• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ହରିରାଜପୁର ମେଳଣ ପାଇଁ ଏସପିଙ୍କ ପରିଦର୍ଶନ ଓ ସମୀକ୍ଷା

Proprietor Abhimanyu Maharana by Proprietor Abhimanyu Maharana
February 28, 2026
in ଓଡ଼ିଶା, ପୁରୀ, ହୋମ୍
0
ହରିରାଜପୁର ମେଳଣ ପାଇଁ ଏସପିଙ୍କ ପରିଦର୍ଶନ ଓ ସମୀକ୍ଷା
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ପୁରୀଜିଲ୍ଲା ଡେଲାଙ୍ଗ ଥାନା ଅନ୍ତର୍ଗତ ହରିରାଜପୁର ମେଳଣ ପାଇଁ ଶୁକ୍ରବାର ଘଟଣାସ୍ଥଳକୁ ଏସପି ପ୍ରତୀକ ସିଂଙ୍କ ଯାଇ ପରିଦର୍ଶନ ଓ ସମୀକ୍ଷା କରିଛନ୍ତି । ମାର୍ଚ୍ଚ ୮ ତାରିଖରୁ ୧୨ ତାରିଖ ପର୍ଯ୍ୟନ୍ତ ପାଞ୍ଚଦିନ ଧରି ଏହି ମେଳଣ ଅନୁଷ୍ଠିତ ହେବ । ମେଳଣକୁ ଶାନ୍ତିପୂର୍ଣ୍ଣ ଶୃଙ୍ଖଳାବଦ୍ଧ ଭାବେ ପରିଚାଳନା କରିବା ପାଇଁ ପ୍ରସ୍ତୁତି ବୈଠକରେ ବିସ୍ତୃତ ଭାବେ ଆଲୋକନା ହୋଇଥିଲା । ମେଳଣ ସମୟରେ ଭକ୍ତମାନଙ୍କର ସମାଗମ ହେବାକୁ ଥିବାରୁ ଭିଡ଼ ନିୟନ୍ତ୍ରଣ, ଯାତାୟାତ ବ୍ୟବସ୍ଥାପନା,

ପାର୍କିଂ ବ୍ୟବସ୍ଥା, ଅଗ୍ନିଶମ ସୁରକ୍ଷା ଓ ଆପତ୍କାଳୀନ ସେବା ବିଷୟରେ ଏସପି ଶ୍ରୀ ସିଂ ଖୁବ ଗୁରୁତ୍ୱ ଦେଇଥିଲେ। ବିଶେଷ କରି ମେଳଣ ପ୍ରାଙ୍ଗଣ ଓ ପ୍ରବେଶ–ନିଷ୍କାସନ ପଥରେ ସିସିଟିଭି କ୍ୟାମେରା ସଂସ୍ଥାପନ ଓ ୨୪ ଘଣ୍ଟିଆ ନିରୀକ୍ଷଣ ବ୍ୟବସ୍ଥା ଉପରେ ଜୋର ଦିଆଯାଇଥିଲା । ଯାହାଦ୍ୱାରା କୌଣସି ଅପ୍ରତ୍ୟାଶିତ ଘଟଣା ଘଟିଲେ ତୁରନ୍ତ ପଦକ୍ଷେପ ନିଆଯାଇପାରିବ। ସେହିପରି ସ୍ୱଚ୍ଛତା ଓ ପାୟଖାନା ବ୍ୟବସ୍ଥା ଉପରେ ମଧ୍ୟ ଖାସ ଧ୍ୟାନ ଦେବାକୁ ନିର୍ଦ୍ଦେଶ ଦିଆଯାଇଥିଲା।ଭକ୍ତମାନଙ୍କ ସୁବିଧା ପାଇଁ ପର୍ଯ୍ୟାପ୍ତ ଅସ୍ଥାୟୀ ଶୌଚାଳୟ ବ୍ୟବସ୍ଥା, ପାଣିପାନୀୟ ସୁବିଧା ଓ ପରିଷ୍କାରତା ନିଶ୍ଚିତ କରିବାକୁ ମେଳଣ କମିଟି ସହ ସମନ୍ୱୟ କରାଯାଇଥିଲା। ମହିଳା,

