• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମେଧାବୀ ତଥା ଗରିବ ଛାତ୍ର ଧନଞ୍ଜୟ ବୋନ ମେରୋ ମାରାତ୍ମକ ରୋଗରେ ଆକ୍ରାନ୍ତ, ଚିକିତ୍ସା ପାଇଁ ୫୦ ଲକ୍ଷ ଟଙ୍କା ସାହାର୍ଯ୍ୟ ନିବେଦନ

Proprietor Abhimanyu Maharana by Proprietor Abhimanyu Maharana
March 7, 2026
in ଓଡ଼ିଶା, ଗଜପତି, ହୋମ୍
0
ମେଧାବୀ ତଥା ଗରିବ ଛାତ୍ର ଧନଞ୍ଜୟ ବୋନ ମେରୋ ମାରାତ୍ମକ ରୋଗରେ ଆକ୍ରାନ୍ତ, ଚିକିତ୍ସା ପାଇଁ ୫୦ ଲକ୍ଷ ଟଙ୍କା ସାହାର୍ଯ୍ୟ ନିବେଦନ
Share on FacebookShare on TwitterWhatsapp

ଆର, ଉଦୟଗିରି (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ମେଧାବୀ ଛାତ୍ର ଧନଞ୍ଜୟ ବୋନ ମେରୋ ନାମକ ମାରାତ୍ମକ ରୋଗରେ ଆକ୍ରାନ୍ତ ହୋଇଛି । ଦିନ ମଜୁରିଆ ତଥା ଦାଦନ ଫେରନ୍ତା ଶ୍ରମିକର ପୁଅ ଧନଞ୍ଜୟର ପରିବାର ଅତ୍ୟନ୍ତ ଗରିବ ଶ୍ରେଣୀର ଅଟନ୍ତି । ଏହି ରୋଗର ଚିକିତ୍ସା ପାଇଁ ୪୦ ରୁ ୫୦ଲକ୍ଷ ଟଙ୍କାର ଆବଶ୍ୟକତା ରହିଛି. ପିତା ମାତାଙ୍କ ସମେତ ଅଞ୍ଚଳବାସୀ ପ୍ରଶାସନ ଓ ସରକାର ଧନଞ୍ଜୟର ଚିକିତ୍ସା ପାଇଁ ସହାୟତାର ହାତ ପ୍ରଦାନ କରନ୍ତୁ ବୋଲି ନିବେଦନ କରିଛନ୍ତି. ଘଟଣାରୁ ପ୍ରକାଶ, ଗଜପତି ଜିଲ୍ଲା ମୋହନା ବ୍ଲକ୍ ଚାନ୍ଦିପୁଟ ପଞ୍ଚାୟତ ବାଙ୍କୀଝୁଲା ଗ୍ରାମର କାଶୀନାଥ ନାୟକ ଓ ତମାଳ ନାୟକଙ୍କ ପୁଅ ଧନଞ୍ଜୟ ।

ବୟସ ମାତ୍ର ଆଠ ବର୍ଷ ,ତୃତୀୟ ଶ୍ରେଣୀରେ ପାଠ ପଡୁଛି । ଆଉ ଜଣେ ମେଧାବୀ ଛାତ୍ର ବାପା ମାଁଙ୍କ ଅନେକ ଓଷା ବ୍ରତ ପରେ ଧନଞ୍ଜୟ ଜନ୍ମ ହୋଇଛି । ବାପା ଜଣେ ଦିନ ମଜୁରୀଆ , ଯାହା ପାରିଶ୍ରମିକ ଆଣେ ସେଥିରେ ପରିବାର ଗୁଜୁରାଣ ମେଣ୍ଟାଇଥାଏ । ଦୁର୍ଗମ ଗାଆଁ ଆଦିବାସୀ ପରିବାର ହୋଇଥିଲେ ମଧ୍ୟ ନିଜ ପୁଅ ପାଇଁ ଅନେକ ସ୍ବପ୍ନ ଦେଖିଥିଲେ । ହେଲେ ସ୍ବପ୍ନ ଦେଖିବା ତାଙ୍କ ପାଇଁ ଭାଗ୍ୟରେ ନାହିଁ। ନିଜ ପୁଅ ର ସ୍ବପ୍ନ ପୂରଣ କରିବା ଲାଗି ଯାଇଥିଲେ ଦାଦନ , ହଟାତ୍ ଖବର ଆସି ପହଞ୍ଚିଲା ପୁଅ ଧନଞ୍ଜୟ ର ଦେହ ଖରାପ ।

