• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚନ୍ଦ୍ରଶେଖରପୁରରେ ଖୋଲିଲା ଶ୍ରୀଲେଦର୍ସର ନୂତନ ଶୋ’ ରୁମ

Proprietor Abhimanyu Maharana by Proprietor Abhimanyu Maharana
February 19, 2026
in ଓଡ଼ିଶା, ଖୋର୍ଦ୍ଧା, ବାଣିଜ୍ୟ, ହୋମ୍
0
Sreeleathers Launches New Showroom in Chandrasekharpur, Bhubaneswar, Odisha Expanding Its Footwear Legacy
Share on FacebookShare on TwitterWhatsapp

ଦେଶରେ ପ୍ରଥମ ଥର ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଷ୍ଟୋର୍‌ରେ ଆରମ୍ଭ ହେଲା “ଛୋଟା ଭୀମ୍ କଲେକ୍ସନ୍‌”

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଦୀର୍ଘ ୭୦ ବର୍ଷର ପୁରାତନ ଫୁଟ୍‌ୱେୟାର୍ ତଥା ଜୋତା ଶିଳ୍ପ ବ୍ୟବସାୟରେ ଏକ ନିର୍ଭରଯୋଗ୍ୟ ବ୍ରାଣ୍ଡ ଭାବେ ପରିଚିତ ଶ୍ରୀଲେଦର୍ସ, ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଅଞ୍ଚଳରେ ଖୋଲିଛି ନୂତନ ଶୋ’ରୁମ । ଏଠାରେ ଓଡ଼ିଶାର ଗ୍ରାହକଙ୍କ ପାଇଁ ରହିଛି ଉତ୍ତମ ମାନର, ଆରାମଦାୟକ ତଥା ଷ୍ଟାଇଲିସ୍ ସାମଗ୍ରୀ । ଏହି ନୂତନ ଶୋ’ରୁମରେ ବିଶ୍ୱସ୍ତରୀୟ ଜୋତା, ଚମଡ଼ାରେ ନିର୍ମିତ ବ୍ୟାଗ୍‌, ଟ୍ରାଭେଲ୍‌ ବ୍ୟାଗ୍‌, ସ୍ପୋର୍ଟ ଜୋତା, ଆକ୍ଟିଭ୍ ୱେର୍ ଆଦି ସୁଲଭ ମୂଲ୍ୟରେ ଉପଲବ୍ଧ ହେବ ।

ଦେଶବାସୀଙ୍କୁ ଅପେକ୍ଷାକୃତ ସ୍ୱଳ୍ପ ମୂଲ୍ୟରେ ଆରାମଦାୟକ ଜୋତା ଯୋଗାଇଦେବା ପାଇଁ ୧୯୫୨ ମସିହାରେ ସ୍ୱାଧୀନତା ସଂଗ୍ରାମୀ ସ୍ୱର୍ଗତ ସୁରେଶ ଚନ୍ଦ୍ର ଦେ, ‘ଶ୍ରୀଲେଦର୍ସ’ ବ୍ୟବସାୟ ଆରମ୍ଭ କରିଥିଲେ । ୭୦ ବର୍ଷ ପୁରାତନ ଏହି ବ୍ରାଣ୍ଡ ଜୋତା ବଜାରରେ ଗୁଣାତ୍ମକ ଉତ୍ପାଦ ଏବଂ ଗ୍ରାହକ ସନ୍ତୁଷ୍ଟୀକରଣ କ୍ଷେତ୍ରରେ ନିଜର ପ୍ରତିଷ୍ଠା ବଜାୟ ରଖିଛି । ଏହି ପରିପ୍ରେକ୍ଷୀରେ ଶ୍ରୀଲେଦର୍ସର ଅଂଶୀଦାର ଶ୍ରୀ ଶେଖର ଦେ କହିଛନ୍ତି ଯେ, ‘ପ୍ରତ୍ୟେକ ନୂତନ ଉତ୍ପାଦର ଗୁଣବତ୍ତା ଏବଂ ଗ୍ରାହକଙ୍କ ଗ୍ରହଣୀୟତା ବିଷୟରେ ନିଶ୍ଚିତ ହେବା ପରେ ହିଁ ଆମେ ଏହାକୁ ଆମର ଅନ୍ୟାନ୍ୟ ଫ୍ରାଞ୍ଚାଇଜ୍‌ରେ ବକ୍ଷଗ୍ଧ;ନ କରୁ ।’

