• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କୃଷି,କୃଷକ ବିରୋଧୀ ବିଲ୍ ଆନ୍ଦୋଳନ ଚାଲୁ ରହିବ : ଶେଷଦେବ ନନ୍ଦ

Proprietor Abhimanyu Maharana by Proprietor Abhimanyu Maharana
September 25, 2020
in Uncategorized, ଓଡ଼ିଶା, ଦେଶ, ରାଜନୀତି, ହୋମ୍
0
କୃଷି,କୃଷକ ବିରୋଧୀ ବିଲ୍ ଆନ୍ଦୋଳନ ଚାଲୁ ରହିବ : ଶେଷଦେବ ନନ୍ଦ
Share on FacebookShare on TwitterWhatsapp

ଭାରତ ବନ୍ଦରେ ନବନିର୍ମାଣ କୃଷକ ସଂଗଠନ ଓ ଯୁବଛାତ୍ରସଂଗଠନର ୪୦ ଗିର ଭାରତ ବନ୍ଦରେ ନବନିର୍ମାଣ କୃଷକ ସଂଗଠନ ଓ ଯୁବଛାତ୍ର

ଓଡ଼ିଶା ତାଜା ନ୍ୟୁଜ (୨୫ ସେପ୍ଟେମ୍ବର /ଶୁକ୍ରବାର) ବୋଲଗଡ଼ :- ସାରା ଭାରତରେ କେନ୍ଦ୍ର ସରକାରଙ୍କ ଦ୍ୱାରା ଚାଷୀଙ୍କ ସ୍ୱାର୍ଥ ବିରୋଧରେ ପାରିତ ଦୁଇ କୃଷି ବିଲ୍‌କୁ ବିରୋଧ କରି ଆଜି ଭାରତ ବନ୍ଦ ପାଳିତ ହୋଇଥିଲା ବେଳେ ନବନିର୍ମାଣ କୃଷକ ସଂଗଠନ ଓ ଯୁବଛାତ୍ର ସଂଗଠନ ତରଫରୁ ଭୁବନେଶ୍ୱରରେ ବନ୍ଦ ପାଳନ ପାଇଁ ଉଦ୍ୟମ ହୋଇଥିଲା । କୃଷି ଭବନକୁ ବନ୍ଦ କରିବାକୁ ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ସଂଯୋଜକ ଶେଷଦେବ ନନ୍ଦଙ୍କ ନେତୃତ୍ୱରେ ଚାଷୀମାନେ ୧୪୪ଧାରା ଉଲଂଘନ କରି କୃଷି ଭବନକୁ ଧସେଇ ପଶିବାକୁ ଯାଉଥିବା ବେଳେ ରାଜଧାନୀ ପୋଲିସ୍ ତରଫରୁ ସେମାନଙ୍କୁ ଗିରଫ କରି ଅଟକ ରଖି ପରେ ଛାଡ଼ି ଦେଇଥିଲା ।

କୃଷି ବିଲ୍ ବିରୁଦ୍ଧରେ ରାଜ୍ୟ ସଂଯୋଜକ ଶେଷଦେବ ନନ୍ଦ ବିକ୍ଷୋଭ କାରୀମାନଙ୍କୁ ଉଦ୍‌ବୋଧନ ଦେଇ କହିଥିଲେ ଯେ, ଚାଷୀମାନେ ଏବେ ଢେର୍ ସଚେତନ ହେଲେଣି ଓ ଚାଷୀମାନେ ଅସଂଗଠିତ ଶ୍ରେଣୀ ବୋଲି ସେମାନଙ୍କ ଉପରେ ଇଚ୍ଛାକୃତ ଭାବେ ଅତ୍ୟାଚାର କରାଯାଇଛି । ତମାମ ଦେଶରେ କେନ୍ଦ୍ର ସରକାରଙ୍କ ବିରୁଦ୍ଧରେ ଚାଷୀମାନଙ୍କର ଯେଉଁ ତୁମୁଳ ସଂଗ୍ରାମ ଆରମ୍ଭ ହୋଇଛି, ସେ ଲଢେଇରେ ଓଡ଼ିଶା ଆଗରେ ରହିବ । କେନ୍ଦ୍ର ସରକାର କୃଷି କ୍ଷେତ୍ରକୁ କର୍ପୋରେଟ ହାତରେ ଟେକିଦେବା ପାଇଁ ଯେଉଁ ଜଘନ୍ୟ ଷଡ଼ଯନ୍ତ୍ର ଆରମ୍ଭ କରିଛନ୍ତି, ସେହି ଅଇନ୍‌କୁ କଦାପି ବରଦାସ୍ତ କରାଯିବ ନାହିଁ । ଉକ୍ତ କୃଷି ବିରୋଧୀ ବିଲ୍‌ଗୁଡ଼ିକୁ ପ୍ରତ୍ୟାହାର କରାଯିବା ଯାଏ ଆନ୍ଦୋଳନ ଚାଲୁ ରହିବ । ସେହିପରି ଯୁବଛାତ୍ର ସଂଗଠନର ରାଜ୍ୟ ସଂଯୋଜକ ମନୱର ଅଲ୍ଲୀଙ୍କ ନେତୃତ୍ୱରେ କଳ୍ପନାରୁ ଶୋଭାଯାତ୍ରାରେ ବାହାରି ରାଜମହଲ ଛକର ଦୋକାନ ବଜାର ବନ୍ଦ ପାଳନ କରି ବିଧାନସଭା ଅଭିମୁଖେ ଅଗ୍ରସର ହେଉଥିଲା ବେଳେ ପୋଲିସ୍ ସେମାନଙ୍କୁ ଗିରଫ କରିଥିଲା ।

