• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଟେଟ୍ରା ପ୍ୟାକ୍ରେ ମଦ ବିକ୍ରି ନିଷ୍ପତ୍ତି ତୁରନ୍ତ
ପ୍ରତ୍ୟାହାର କର : ବିଜେଡି

Proprietor Abhimanyu Maharana by Proprietor Abhimanyu Maharana
February 23, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ଟେଟ୍ରା ପ୍ୟାକ୍ରେ ମଦ ବିକ୍ରି ନିଷ୍ପତ୍ତି ତୁରନ୍ତ
ପ୍ରତ୍ୟାହାର କର : ବିଜେଡି
Share on FacebookShare on TwitterWhatsapp

ମଦମୁକ୍ତ ନୁହେଁ, ମଦଯୁକ୍ତ ଓଡ଼ିଶା ଗଠନ ପାଇଁ ବିଜେପି କାର୍ଯ୍ୟ କରୁଛି 

ବିଜେପି ଓଡ଼ିଶାର ପ୍ରତ୍ୟେକ ଘରକୁ ମଦ ପହଞ୍ଚାଇବାକୁ ଦୃଢ଼ପ୍ରତିଜ୍ଞ

ପ୍ରଥମଥର ପାଇଁ ଓଡ଼ିଶାରେ ମଦରୁ ରାଜସ୍ୱ ୧୦,୦୦୦ କୋଟି ଟଙ୍କା ଅତିକ୍ରମ କରିଛି

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ରାଜ୍ୟ ବିଜେପି ସରକାରଙ୍କର ଟେଟ୍ରା ପ୍ୟାକ୍ରେ ମଦ ବିକି୍ର ନିଷ୍ପତ୍ତିକୁ ବିଜୁ ଜନତା ଦଳ ଦୃଢ଼ ନିନ୍ଦା କରିଛି । ନିକଟରେ ଓଡ଼ିଶା ବିଧାନସଭାରେ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଘୋଷଣା କରିଥିଲେ ଯେ, ମଦ କାଚ ବୋତଲ ବଦଳରେ ଟେଟ୍ରା ପ୍ୟାକ୍ରେ ବିକ୍ରି କରାଯିବ ।  ଆଜି ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ୱାଦିକ ସମ୍ମିଳନୀରେ ବିରୋଧୀ ଦଳ ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ ଏବଂ ବିଜୁ ମହିଳା ଜନତା ଦଳର ବରିଷ୍ଠ ସାଧାରଣ ସମ୍ପାଦିକା ଶ୍ରୀମତୀ ସୁମିତ୍ରା ଜେନା ଏହି ନିଷ୍ପତ୍ତିକୁ ଅନୈତିକ ଓ ଯୁବ ବିରୋଧୀ ବୋଲି କହିବା ସହିତ ଏହାକୁ ତୀବ୍ର ସମାଲୋଚନା କରିଛନ୍ତି ।

ଶ୍ରୀମତୀ ମଲ୍ଲିକ କହିଛନ୍ତି, ନିର୍ବାଚନ ସମୟରେ ବିଜେପି ଓଡ଼ିଶାକୁ ମଦମୁକ୍ତ କରିବାର ପ୍ରତିଶ୍ରୁତି ଦେଇଥିଲା । କିନ୍ତୁ ଏବେ ଟେଟ୍ରା ପ୍ୟାକ୍ ପ୍ୟାକେଜିଂ ପ୍ରଚଳନ କରି ଓଡ଼ିଶାକୁ ମଦଯୁକ୍ତ ରାଜ୍ୟରେ ପରିଣତ କରିବାକୁ ଯାଉଛନ୍ତି । ମଦ ବିରୋଧରେ ସ୍ଲୋଗାନ ଦେଇ କ୍ଷମତାକୁ ଆସିଥିବା ବିଜେପି ସରକାର ଏବେ ମଦକୁ ଅଧିକ ପ୍ରୋତ୍ସାହନ ଦେଉଛନ୍ତି, ଯେଉଁଥିପାଇଁ ପ୍ରଥମଥର ପାଇଁ ମଦରୁ ରାଜସ୍ୱ ଆୟ ୧୦,୦୦୦ କୋଟି ଟଙ୍କା ଅତିକ୍ରମ କରିଛି ।

