• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଞ୍ଜନ ଷଡ଼ଙ୍ଗୀ ନବମ ସଂସ୍କରଣର : ପ୍ରଥମ ମ୍ୟାଚରେ ଜଗନ୍ନାଥ ସ୍ପୋର୍ଟିଂ ବିଜୟୀ

Proprietor Abhimanyu Maharana by Proprietor Abhimanyu Maharana
February 14, 2026
in ଓଡ଼ିଶା, ପୁରୀ, ହୋମ୍
0
ରଞ୍ଜନ ଷଡ଼ଙ୍ଗୀ ନବମ ସଂସ୍କରଣର : ପ୍ରଥମ ମ୍ୟାଚରେ ଜଗନ୍ନାଥ ସ୍ପୋର୍ଟିଂ ବିଜୟୀ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ସହିଦ ହାବିଲଦାର ରଞ୍ଜନ ଷଡଙ୍ଗୀ ନାମରେ ନବମ ସଂସ୍କରଣ କ୍ରିକେଟ ଖେଳ ପୁରୀ ପୋଲିସ ଲାଇନ ପଢିଆରେ ଆରକ୍ଷୀ ଅଧକ୍ଷକ ପ୍ରତୀକ ସିଂ ଉଦ୍‌ଘାଟନ କରିଥିଲେ । ଏହି ଅବସରରେ ସେ କହିଥିଲେ, ପୁରୀରେ ବ୍ୟସ୍ତ ବହୁଳ ଡିଉଟି ସଫଳ ଭାବରେ ବହୁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହା କେବଳ ଆରକ୍ଷୀ ମାନଙ୍କର ଦକ୍ଷତା ଯୋଗୁଁ ଏହା ସଫଳ ହୋଇପାରିଛି । ଏହା ସହ ଆଗାମୀ ରଥଯାତ୍ରା ପାଇଁ ପ୍ରସ୍ତୁତ ରହିବା ପାଇଁ ମଧ୍ୟ ଆହ୍ୱାନ ଦେଇଥିଲେ ।

ଶେଷରେ ଏସପି ଶ୍ରୀସିଂ ସହିଦ ମାନଙ୍କ ପାଇଁ ନିରବ ପାର୍ଥନା କରିଥିଲେ । ଏହି ପ୍ରତିଯୋଗିତାରେ ପୁରୀ ପୋଲିସର ୧୯୫ ଜଣ ୮ଗୋଟି ଦଳରେ ଭାଗ ହୋଇ ଏହି ଖେଳରେ ଅଂଶ ଗ୍ରହଣ କରିଛନ୍ତି । ଏହି ଉଦ୍‌ଘାଟନ ମ୍ୟାଚରେ ଜଗନ୍ନାଥ ସ୍ପୋର୍ଟିଂ ବିନାମ ରକ ଷ୍ଟାର ମଧ୍ୟରେ ହୋଇଥିଲା । ପ୍ରଥମେ ଟସ୍ ଜିତି ରକ ଷ୍ଟାର ଅଧୁନାୟକ ସତ୍ୟବାନ ସ୍ୱାଇଁ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ ଜଗନ୍ନାଥ ସ୍ପୋର୍ଟିଂ ଅଧିନାୟକ ଦୁଷ୍ମନ୍ତ ସାହୁ ବୋଲିଂ କରିଥିଲେ ।

ରକ ଷ୍ଟାର ୮ ଓଭର ଖେଳରେ ୭ ଗୋଟି ବିକେଟ ହରାଇ ୬୭ ରନ କରିଥିଲେ । ଜଗନ୍ନାଥ ସ୍ପୋର୍ଟିଂର ପପି ହ୍ୟାଟ୍ରିକ ୱକେଟ ନେଇଥିଲେ। ଏହାକୁ ପିଛା କରି ଜଗନ୍ନାଥ ସ୍ପଟିଙ୍ଗ ୬ ଓଭର ୫ ଟି ବଲରେ ୪ ୱିକେଟ ହରାଇ ୬୮ ରନ କରି ମ୍ୟାଚ ଜିତିଥିଲେ । ଗୀତାଂଶୁ ୨୨, ଅଧିକାରୀ ୧୫ ଓ ପପି ୧୫ ରନ କରିଥିଲେ। ଶେଷରେ ପପି ମ୍ୟାନ ଅଫ ଦି ମ୍ୟାଚ ହୋଇଥିଲେ । ଏହି ଖେଳକୁ ଅନେକ ଦର୍ଶକ ଭରପୁର ମଜା ନେଇଥିଲେ ଯାହା ଖେଳ ଶେଷ ପ୍ରଯ୍ୟନ୍ତ କିଏ ଜିତିବ କିଏ ହାରିବ ତାହା ଅନିଶ୍ଚତତା ଥିଲା ।

ଏହା ସହ ଚିତ୍ତରଞ୍ଜନ ମହାନ୍ତି ଆରାଇ, ପୋଲିସ ସଂଘ ସଭାପତି ସନ୍ତୋଷ ମହାନ୍ତି, ସେକେଟରୀ ସୂର୍ଯ୍ୟତାପ ଜେନା, କୋଷାଧ୍ଯକ୍ଷ ଦିଲୀପ ଭୋଇ, ସହସମ୍ପାଦକ ସତ୍ୟନାରାୟଣ ନାୟକ, ପ୍ରହଲ୍ଲାଦ ଭୋଇ, ରଞ୍ଜନ ପଲେଇ, ତ୍ରିଲୋଚନ ହୋତା ଓ ପ୍ରଶାନ୍ତ ବିଶ୍ଵାଳ, ଲାଲା, ସୁଧାଂଶୁ ମଙ୍ଗରାଜ ଉପସ୍ଥିତ ରହି ଖେଳକୁ ପରିଚାଳନା କରିଥିଲେ । ସୂଚନା ଥାଉ କି ରଞ୍ଜନ ସରଙ୍ଗୀ ବ୍ରହ୍ମଗିରିରେ ବୋମା ନିଷ୍କ୍ରିୟ କରିବାକୁ ଯାଇ ବିସ୍ପୋରଣରେ ସହିଦ ହୋଇଥିଲେ । ଏହି ସ୍ମୃତିରେ ପୁରୀ ପୋଲିସ ତାର ୯ ସଂସ୍କରଣ ରଞ୍ଜନ ଷଡ଼ଙ୍ଗୀ ଟୁର୍ଣ୍ଣାମେଣ୍ଟ ଆରମ୍ଭ ହୋଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

April 27, 2026
ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

April 27, 2026
ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version