• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅବ୍ୟବସ୍ଥା ଘେରରେ ପିପଳ ସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ : ଶ୍ରେଣୀ ଗୃହ ଛାତରୁ ପ୍ଲାଷ୍ଟର ଖସି ଲୁହା ଛଡ଼ ଦେଖାଗଲାଣି

Proprietor Abhimanyu Maharana by Proprietor Abhimanyu Maharana
February 21, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
ଅବ୍ୟବସ୍ଥା ଘେରରେ ପିପଳ ସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ : ଶ୍ରେଣୀ ଗୃହ ଛାତରୁ ପ୍ଲାଷ୍ଟର ଖସି ଲୁହା ଛଡ଼ ଦେଖାଗଲାଣି
Share on FacebookShare on TwitterWhatsapp

ବାଲିଗୁଡ଼ା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଅବ୍ୟବସ୍ଥା ଘେରରେ ବିଦ୍ୟାଳୟ । ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ବିଦ୍ୟାଳୟରେ ଅଧ୍ୟୟନ ରତ କୋମଳମତି ଛାତ୍ରଛାତ୍ରୀ । ବାରମ୍ବାର ଅଭିଯୋଗ ପରେ ବି ସୁଧୁରୁନି ସମସ୍ୟା । ଏହା କେଉଁ ଉପାନ୍ତ ଅଞ୍ଚଳର ନୁହେଁ, ଏ ହେଉଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍ଏସି ଅନ୍ତର୍ଗତ ୭ ନଂ ୱାର୍ଡ ନୁଆସାହି ନିକଟସ୍ଥ ପିପଳ ସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦେଖିବାକୁ ମିଳିଛି । ସହରାଞ୍ଚଳରେ ଥିବା ଏହି ବିଦ୍ୟାଳୟରେ ବାଲ୍ ବାଟିକା ଠାରୁଆରମ୍ଭ କରି ୮ ମ ଶ୍ରେଣୀ ମଧ୍ୟରେ ୧୮୭ ଜଣ ଛାତ୍ରଛାତ୍ରୀ ପାଠ ପଢ଼ୁଛନ୍ତି ।

କିନ୍ତୁ ଦୀର୍ଘ ବର୍ଷ ଧରି ବିଦ୍ୟାଳୟର ସମସ୍ୟା ବାବଦରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରାଯାଥିଲେ ମଧ୍ୟ ଏଯାଏଁ ହୋଇପାରିନି ସମସ୍ୟାର ସମାଧାନ । ବିଦ୍ୟାଳୟ ଚତୁଃପାର୍ଶ୍ୱରେ ପାଚେରୀ ନାହିଁ,ବିଦ୍ୟାଳୟ ପରିସରରେ ଥିବା ଶୈଚାଳୟ କାର୍ଯ୍ୟରେ ଆସୁନି । ଗୋଟିଏ ପଟେ ଆବଶ୍ୟକତା ଅନୁସାରେ ଶ୍ରେଣୀ ଗୃହ ନଥିବା ବେଳେ ଥିବା ଶ୍ରେଣୀ ଗୃହ ଛାତରୁ ପ୍ଲାଷ୍ଟର ଖସି ଲୁହା ଛଡ଼ ଦେଖାଗଲାଣି । ଅନ୍ୟପଟେ ଭଙ୍ଗା ଦଦରା ଘରେ ରୋଷେଇ ହେଉଛି ପିଲାଙ୍କ ମଧ୍ୟାହ୍ନ ଭୋଜନ ।

