କଟକ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ କଟକର କାଠଯୋଡ଼ି ବିହାର ବସ୍ତିରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମାଇଗ୍ରାଣ୍ଟ ଶ୍ରମିକ ଓ ସେମାନଙ୍କର ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିଲା । କାଠଯୋଡ଼ି ବିହାର ସାହିର ସଭାପତି ଶ୍ରୀ ଦିଲ୍ଲୀପ କୁମାର ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଶ୍ରୀ ଜଗଦିଶ ଚନ୍ଦ୍ର ଜେନା,















