• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ପଇତା ମନ୍ତ୍ରରାଇବାକୁ ମନା କରିବାରୁ ପୁରୋହିତଙ୍କୁ ମାଡ଼,୫ ଗିରଫ – ହିଞ୍ଜିଳିକାଟୁ

Proprietor Abhimanyu Maharana by Proprietor Abhimanyu Maharana
September 25, 2020
in Uncategorized, ଅପରାଧ, ଓଡ଼ିଶା, ଦେଶ, ହୋମ୍
0
୨ ଜୁଆ ଆଡ୍ଡା ଉପରେ ହିଞ୍ଜିଳି ପୁଲିସର ଚଢାଉ : ୨୬ ଜୁଆଡ଼ି ଗିରଫ ୧ଲକ୍ଷ ୬୮ ହଜାର ଟଙ୍କା ସମେତ ୧୨ ବାଇକ ଓ ୧୭ ମୋବାଇଲ ଜବତ – ହିଞ୍ଜିଳିକାଟୁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୫ ସେପ୍ଟେମ୍ବର /ଶୁକ୍ରବାର) ହିଞ୍ଜିଳିକାଟୁ :- ପଇତା ମନ୍ତ୍ରାଇବାକୁ ମନା କରିବାର ପୁରୋହିତଙ୍କୁ ମାଡ଼ ମାରି ୫ଜଣ ଗିରଫ ହୋଇଛନ୍ତି । ଏଭଳି ଘଟଣା ଗୁରୁବାର ହିଞ୍ଜିଳି ଥାନା ଅଂଚଳରେ ଘଟିଛି । ପ୍ରକାଶ ଯେ, ହିଞ୍ଜିଳି ଥାନା ଚାନ୍ଦୁଲି ଗ୍ରାମର ମଠରେ ପୁରୋହିତ ରାଧାଚରଣ ଦାଶ ପୂଜା କରୁଥିବା ସମୟରେ ସଂପୃକ୍ତ ଗ୍ରାମର ରବି ପାତ୍ର ପଇତା ମନ୍ତ୍ର କରିବାକୁ ଆସିଥିଲେ । ସେହି ସମୟରେ ମଠ ପୁରୋହିତ ପଇତା ମନ୍ତ୍ର କରିବାକୁ ମନା କରିବାକୁ ଯୁବକ ଜଣକ ଉତ୍ୟକ୍ତ ହୋଇ ଗାଳି ଗୁଲଜ କରି ଫେରିଥିଲେ । ପରେ କିଛି ସାଙ୍ଗ ମାନଙ୍କ ସହ ମିଶି ମଠ ମଧ୍ୟରେ ପଶି ପୁରୋହିତଙ୍କୁ ମାଡ଼ ମାରିଥିଲେ ।

ଘଟଣା ନେଇ ପୁରୋହିତ ହିଞ୍ଜିଳି ଥାନାରେ ଅଭିଯୋଗ କରିଥିଲେ । ଅଭିଯୋଗ ଭିତିରେ ହିଞ୍ଜିଳି ଥାନାରେ ନଂ-୩୩୭/୨୦ରେ ଏକ ମାମଲା ରୁଜୁ କରି ଆକ୍ରମଣ କରିଥିବା ଅଭିଯୋଗରେ ସଂପୃକ୍ତ ଗ୍ରାମର ୫ଜଣଙ୍କୁ ପୁଲିସ ଗିରଫ କରିଛି । ଗିରଫ ମାନେ ହେଲେ ସଂପୃକ୍ତ ଗ୍ରାମର ରବି ପାତ୍ର, ବାସୁ ପ୍ରଧାନ, ବାବୁ ସାହୁ, ସାଗର ପ୍ରଧାନ ଓ କୁମାରୀ ମାଝି । ଗିରଫ ମାନଙ୍କୁ ଶୁକ୍ରବାର କୋର୍ଟ ଚାଲାଣ କରାଯାଇଥିବା ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସଙ୍କ ସୁତ୍ରରୁ ପ୍ରକାଶ । (ହିଞ୍ଜିଳିକାଟୁ/ଶୁସାନ୍ତ ପ୍ରଧାନ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗାନ୍ଧୀ ଜୟନ୍ତୀ ଅବସରରେ ଜଗନ୍ନାଥ ୱେଲଫେୟାର ସୋସାଇଟି,ରୋଡ – ୮, ପକ୍ଷରୁ ସ୍ୱଚ୍ଛତା ଦିବସ ପାଳନ

Jagannath Welfare Society, Road No.-8, Organises Swachh Diwas Cleanliness Drive on Gandhi Jayanti

October 2, 2026
ଗାନ୍ଧୀ ଜୟନ୍ତୀ ଅବସରରେ ଜଗନ୍ନାଥ ୱେଲଫେୟାର ସୋସାଇଟି,ରୋଡ – ୮, ପକ୍ଷରୁ ସ୍ୱଚ୍ଛତା ଦିବସ ପାଳନ

ଗାନ୍ଧୀ ଜୟନ୍ତୀ ଅବସରରେ ଜଗନ୍ନାଥ ୱେଲଫେୟାର ସୋସାଇଟି,ରୋଡ – ୮, ପକ୍ଷରୁ ସ୍ୱଚ୍ଛତା ଦିବସ ପାଳନ

October 2, 2026
ନୟାଗଡ ଜିଲ୍ଲା, ଆନ୍ତର୍ଜାତିକ ବୟସ୍କ ବ୍ୟକ୍ତିଙ୍କ ଦିବସ -୨୦୨୬ ପାଳିତ

ନୟାଗଡ ଜିଲ୍ଲା, ଆନ୍ତର୍ଜାତିକ ବୟସ୍କ ବ୍ୟକ୍ତିଙ୍କ ଦିବସ -୨୦୨୬ ପାଳିତ

October 2, 2026
ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ବୟସ୍କ ବ୍ଯକ୍ତି ଦିବସ ପାଳିତ

ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ବୟସ୍କ ବ୍ଯକ୍ତି ଦିବସ ପାଳିତ

October 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗାନ୍ଧୀ ଜୟନ୍ତୀ ଅବସରରେ ଜଗନ୍ନାଥ ୱେଲଫେୟାର ସୋସାଇଟି,ରୋଡ – ୮, ପକ୍ଷରୁ ସ୍ୱଚ୍ଛତା ଦିବସ ପାଳନ

Jagannath Welfare Society, Road No.-8, Organises Swachh Diwas Cleanliness Drive on Gandhi Jayanti

October 2, 2026
ଗାନ୍ଧୀ ଜୟନ୍ତୀ ଅବସରରେ ଜଗନ୍ନାଥ ୱେଲଫେୟାର ସୋସାଇଟି,ରୋଡ – ୮, ପକ୍ଷରୁ ସ୍ୱଚ୍ଛତା ଦିବସ ପାଳନ

ଗାନ୍ଧୀ ଜୟନ୍ତୀ ଅବସରରେ ଜଗନ୍ନାଥ ୱେଲଫେୟାର ସୋସାଇଟି,ରୋଡ – ୮, ପକ୍ଷରୁ ସ୍ୱଚ୍ଛତା ଦିବସ ପାଳନ

October 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version