• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସହକାରୀ ଶିକ୍ଷୟିତ୍ରୀଙ୍କ ଅବସର କାଳୀନ ସମ୍ବର୍ଦ୍ଧନା : ଶିକ୍ଷକର କେବେ ଅବସର ନଥାଏ

Proprietor Abhimanyu Maharana by Proprietor Abhimanyu Maharana
March 1, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ସହକାରୀ ଶିକ୍ଷୟିତ୍ରୀଙ୍କ ଅବସର କାଳୀନ ସମ୍ବର୍ଦ୍ଧନା : ଶିକ୍ଷକର କେବେ ଅବସର ନଥାଏ
Share on FacebookShare on TwitterWhatsapp

ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ଶିକ୍ଷକର କେବେ ଅବସର ନଥାଏ । ସେ ସବୁ ସମୟ ପାଇଁ ହିଁ ଶିକ୍ଷକ ଅଟେ । ଜଣେ ଶିକ୍ଷକ ସମଗ୍ର ଜୀବନକାଳ ପର୍ଯ୍ୟନ୍ତ ଶିକ୍ଷକର ମର୍ଯ୍ୟଦା ହିଁ ପାଇଥାଏ । ନୟାଗଡ଼ ମୁନିସିପାଲିଟି ଅନ୍ତର୍ଗତ ପଶ୍ଚିମ ଟାଉନ ସରକାରୀ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ସତ୍ୟଭାମା ଦେବୀଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିବା ବିଶିଷ୍ଟ କବି ତଥା ସାହିତ୍ୟିକ ଗୋଦାବରୀଶ ମିଶ୍ର ଏପରି ମତବ୍ୟକ୍ତ କରିଥିଲେ ।

ଶ୍ରୀମତୀ ମିଶ୍ରଙ୍କର ଦୀର୍ଘ ଦିନର ସେବା, ସମର୍ପଣ ତଥା ଶିକ୍ଷା ପ୍ରତି ନିଷ୍ଠା ସମସ୍ତଙ୍କ ପାଇଁ ପ୍ରେରଣା ହୋଇ ରହିବା ସହିତ ପିଲାମାନଙ୍କୁ ଶିଖାଇଥିବା ଶ୍ରମ, ଶୃଙ୍ଖଳା,ମୂଲ୍ୟବୋଧ ଏବଂ ସଠିକ ପଥରେ ଚାଲିବାର ଉପାୟ ସଦାସର୍ବଦା ପିଲାମାନଙ୍କୁ ଆଲୋକମୟ ପଥରେ ଚାଲିବା ପାଇଁ ସାହାଯ୍ୟ କରିବ ବୋଲି ବିଭିନ୍ନ କ୍ଲଷ୍ଟରରୁ ଆସିଥିବା ଶିକ୍ଷକ ଶିକ୍ଷୟିତ୍ରୀ,ପୁରାତନ ଛାତ୍ରଛାତ୍ରୀ,ଅଭିଭାବକ ତଥା ପରିଚାଳନା କମିଟିର ସଦସ୍ୟ ସଦସ୍ୟା ମାନେ ସେମାନଙ୍କ ବକ୍ତବ୍ୟରେ ପ୍ରକାଶ କରିଥିଲେ ।

ବରିଷ୍ଠ ଶିକ୍ଷକ ଦେବରାଜ ମହାପାତ୍ରଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି ସମ୍ବର୍ଦ୍ଧନା ସଭାରେ ସମ୍ମାନିତ ଅତିଥି ଭାବେ ସିଆରସିସି ପ୍ରଦୀପ୍ତ ପଣ୍ଡା ,ପ୍ରଧାନ ଶିକ୍ଷୟିତ୍ରୀ ସ୍ମୃତିଧାରା ମିଶ୍ର, ଲକ୍ଷ୍ମୀଧର ସାହୁ, ଗୋପୀନାଥ ସେଠି ପ୍ରମୁଖ ଯୋଗଦାନ କରି ବକ୍ତବ୍ୟ ରଖିଥିଲେ। ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ନିରୁପମା ସେଠୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି ସଭାରେ ବରିଷ୍ଠ ଶିକ୍ଷକ ପ୍ରଦୀପ କୁମାର ସାହୁ ମଞ୍ଚ ସଂଯୋଜନା କରିଥିବା ବେଳେ ଶିକ୍ଷକ ଧନେଶ୍ୱର ସ୍ୱାଇଁ,ମମତା ବରାଳ, ମନୋରଞ୍ଜନ ସାହୁ,ଶୁଭଲକ୍ଷ୍ମୀ ରାଉତ, ସଂଯୁକ୍ତା ଦେବୀ,