ଯଦି ସହରାଞ୍ଚଳରେ ଶିକ୍ଷା ବ୍ୟବସ୍ଥାର ଏଭଳି ଚିତ୍ର ତେବେ ଉପାନ୍ତ ଅଞ୍ଚଳରେ କିଭଳି ବ୍ୟବସ୍ଥା ଥିବ ତାହା ସ୍ପଷ୍ଟ ଅନୁମେୟ । ବିଦ୍ୟାଳୟର ଏସବୁ ସମସ୍ୟାର ସମାଧାନ ପାଇଁ ସରକାରଙ୍କୁ ନିବେଦନ କରିଛନ୍ତି ବିଦ୍ୟାଳୟର କୁନିକୁନି ଛାତ୍ରଛାତ୍ରୀ, କର୍ମଚାରୀ ଓ ପ୍ରଧାନ ଶିକ୍ଷୟତ୍ରୀ । ବିଦ୍ୟାଳୟ ପରିସରରେ ପାଚେରୀ ନଥିବାରୁ ରାତିହେଲେ ଅସାମାଜିକ ଲୋକେ ବିଦ୍ୟାଳୟ ପରିସରରେ ଆଡ୍ଡା ଜମାଉଛନ୍ତି । ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ନିର୍ଦ୍ଦିଷ୍ଟ ସ୍ଥାନ ନଥିବାରୁ ପିଲାମାନେ ବାରଣ୍ଡାରେ ବସି ମଧ୍ୟାହ୍ନ ଭୋଜନ ଖାଇବାକୁ ପଡୁଛି ।

ପାଚେରୀ ନଥିବାରୁ ଖାଇବା ସମୟରେ ସ୍କୁଲ୍ ପରିସରକୁ ଗାଇ,ଗୋରୁ, ଛେଳି, ଘୁଷୁରୀ ମଧ୍ୟ ପଶି ଆସୁଥିବା ଅଭିଯୋଗ ହୋଇଛି । ଯଥା ସମ୍ଭବ ନିଜ ଖର୍ଚ୍ଚରେ ବିଦ୍ୟାଳୟ ପରିସରକୁ ବାଡ଼ ବାନ୍ଧି ଯେନତେନ ବିଦ୍ୟାଳୟ ପରିସରକୁ ସୁରକ୍ଷିତ ରଖିବାକୁ ଚେଷ୍ଟା କରୁଛନ୍ତି ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଭଗବତୀ ଦେଇ । ଯାହାକି ସ୍ଥାୟୀ ସମାଧାନ ନୁହେଁ ।

ଏଣୁ ସରକାର ଏଥିପ୍ରତି ଦୃଷ୍ଟି ଦେଇ ଯଥାଶୀଘ୍ର ବିଦ୍ୟାଳୟର ସମସ୍ୟା ସୁଧାରିବା ପାଇଁ ଦାବି କରିଛନ୍ତି ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅର୍ଜୁନ ନାୟକ ଓ ସଦସ୍ୟ । ସେପଟେ ସମସ୍ୟା ବାବଦରେ ଆମେ ଅବଗତ ଅଛୁ, ଉପରିସ୍ଥ ଅଧିକାରୀଙ୍କ ସହ ଆଲୋଚନା କରି ସମସ୍ୟାର ସମାଧାନ କରାଯିବ ବୋଲି କହିଛନ୍ତି ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ l ତେବେ ଏହି ବିଦ୍ୟାଳୟ ପ୍ରତି ପ୍ରଶାସନ ଓ ଶିକ୍ଷା ବିଭାଗର କେବେ ଦୃଷ୍ଟି ପଡୁଛି ଏବଂ କେବେ ସମସ୍ୟାର ସମାଧାନ ହେଉଛି ତାହା ଦେଖିବାକୁ ବାକି ରହିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

ଭିସ୍ୱାସ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ସ୍ଟିଟ୍ୟୁଟ୍‌ ୨୦୨୬ ମସିହାର ସ୍ଥାପନା ଦିବସକୁ ବହୁ ଉତ୍ସାହ, ସମ୍ମାନ ଓ କୃତଜ୍ଞତା ସହିତ ପାଳନ କଲା

March 7, 2026
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

ନୟାଗଡ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ରାଜ୍ୟ ସ୍ତରୀୟ ଜାତୀୟ ବିଜ୍ଞାନ ଦିବସ ପାଳିତ

March 7, 2026
ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ – ମହତପଲ୍ଲାରେ ବାର୍ଷିକ ଉତ୍ସବ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version