ପୂର୍ବ ସରକାରଙ୍କ ଦ୍ୱାରା ବନ୍ଦ ହୋଇଥିବା ୭୦ଟି ମଦ ଦୋକାନ ଗୁଡ଼ିକୁ ପୁନର୍ବାର ଖୋଲିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି । ଏହା ଏକ ଲଜ୍ଜାଜନକ କଥା । ରାଜ୍ୟ ସରକାର ଲୋକଙ୍କ କଲ୍ୟାଣ ଅପେକ୍ଷା, ରାଜସ୍ୱ ଉପରେ ପ୍ରାଥମିକତା ଦେଉଛନ୍ତି । ମହୁଲିରୁ ମଦ, ମାଣ୍ଡିଆରୁ ମଦ ଓ ଗନ୍ଧହୀନ ମଦ, ନୂତନ ପ୍ରକାରର ମଦ ପ୍ରଚଳନ ପାଇଁ ସରକାର ଉଦ୍ୟମ କରୁଛନ୍ତି । ପୂର୍ବ ସରକାରଙ୍କ ଦ୍ୱାରା ପ୍ରଚଳିତ ଯୋଜନା ଗୁଡ଼ିକର ନାମ ଓ ରଙ୍ଗ ପରିବର୍ତ୍ତନ କରିଛନ୍ତି ।

ରାଜ୍ୟ ବିଜେପି ସରକାରଙ୍କ ନିଜସ୍ୱ ଯୋଜନା ବୋଲି କିଛି ନାହିଁ । ସରକାରଙ୍କର ଏହି ନିଷ୍ପତ୍ତି ଛାତ୍ର ଓ ଯୁବକ ଯୁବତୀ ମାନଙ୍କ ଉପରେ ନକାରାତ୍ମକ ପ୍ରଭାବ ପକାଇବ । ଏହି ନିଷ୍ପତ୍ତିକୁ ତୁରନ୍ତ ପ୍ରତ୍ୟାହାର କରିବାକୁ ସେ ଦୃଢ ଦାବି କରିଥିଲେ । ଶ୍ରୀମତୀ ସୁମିତ୍ରା ଜେନା କହିଥିଲେ ଯେ, ଟେଟ୍ରା ପ୍ୟାକ୍ରେ ମଦ ବିକ୍ରି ଛାତ୍ରମାନଙ୍କ ଉପରେ ନକାରାତ୍ମକ ପ୍ରଭାବ ପକାଇବ । କୌଣସି ଦାୟିତ୍ୱସମ୍ପନ୍ନ ସରକାର ଏହିଭଳି ନୀତିକୁ ପ୍ରୋତ୍ସାହନ ଦେବା ଅତ୍ୟନ୍ତ ନିନ୍ଦନୀୟ ।

ଏହା ଆଶ୍ଚର୍ଯ୍ୟଜନକ ଯେ, ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏଭଳି ଅନୈତିକ କାର୍ଯ୍ୟକୁ ପ୍ରୋତ୍ସାହନ ଦେଉଛନ୍ତି । ଗୁଟ୍ଖା ନିଷେଧ ଉପରେ ବିଜେପିର ୟୁ-ଟର୍ଣ୍ଣ ସେମାନଙ୍କର ଦୋମୁହାଁ ନୀତିକୁ ପ୍ରଦର୍ଶିତ କରୁଛି । ଟେଟ୍ରା ପ୍ୟାକ୍ରେ ମଦ ବିକ୍ରି ପାଇଁ ସରକାର ନେଇଥିବା ଏହି ନିଷ୍ପତ୍ତିକୁ ତୁରନ୍ତ ପ୍ରତ୍ୟାହାର ପାଇଁ ବିଜେଡି ଦାବି କରୁଛି । ଏହି ନିଷ୍ପତ୍ତି ପ୍ରତ୍ୟାହାର ନ ହେଲେ ବିଜେଡି ରାଜରାସ୍ତାକୁ ଓହ୍ଲାଇବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 27, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

April 27, 2026
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 27, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version