ବୃଦ୍ଧ ଓ ଶିଶୁମାନଙ୍କ ସୁରକ୍ଷା ପାଇଁ ବିଶେଷ ପୋଲିସ ବ୍ୟବସ୍ଥା ରହିବା ସହିତ ହେଲ୍ପଡେସ୍କ ସ୍ଥାପନ ନେଇ ଆଲୋଚନା ହୋଇଥିଲା।ଏହି ପରିଦର୍ଶନ ସମୟରେ ଅତିରିକ୍ତ ଏସପି ଶ୍ରୀ ସଚିନ ପଟେଲ ଏସଡିପିଓ ପିପିଲି ଦେବାଶିଷ ମିଶ୍ର, ଡେଲାଙ୍ଗା ଥାନା ଓଆଇସି ମମତା ବିଶ୍ୱାଳ ସହ ହରିରାଜପୁର ମେଳଣ ସଂଘର ସଭାପତି, ସଚିବ ଓ ଅନ୍ୟାନ୍ୟ କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।ବୈଠକରେ ସମସ୍ତ ବିଭାଗ ମଧ୍ୟରେ ସମନ୍ୱୟ ରଖି କାର୍ଯ୍ୟ କରିବା, ସନ୍ଦେହଜନକ ବ୍ୟକ୍ତି ଓ କାର୍ଯ୍ୟକଳାପ ଉପରେ ନିରନ୍ତର ନଜର ରଖିବା, ଏବଂ ସୋସିଆଲ ମିଡିଆ ମାଧ୍ୟମରେ କୌଣସି ଭ୍ରାମକ ସୂଚନା ପ୍ରସାର ହେଲେ ତାହାରେ ତୁରନ୍ତ ପଦକ୍ଷେପ ନେବାକୁ ଏସପି ନିର୍ଦ୍ଦେଶ ଦେଇଥିଲେ।

ପୋଲିସ ପକ୍ଷରୁ ମେଳଣ ସମୟରେ ଅଧିକ ଫୋର୍ସ ମୋତାୟନ କରାଯିବା ସହିତ ରାତ୍ରି ପାହାରା ବୃଦ୍ଧି କରାଯିବ। ଯାତାୟାତ ନିୟନ୍ତ୍ରଣ ପାଇଁ ଆବଶ୍ୟକତାନୁସାରେ ରୁଟ୍ ଡାଇଭର୍ସନ୍ ବ୍ୟବସ୍ଥା ନିଆଯିବ ଓ ସାଧାରଣ ଲୋକଙ୍କୁ ସହଯୋଗ କରିବାକୁ ଅନୁରୋଧ କରାଯାଇଛି। ପୁରୀ ପୋଲିସ ସମସ୍ତ ଭକ୍ତ ଓ ସ୍ଥାନୀୟ ନାଗରିକମାନଙ୍କୁ ଆହ୍ୱାନ କରୁଛି ଯେ, ହରିରାଜପୁର ମେଳଣକୁ ଶାନ୍ତିପୂର୍ଣ୍ଣ ଓ ଶୃଙ୍ଖଳାବଦ୍ଧ ଭାବେ ପାଳନ ପାଇଁ ପୋଲିସ ପ୍ରଶାସନକୁ ସହଯୋଗ କରନ୍ତୁ ଏବଂ କୌଣସି ସନ୍ଦେହଜନକ ଘଟଣା ବା ବ୍ୟକ୍ତି ସମ୍ବନ୍ଧରେ ନିକଟସ୍ଥ ପୋଲିସ ଅଧିକାରୀ କିମ୍ୱା ୧୧୨ଙ୍କୁ ତୁରନ୍ତ ସୂଚନା ଦେବାପାଇଁ ଅନୁରୋଧ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

April 27, 2026
ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

April 27, 2026
ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026
ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

ବ୍ଲକସ୍ତରୀୟ ଜତୀୟ ପଞ୍ଚାୟତି ରାଜ ଦିବସ ପାଳିତ : ୪୩ ହିତାଧିକାରୀଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନା କାର୍ଯ୍ୟାଦେଶ ବଣ୍ଟନ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version