• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶିକ୍ଷକ ଫକିର ମୋହନଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ସମାରୋହ

Proprietor Abhimanyu Maharana by Proprietor Abhimanyu Maharana
February 20, 2026
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଶିକ୍ଷକ ଫକିର ମୋହନଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ସମାରୋହ
Share on FacebookShare on TwitterWhatsapp

ବୋଲଗଡ଼  (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ବୋଲଗଡ ମଣ୍ଡଳ ଅନ୍ତର୍ଗତ ମୁଗମଣ୍ଡା ଗ୍ରାମର ଫକିର ମୋହନ ବେହେରା ସ୍ମୃତିସଂସଦ ଆନୁକୂଲ୍ୟରେ ସଂସଦର ସମ୍ପାଦକ ପ୍ରତାପ କୁମାର ମହାପାତ୍ରଙ୍କ ଆବାହକତ୍ୱରେ ସାରସ୍ୱତ ସାଧକ ବଳରାମ ରଣସିଂହଙ୍କ ପୌରୋହିତ୍ୟରେ ସ୍ବର୍ଗତ ମାଧ୍ୟମିକ ଶିକ୍ଷକ ଫକିର ମୋହନ ବେହେରାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ସମାରୋହ ସ୍ବର୍ଗତ ବେହେରାଙ୍କ ବାସଗୃହରାଠାରେ ଅନୁଷ୍ଠିତ ହୋଇଯାଇଛି ।

ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ରୂପେ ବୋଲଗଡ଼ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ସ୍ୱାଇଁ ,ସମ୍ମାନିତ ଅତିଥି ଭାବେ ଗୋପାଳପୁର ଗ୍ରାମ ପଞ୍ଚାୟତର ସରପଞ୍ଚ ପ୍ରଦୀପ କୁମାର ବାରିକ,ପ୍ରାକ୍ତନ ଜିଲ୍ଲା ଶିକ୍ଷା ନିରୀକ୍ଷକ ରଘୁନାଥ ଦଳବେହେରା, ବେଗୁନିଆ ଓଷ୍ଟା ସଭାପତି ଗଣେଶ୍ୱର ମିଶ୍ର ,ପ୍ରାକ୍ତନ ପ୍ରଧାନ ଶିକ୍ଷକ ତଥା ପ୍ରବଚକ ପ୍ରଫୁଲ୍ଲ କୁମାର ଦାସ,ଆଧ୍ୟାତ୍ମିକ ବାଦୀ ଦୀନବନ୍ଧୁ ଦାସ,ପ୍ରାକ୍ତନ ପ୍ରଧାନ ଶିକ୍ଷକ କୈଳାସ ମାଣ୍ଡୋଇ ଯୋଗଦାନ କରିଥିଲେ ।

ପ୍ରଭୁ ଜଗନ୍ନାଥଙ୍କ ଫଟୋ ଏବଂ ସ୍ବର୍ଗତ ବେହେରାଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ଓ ପ୍ରଦୀପ ପ୍ରଜ୍ଜ୍ୱଳନ ପରେ ଅମର ଆତ୍ମାର ସଦ୍ଗତି ନିମିତ୍ତ 2ମିନିଟ୍ ନିରବ ପ୍ରାର୍ଥନା କରାଯାଇଥିଲା । ସ୍ବର୍ଗତ ବେହେରାଙ୍କ ସୁଗୁଣ ଉପରେ ଆଧାରିତ ସ୍ବରଚିତ ଦୁଃଖଦ ସଙ୍ଗୀତ ମୁଖ୍ୟ ଅତିଥି ଶ୍ରୀ ସ୍ୱାଇଁ ଗାୟନ କରିଥିଲେ । ସେ ଜଣେ ଛାତ୍ର ବତ୍ସଳ ଶିକ୍ଷକ,ଅମାୟିକ ,ଦରଦୀ ବନ୍ଧୁ,ଦୁଃସାହସୀ,ସମାଜସେବୀ, ସଚ୍ଚରିତ୍ର, ନିରଳସ ଓ ନିଷ୍କପଟ ବ୍ୟକ୍ତିତ୍ଵ ଥିଲେ। ନିଜେ ଘରେ ଔଷଧ ରଖି ରୋଗୀ ସେବା ମଧ୍ୟ କରୁଥିଲେ ।

ଗରିବ ରୋଗୀ ଚିକିତ୍ସା ପାଇଁ ଅର୍ଥ ଗ୍ରହଣ କରୁନଥିଲେ । ଅବସର ପରେ ସଂକୀର୍ତ୍ତନ ଗାୟକ ହେବାକୁ ସେ ମନସ୍ଥ କରିଥିଲେ । ମଞ୍ଚରେ ଉପବେଶନ କରିଥିବା ଅତିଥିମାନଙ୍କ ସମେତ ପ୍ରଫୁଲ୍ଲ ରାଉତ,ସୂର୍ଯ୍ୟ ପ୍ରସାଦ ନନ୍ଦ,ଚଗଲା ପଣ୍ଡାଙ୍କ ସହ ଛାତ୍ରପଡ଼ାର ଅନ୍ୟ ଶିକ୍ଷକ ,ଅନ୍ୟ ଶିକ୍ଷାନୁଷ୍ଠାନର ଶିକ୍ଷକ ଶିକ୍ଷୟିତ୍ରୀ ଓ ପୁରାତନ ବିଦ୍ୟାର୍ଥିମାନେ ସେମାନଙ୍କ ବକ୍ତବ୍ୟରେ ଏହା ପ୍ରକାଶ କରିଥିଲେ ।

ଉକ୍ତ କାର୍ଯ୍ୟକ୍ରମରେ ସୁଦାମ ବେହେରା,ବିନୋଦ ବେହେରା,ରମେଶ ବେହେରା,ସନ୍ତୋଷ ସେନାପତି, ସ୍ମିତା ବେହେରା,ମମତା ସେନାପତି,ପ୍ରକାଶ ପରିଡ଼ା,ସତ୍ୟବ୍ରତ ବେହେରା,ଆଦିତ୍ୟ ସେନାପତି ଓ ଆଲିସା ବେହେରା ଉପସ୍ଥିତ ଥିଲେ । ପ୍ରକାଶ ଥାଉ କି ସ୍ବର୍ଗତ ବେହେରାଙ୍କ ପରିବାରରେ ବୃଦ୍ଧା ମାଆ,ଧର୍ମପତ୍ନୀ ଓ ଦୁଇ କନ୍ୟା ଅଛନ୍ତି ।

ପରିବାର ପୋଷଣ ପାଇଁ ସ୍ବର୍ଗତ ବେହେରାଙ୍କ ଧର୍ମପତ୍ନୀ ରଶ୍ମିତା ବେହେରାଙ୍କୁ କର୍ମସଂସ୍ଥାନ ଯୋଗାଇ ଦେବା ନିମିତ୍ତ ସରକାରୀ ବିଭାଗୀୟ ଅଧିକାରୀଙ୍କୁ ନିବେଦନ କରିବାକୁ ସମ୍ପାଦକ ଶ୍ରୀ ମହାପାତ୍ର ଏବଂ ଅଞ୍ଚଳ ବାସୀ ସଭାର ଅତିଥିମାନଙ୍କୁ ଅନୁରୋଧ କରିଥିଲେ । ପରିଶେଷରେ ଅଙ୍କିତା ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version