ଏକ କୃଷି ପ୍ରଧାନ ଦେଶ ଓ କୃଷି ପ୍ରଧାନ ରାଜ୍ୟରେ କଦାପି କୃଷକ ବିରୋଧୀ ଆଇନ୍ କାନୁନ୍ ପାରିତ ହୋଇ କାର୍ଯ୍ୟକାରୀ କରିବାକୁ ଦିଆଯିବ ନାହିଁ ବୋଲି ଶ୍ରୀ ମନୱର ଅଲ୍ଲୀ କହିଥିଲେ । ଭୁବନେଶ୍ୱର ବାଦ୍ କଟକ, କେନ୍ଦ୍ରାପଡ଼ା, ଯାଜପୁର, ନୟାଗଡ଼ ପ୍ରଭୃତି ୨୫ରୁ ଉର୍ଦ୍ଧ୍ୱ ଜିଲ୍ଲାରେ ଚାଷୀମାନେ ଏହି ବନ୍ଦ ଡ଼ାକରାରେ ସାମିଲ୍ ହୋଇଛନ୍ତି ବୋଲି ଶ୍ରୀ ନନ୍ଦ ସୂଚନା ଦେଇଛନ୍ତି । ଆଜିର ବିକ୍ଷୋଭରେ ଅନ୍ୟମାନଙ୍କ ମଧ୍ୟରେ ନିରଞ୍ଜନ ପ୍ରଧାନ, ଚିତ୍ତରଞ୍ଜନ ନନ୍ଦ, ଅକ୍ଷୟ ଦାସ, ଭୁବନେଶ୍ୱର ଛାତ୍ରସଂଗଠନର ସଭାପତି ଅମିତ ଜେନା, ରଞ୍ଜନ ନାୟକ, ଟସର ଖାନ, ଜୟନ୍ତ ଗୋସ୍ୱାମୀ, ସୁନିଲ୍‌ ନାୟକ, ଯଶୋବନ୍ତ ଦାସ, ସୌରଭ ନାୟକ, ଅମରଜିତ୍ ସ୍ୱାଇଁ ଓ ଦେବାଶିଷ ନାୟକ ପ୍ରମୁଖ ସାମିଲ୍‌ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମାନସିକ ରୋଗରେ ନିଖୋଜ କିଶୋର ୧୨ ବର୍ଷ ପରେ ଓଡ଼ିଶାରେ ଘରକୁ ଫେରିଲେ

ମାନସିକ ରୋଗରେ ନିଖୋଜ କିଶୋର ୧୨ ବର୍ଷ ପରେ ଓଡ଼ିଶାରେ ଘରକୁ ଫେରିଲେ

July 2, 2026
୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

July 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମାନସିକ ରୋଗରେ ନିଖୋଜ କିଶୋର ୧୨ ବର୍ଷ ପରେ ଓଡ଼ିଶାରେ ଘରକୁ ଫେରିଲେ

ମାନସିକ ରୋଗରେ ନିଖୋଜ କିଶୋର ୧୨ ବର୍ଷ ପରେ ଓଡ଼ିଶାରେ ଘରକୁ ଫେରିଲେ

July 2, 2026
୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version