ସମସ୍ତ ବର୍ଗର ଗ୍ରାହକଙ୍କୁ ସୁଲଭ ମୂଲ୍ୟରେ ବିଶ୍ୱସ୍ତରୀୟ ଜୋତା, ବ୍ୟାଗ୍ ଓ ନିତ୍ୟ ବ୍ୟବହାର୍ଯ୍ୟ ଚମଡ଼ା ସାମଗ୍ରୀ ଯୋଗାଇବାରେ ‘ଶ୍ରୀଲେଦର୍ସ’ ଜୋତା ବଜାରରେ ଅଗ୍ରଣୀ ଭୂମିକା ଗ୍ରହଣ କରିଛି । ‘ଏସ୍‌ଏଲ୍ ପ୍ରିମିୟମ୍‌’ ହେଉଛି ଏହାର ଏକ ନୂତନ ବର୍ଗ, ଯାହାକୁ ଗ୍ରାହକମାନଙ୍କଠାରୁ ବେଶ୍ ଭଲ ଫିଡ୍‌ବ୍ୟାକ୍ ମିଳିଛି । ଶ୍ରୀଲେଦର୍ସ ଏବେ ପିଲାମାନଙ୍କ ପାଇଁ ନେଇଆସିଛି ସ୍ୱତନ୍ତ୍ର ‘ଛୋଟା ଭୀମ୍ କଲେକ୍ସନ୍‌’ । ସମଗ୍ର ଦେଶରେ ଏହି କଲେକ୍ସନ୍ ଉନ୍ମୋଚନ ହେବାରେ ଭୁବନେଶ୍ୱର ହେଉଛି ପ୍ରଥମ ସହର ।

ଏହି ଅବସରକୁ ଆହୁରି ଉତ୍ସାହଜନକ କରିବା ପାଇଁ ଫେବୃଆରୀ ୨୦ ତାରିଖ ଦିନ ଚନ୍ଦ୍ରଶେଖରପୁର ଷ୍ଟୋର୍‌ରେ ‘ଛୋଟା ଭୀମ୍‌’ ମାସ୍କଟ୍‌ମାନେ ଉପସ୍ଥିତ ରହିବେ ଯେଉଁଠି ପିଲାମାନେ ସେମାନଙ୍କ ପ୍ରିୟ କାର୍ଟୁନ୍ ଚରିତ୍ରଙ୍କ ସହ ଫୋଟୋ ଉଠାଇବାର ମଜା ପାଇପାରିବେ । ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବ୍ରାଣ୍ଡର ଭବିଷ୍ୟତ ବିଷୟରେ ଅଭିବ୍ୟକ୍ତି ପ୍ରକାଶ କରି ପରିବାରର ତୃତୀୟ ପିଢି ତଥା ଅଂଶୀଦାର ଶ୍ରୀ ସୁଶାନ୍ତୋ ଦେ କହିଛନ୍ତି ଯେ, ‘ବର୍ତ୍ତମାନ ଆମେ କ୍ରୀଡ଼ା ଭିତ୍ତିକ ଜୋତା ଉତ୍ପାଦନ ଉପରେ ଧ୍ୟାନ କେନ୍ଦ୍ରିତ କରିବାକୁ ଚାହୁଁଛୁ ।