ଶାନ୍ତିଲତା ଦେବୀ, ଲୋପାମୁଦ୍ରା ପଣ୍ଡା, ଶୈଳବାଳା ଦେବୀ ପ୍ରମୁଖ ଅଭିଭାଷଣ ରଖିଥିଲେ ।ଶେଷରେ ଅବସର ଗ୍ରହଣ କରିଥିବା ସହକାରୀ ଶିକ୍ଷୟିତ୍ରୀଙ୍କୁ ସଂପୃକ୍ତ ବିଦ୍ୟାଳୟ,ବିଭିନ୍ନ ଶିକ୍ଷକ ସଂଗଠନ ଏବଂ ଛାତ୍ରଛାତ୍ରୀ ମାନଙ୍କ ପକ୍ଷରୁ ମାନପତ୍ର, ଉପଢୌକନ ଏବଂ ଉପହାର ପ୍ରଦାନ କରାଯାଇ ସମ୍ବର୍ଦ୍ଧିିତ କରାଯାଇଥିଲା । ଏହି ଅବସର କାଳୀନ ସଭାରେ ପରିଚାଳନା କମିଟିର ସମସ୍ତ ସଦସ୍ୟ, ନିଉଟାଉନ କ୍ଲଷ୍ଟର ଅନ୍ତର୍ଗତ ବିଦ୍ୟାଳୟ ମାନଙ୍କ ପ୍ରଧାନ ଶିକ୍ଷକ, ଶିକ୍ଷୟିତ୍ରୀ, ଅଙ୍ଗନବାଡି କର୍ମୀ ତଥା ସ୍ଥାନୀୟ ଅଞ୍ଚଳର ଜନସାଧାରଣ ଯୋଗଦାନ କରି ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Suryakheetra Foundation hosts Climate Conclave in Delhi

ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନ ଦ୍ୱାରା ଦିଲ୍ଲୀରେ ଜଳବାୟୁ ସମ୍ମିଳନୀ ଆୟୋଜନ

August 10, 2026
Suryakheetra Foundation hosts Climate Conclave in Delhi

Suryakheetra Foundation hosts Climate Conclave in Delhi

August 10, 2026
ବାଙ୍କୋଇ – ପାଟବନ୍ଧ ଗ୍ରାମ୍ୟ ଉର୍ନ୍ନୟନ ରାସ୍ତା ମରଣଯନ୍ତା ପରିଣତ

ବାଙ୍କୋଇ – ପାଟବନ୍ଧ ଗ୍ରାମ୍ୟ ଉର୍ନ୍ନୟନ ରାସ୍ତା ମରଣଯନ୍ତା ପରିଣତ

August 10, 2026
ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଆରଙ୍ଗ ମହାନଦୀ – ଟିଟିଲାଗଡ ସେକ୍ସନ ନିରୀକ୍ଷଣ

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଆରଙ୍ଗ ମହାନଦୀ – ଟିଟିଲାଗଡ ସେକ୍ସନ ନିରୀକ୍ଷଣ

August 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Suryakheetra Foundation hosts Climate Conclave in Delhi

ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନ ଦ୍ୱାରା ଦିଲ୍ଲୀରେ ଜଳବାୟୁ ସମ୍ମିଳନୀ ଆୟୋଜନ

August 10, 2026
Suryakheetra Foundation hosts Climate Conclave in Delhi

Suryakheetra Foundation hosts Climate Conclave in Delhi

August 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version