• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବୋଲଗଡ଼ ରତ୍ନଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକ ଉତ୍ସବ

Proprietor Abhimanyu Maharana by Proprietor Abhimanyu Maharana
February 27, 2026
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ବୋଲଗଡ଼ ରତ୍ନଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକ ଉତ୍ସବ
Share on FacebookShare on TwitterWhatsapp

ବୋଲଗଡ଼  (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ବୋଲଗଡ଼ ରତ୍ନ କୃଷ୍ଣ ମୋହନ ପାଲଟାସିଂହଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକ ଉତ୍ସବ ନିଜ ବାସ ଭବନ ନିକଟ ପାଲଟାସିଂହ ମୈଦାନରେ ଗୁରୁବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି।ଆୟୋଜିତ ଉତ୍ସବରେ ପ୍ରାକ୍ତନ ପଂଚାୟତ ସମିତି ଅଧକ୍ଷ ଅକ୍ଷୟ କୁମାର ପଟ୍ଟନାୟକଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ବିଧାୟକ ପ୍ରଦୀପ କୁମାର ସାହୁ ଯୋଗ ଦେଇ ସ୍ୱର୍ଗତ କୃଷ୍ଣ ମୋହନଙ୍କ ବହୁ ଗୁଣ ସମ୍ପର୍କରେ ବିଶେଷ ଆଲୋକପାତ କରିଥିଲେ। ସେ ଏକାଧାରରେ ସଙ୍ଗୀତଜ୍ଞ, ନାଟ୍ୟକାର,ପ୍ରାକ୍ତନ କମ୍ୟୁନିଷ୍ଟ ଓ ଭାଗଚାଷୀ ନେତା,କଳାକାର, ରାଜନୈତିକ, ପୂର୍ବତନ ସରପଞ୍ଚ ଓ ସର୍ବୋପରି ବୋଲଗଡ଼ ମହୋତ୍ସବର କାର୍ଯ୍ୟକାରୀ ସଭାପତି ଥିଲେ।

ପରେ କଂଗ୍ରେସରେ ଯୋଗଦେଇ ପ୍ରାକ୍ତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କର ଏକାନ୍ତ ଅନୁଗତ ହୋଇ ପାରିଥିଲେ।ସେହିପରି ମୁଖ୍ୟବକ୍ତା ଭାବେ ରବିନ୍ଦ୍ର ପରିଡା ଯୋଗଦେଇ ସ୍ୱଗତ ରତ୍ନଙ୍କ ଜୀବନୀ ସମ୍ପର୍କରେ ଆଲୋକପାତ କରିଥିଲେ।ସଂମ୍ମାନୀତ ଅତିଥି ଭାବେ ପ୍ରାଧ୍ୟାପକ ପ୍ରଫୁଲ୍ଲ ସୁବୁଦ୍ଧି, ପ୍ରାଧ୍ୟାପକ ସୁନୀଲ କୁମାର, ପ୍ରାଧ୍ୟାପକ ଭବାନୀ ଶଙ୍କର ପଟ୍ଟନାୟକ,ମହୋତ୍ସବ ସାଧାରଣ ସମ୍ପାଦକ ବୀର ଦାସ,ବିଜେପି ନେତା ପ୍ରକାଶ ବିଜୁଳି,ବାସୁଦେବ ସାହୁ, ଗୋପୀନାଥ ଖାଡଙ୍ଗା,ପ୍ରଫୁଲ୍ଲ ମହାପାତ୍ର,ରଘୁନାଥ ଦଳବେହେରା, ଲୋତକ ପଟ୍ଟନାୟକ,ଦିବାକର ପରମଗୁରୁ,ରାଧାଶ୍ୟାମ ରାୟ ଗୁରୁ,ଶାରଙ୍ଗ ମାର୍ଥ।,ରଘୁନାଥ ସାହୁ,

ନକୁଳ ରାଉତରାୟ, ହରିବନ୍ଧୁ ସାହୁ,ପ୍ରସନ୍ନ ଶ୍ରୀଚନ୍ଦନ,ଶୁଭେନ୍ଦ୍ର କୁମାର ସାହୁ, ଗୋପାଳପୁର ସରପଞ୍ଚ ପ୍ରଦୀପ ବାରିକ,ବଡ଼କୁମାରୀ ସରପଞ୍ଚ ପ୍ରଫୁଲ୍ଲ ପ୍ରଧାନ, ବୋଲଗଡ ଏକ୍ସପ୍ରେସ ବ୍ରଜ ସୁବୁଦ୍ଧି,ସୁଶ୍ରୀ ଗୌରୀ ଦେବୀ,ଅଭୟ ପଟ୍ଟନାୟକ, ବୈକୁଣ୍ଠ ମହାରଣା ଓ ମନ ମୋହନ କହଲ ସିଂହ ପ୍ରମୁଖ ଯୋଗଦେଇଥିଲେ ।ପ୍ରାରମ୍ଭରେ ଅତିଥି ମାନେ ସ୍ୱର୍ଗତଙ୍କ ଫଟୋ ଚିତ୍ରରେ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ।ପରେ ୧ମି ନିରବ ପ୍ରାର୍ଥନା କରାଯାଇ ଭକ୍ତ ବଲ୍ଲଭ ପଟ୍ଟନାୟକ ବେଦ ପାଠ କରିଥିଲେ ।

ଉତ୍ସବକୁ ଆଇନଜୀବି ତଥା ଭାସ୍ୟକାର ଚନ୍ଦ୍ର ବିଜୟୀ ମିଶ୍ର ସଂଯୋଜନା କରିଥିଲେ । ଅତିଥି ମାନେ ବୋଲଗଡ଼ ରତ୍ନ ସ୍ୱର୍ଗତ ପାଲଟାସିଂହଙ୍କ ଉଦେଶ୍ୟରେ “ସ୍ମୃତିରେ କୃଷ୍ଣମୋହନ” ନାମକ ଏକ ସ୍ମରଣୀକା ଉନ୍ମୋଚନ କରିଥିଲେ । ଶେଷରେ ସ୍ବର୍ଗତ ଶ୍ରୀ ପାଲଟାସିଂହଙ୍କ ସୁପୁତ୍ର ଅଧ୍ୟାପକ ବଜେନ୍ଦ୍ର ପାଲଟାସିଂହ ଧନ୍ୟବାଦ ଦେଇଥିଲେ । କାର୍ଯ୍ୟକ୍ରମକୁ କନିଷ୍ଠ ପୁତ୍ର ବରିଷ୍ଠ ଆଇନଯିବି କୁନା ପାଲଟାସିଂହ ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

May 3, 2026
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

May 3, 2026
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version