ଜୋତାର ଗୁଣବତ୍ତା ବିଶ୍ୱସ୍ତରୀୟ ହେବା ସହ ଏହାର ମୂଲ୍ୟ ଗ୍ରାହକଙ୍କୁ ସୁହାଇଲା ଭଳି ହେବ ।’ ଏହି ସମସ୍ତ କ୍ରୀଡ଼ା ଭିତ୍ତିକ ଜୋତା, ସ୍ପୋର୍ସ ୱେର୍ ଏବଂ ଆକ୍ଟିଭ୍ ୱେର୍‌, ଏସ୍‌ଏଲ୍ ସ୍ପୋର୍ସ ବ୍ରାଣ୍ଡରେ ବିକ୍ରି ହୋଇଥାଏ । ଗତ ଏକ ବର୍ଷ ମଧ୍ୟରେ ‘ଶ୍ରୀଲେଦର୍ସ’ ପୂର୍ବ ଓ ଦକ୍ଷିଣ ଭାରତର ବିଭିନ୍ନ ରାଜ୍ୟ ଯଥା ଝାରଖଣ୍ଡ, ବିହାର, ଓଡ଼ିଶା ଆଦି ସ୍ଥାନରେ ପ୍ରାୟ ୧୦ରୁ ଅଧିକ ଷ୍ଟୋର ସଫଳତାର ସହ ପରିଚାଳନା କରୁଛି । ଆଞ୍ଚଳିକ ଷ୍ଟୋର୍ ପ୍ରତିଷ୍ଠା, ଦେଶ ବ୍ୟାପୀ ଅଧିକରୁ ଅଧିକ ଗ୍ରାହକଙ୍କ ନିକଟରେ ପହଞ୍ଚିବାର ଆମ ପ୍ରୟାସକୁ ସମୃଦ୍ଧ କରିବାରେ ସହାୟକ ହେବ ।

ଆଜିର ଏହି ସାମ୍ବାଦିକ ସମ୍ମିଳନୀରେ ପୂଜାରିଣୀ ଦେ ଙ୍କ ସମେତ ଶ୍ରୀଲେଦର୍ସ ମାର୍କେଟିଂ ମୁଖ୍ୟ ସୌରଭ ବିଶ୍ୱାସ, ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଫ୍ରାଞ୍ଚାଇଜ୍ ମାଲିକ ମାନିକ୍ ହଂସ ଏବଂ ପପୁ ହଂସ ଉପସ୍ଥିତ ଥିଲେ । ଦେଶର ସମସ୍ତ ଗ୍ରାହକ ମାନଙ୍କ ପାଇଁ ବିଭିନ୍ନ ସ୍ଥାନରେ ନୂତନ ଷ୍ଟୋର ଖୋଲିବା ପାଇଁ ଶ୍ରୀଲେଦର୍ସର ଯୋଜନା ରହିଥିବା ବେଳେ ଫ୍ରାଞ୍ଚାଇଜ୍ ଭାଗିଦାରୀକୁ ମଜଭୁତ କରିବା ଦିଗରେ ଏହା କାର୍ଯ୍ୟ କରୁଛି ।

ଗ୍ରାହକଙ୍କ ବିଶ୍ୱସ୍ତତା ପାଇଁ ବେଶ୍ ଗର୍ବିତ ଥିବା ଏହି ବ୍ରାଣ୍ଡ ଗତ ୩ ପିଢି ଧରି ନିଜର ଗ୍ରାହକଙ୍କ ସହ ଏହି ସଂଯୋଗ ବଜାୟ ରଖିପାରିଛି l ସେପ୍ଟେମ୍ବର ୨୦୨୦ରେ ଆରମ୍ଭ ହୋଇଥିବା ୱେବ୍‌ସାଇଟ୍ ଦ୍ୱାରା ଅନ୍‌ଲାଇନ୍ ବ୍ୟବସାୟ କ୍ଷେତ୍ରରେ ମଧ୍ୟ ଏହା ନିଜ ସ୍ଥାନ ସୁଦୃଢ କରିପାରିଛି । ଭାରତର ବିଭିନ୍ନ ସ୍ଥାନରେ ଶ୍ରୀଲେଦର୍ସର ଫ୍ରାଞ୍ଚାଇଜ୍ ଖୋଲିବା ରଣନୀତି ହିଁ ଏହି ବ୍ରାଣ୍ଡର ସଫଳତାର ମୂଳମନ୍ତ୍ର ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

Style Baazar Partners with Odia Film Bindusagar to Celebrate Culture, Cinema, and Community in Bhubaneswar

April 25, 2026

ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

Odisha to Host 2026–27 Junior & Senior Artistic Gymnastics National Championships

April 25, 2026
ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

April 24, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

Style Baazar Partners with Odia Film Bindusagar to Celebrate Culture, Cinema, and Community in Bhubaneswar

April 25, 2026
ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version