• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ପୂର୍ବତନ ମନ୍ତ୍ରୀ ସେକ୍‌ ମତଲୁବ୍‌ ଅଲ୍ଲୀଙ୍କ ବିୟୋଗରେ ବାଚସ୍ପତିଙ୍କ ଶୋକ – ଭୁବନେଶ୍ୱର

Proprietor Abhimanyu Maharana by Proprietor Abhimanyu Maharana
September 24, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ମାହାଙ୍ଗା ବିକାଶ ପୁରୁଷ ପୂର୍ବତନ ମନ୍ତ୍ରୀ ସେକ ମତଲୁବ ଅଲିଙ୍କ ପରଲୋକ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୪ ସେପ୍ଟେମ୍ବର ଗୁରୁବାର) ଭୁବନେଶ୍ୱର :- ପୂର୍ବତନ ମନ୍ତ୍ରୀ ସେକ୍‌ ମତଲୁବ୍‌ ଅଲ୍ଲୀଙ୍କ ପରଲୋକରେ ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ଡ. ପାତ୍ର କହିଛନ୍ତି ଯେ ପୂର୍ବତନ ମନ୍ତ୍ରୀ ଓ କଂଗ୍ରେସ ଦଳର ବରିଷ୍ଠ ନେତା ଭାବେ ସ୍ୱର୍ଗତ ଅଲ୍ଲୀଙ୍କ କାର୍ଯ୍ୟଶୈଳୀ ଅତ୍ୟନ୍ତ ଉଚ୍ଚକୋଟୀର ଥିଲା । ଯୁବାବସ୍ଥାରୁ ସେ ଅନେକ ସଂଗଠନ ସହିତ ଓତଃପ୍ରତ ଭାବେ ଜଡ଼ିତ ଥିଲେ ।

ଜଣେ ନିଷ୍ଠା ପର ରାଜନେତା, ଦରଦୀ ମଣିଷ ଓ ଲବ୍ଧ ପ୍ରତିଷ୍ଠିତ ସାହିତ୍ୟିକ ଭାବେ ସେ ଜନମାନସରେ ସର୍ବଦା ଜୀବିତ ରହିବେ । ଏକାଧିକ ବାର ବିଧାୟକ ଭାବେ ନିର୍ବାଚିତ ହେବା ତାଙ୍କ ଲୋକ ପି୍ରୟତାର ପରିଚୟ ଦିଏ । ତାଙ୍କର ନୀତି ଓ ଆଦର୍ଶ ଆଗାମୀ ପିଢ଼ି ପାଇଁ ପ୍ରେରଣାର ଉତ୍ସ ହୋଇ ରହିବ । ତାଙ୍କର ବିୟୋଗ ରାଜ୍ୟ ପାଇଁ ଏକ ଅ ପୂରଣୀୟ କ୍ଷତି । ବାଚସ୍ପତି ଡ. ପାତ୍ର ଦିବଂଗତ ନେତାଙ୍କ ପ୍ରତି ଭାବ ପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହିତ ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଆନ୍ତରିକ ସମବେଦନା ଜଣାଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମାନସିକ ରୋଗରେ ନିଖୋଜ କିଶୋର ୧୨ ବର୍ଷ ପରେ ଓଡ଼ିଶାରେ ଘରକୁ ଫେରିଲେ

ମାନସିକ ରୋଗରେ ନିଖୋଜ କିଶୋର ୧୨ ବର୍ଷ ପରେ ଓଡ଼ିଶାରେ ଘରକୁ ଫେରିଲେ

July 2, 2026
୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

July 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମାନସିକ ରୋଗରେ ନିଖୋଜ କିଶୋର ୧୨ ବର୍ଷ ପରେ ଓଡ଼ିଶାରେ ଘରକୁ ଫେରିଲେ

ମାନସିକ ରୋଗରେ ନିଖୋଜ କିଶୋର ୧୨ ବର୍ଷ ପରେ ଓଡ଼ିଶାରେ ଘରକୁ ଫେରିଲେ

July 2, 2026
୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version