରୀ ସମ୍ମାନ’ରେ ସମ୍ମାନିତ କରାଯିବ ବୋଲି ସେମାନେ କହିଛନ୍ତି ।

ଏହି ସାମ୍ବାଦିକ ସମ୍ମିଳନୀରେ ସେବାୟତ ନିଯୋଗ ମାନଙ୍କର ପ୍ରତିନିଧୁମାନଙ୍କ ସମେତ ବିଜେପିର ବରିଷ୍ଠ ନେତ୍ରୀ ରଶ୍ମୀ ମହାପାତ୍ର, କୋଷାଧ୍ୟକ୍ଷ ରତିକାନ୍ତ ମହାସୁଆର, ଲଲାଟେନ୍ଦୁ ମହାନ୍ତି, ଯୁଗ୍ମ ସମ୍ପାଦକ ସାମ୍ବାଦିକ ପ୍ରଦ୍ୟୁମ୍ନ କୁମାର ମହାନ୍ତି, ମୁଖପାତ୍ର ସାମ୍ବାଦିକ ଲିଙ୍ଗରାଜ ସାହୁ, ସୁଧୀର ରଞ୍ଜନ ଜେନା, ଗଣେଶ ପାଇ, ଦାବନ ଚନ୍ଦ୍ର ମହାପାତ୍ର, କେଦାରନାଥ ମହାପାତ୍ର, ପ୍ରମୋଦ କୁମାର ଦାସ, ପ୍ରତାପ ପଟ୍ଟନାୟକ ଓ ବିଶ୍ଵନାଥ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Department of Home Science Organizes Workshop on Mushroom Cultivation and Enterprise Development

Department of Home Science Organizes Workshop on Mushroom Cultivation and Enterprise Development

April 25, 2026
ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

April 25, 2026
ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

ଶିକାର କରିବାକୁ ଯାଇ ଗୁଳିକାଣ୍ଡରେ ନାବାଳକ ମୃତ ଘଟଣାର ମୁଖ୍ୟ ଆସାମୀ ଗିରଫ

April 25, 2026
ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

ଦୁର୍ଘଟଣା ପରେ ଗାର୍ଡୱାଲ ରେ ଝୁଲିଲା ହାଇୱା

April 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Department of Home Science Organizes Workshop on Mushroom Cultivation and Enterprise Development

Department of Home Science Organizes Workshop on Mushroom Cultivation and Enterprise Development

April 25, 2026
ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

ବିରିଡିରେ ଜାତୀୟ ପଞ୍ଚାୟତି ରାଜ ଦିବସ ପାଳିତ

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version