ପ୍ରଥମେ ତାକୁ ରା.ଉଦୟଗିରି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ପରେ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ ଶେଷରେ ଏମକେସିଜି ବ୍ରହ୍ମପୁରରେ ପରୀକ୍ଷା ପରେ ଜଣା ପଡିଲା ଧଞ୍ଜୟକୁ ବୋନ ମେରୋ ହୋଇଛି । ଏଠାରେ କିଛିଦିନର ଚିକିତ୍ସା ପରେ ଭୁବନେଶ୍ୱର ଏମ୍ସକୁ ଉଚ୍ଚ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କଲେ ଡାକ୍ତର । ହେଲେ ସେଠାରେ ଡାକ୍ତରଙ୍କ ସୂଚନା ପ୍ରକାରେ ଚାଳିଶରୁ ପଚାଶ ଲକ୍ଷ୍ୟ ଟଙ୍କା ଖର୍ଚ୍ଚ କଲେ ସୁସ୍ଥ ହୋଇପାରିବ ଧନଞ୍ଜୟ ।

ଏହା ବାପା ଓ ମା ଶୁଣି ପାଦ ତଳୁ ପୃଥିବୀ ଖସି ଯିବା ଭଳି ଏମାନଙ୍କୁ ଲାଗିଚି । ନିରାଶ ହୋଇ ଫେରିଛନ୍ତି ଗାଁକୁ । ଠାକୁରଙ୍କ ଠାରେ କି ଅପରାଧ କରିଥିଲି ? ପିଲାର ଏ ଖେଳକୁଦ ବୟସରେ ଭଗବାନ ଏତେ ବଡ ଦଣ୍ଡ ଦେଲେ । ଏହା ଭାବି ଭାବି ବାପା ମା ପୁଅ ଧନଞ୍ଜୟ ମୁହଁ ପୁଛି ନିଜ କୋହକୁ ଛାତିରେ ଚାପି ରଖୁଛନ୍ତି । ପୁଅର ଚିକିତ୍ସା ପାଇଁ ଆର୍ଥିକ ସହାୟତା କଲେ ମୋ ପୁଅ ଭଲ ହୋଇ ପାରିବ ବୋଲି ଆକୁଳ ନିବେଦନ କରିଛନ୍ତି ଉଭୟ ଧନଞ୍ଜୟର ବାପା ଓ ମା. ଘଟଣା ନେଇ ଅଞ୍ଚଳବାସୀ ଜିଲ୍ଲା ପ୍ରଶାସନ ତଥା ରାଜ୍ୟ ସରକାରଙ୍କୁ ଧନଞ୍ଜୟର ଚିକିତ୍ସା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରନ୍ତୁ ବୋଲି ଦାବି ଜଣାଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଗୁଡ଼ା ଏନ୍ଏସିରେ ବ୍ୟାପକ ଦୁର୍ନୀତି ସହ ଆୟବ୍ୟୟର ହିସାବ ଦେଉନଥିବା ପ୍ରତିବାଦ ରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଦୁଇ କଂଗ୍ରେସ କାଉନସିଲରଙ୍କ ଧାରଣା

ବାଲିଗୁଡ଼ା ଏନ୍ଏସିରେ ବ୍ୟାପକ ଦୁର୍ନୀତି ସହ ଆୟବ୍ୟୟର ହିସାବ ଦେଉନଥିବା ପ୍ରତିବାଦ ରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଦୁଇ କଂଗ୍ରେସ କାଉନସିଲରଙ୍କ ଧାରଣା

June 15, 2026

June 15, 2026
ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

June 15, 2026
Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

June 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଗୁଡ଼ା ଏନ୍ଏସିରେ ବ୍ୟାପକ ଦୁର୍ନୀତି ସହ ଆୟବ୍ୟୟର ହିସାବ ଦେଉନଥିବା ପ୍ରତିବାଦ ରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଦୁଇ କଂଗ୍ରେସ କାଉନସିଲରଙ୍କ ଧାରଣା

ବାଲିଗୁଡ଼ା ଏନ୍ଏସିରେ ବ୍ୟାପକ ଦୁର୍ନୀତି ସହ ଆୟବ୍ୟୟର ହିସାବ ଦେଉନଥିବା ପ୍ରତିବାଦ ରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଦୁଇ କଂଗ୍ରେସ କାଉନସିଲରଙ୍କ ଧାରଣା

June 15, 2026

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version