• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବେଆଇନ ମଦ ବିକ୍ରୟ କରୁଥିବା ଅଭିଯୁକ୍ତଙ୍କ ଘର ଉଚ୍ଛେଦ କଲା ପୁରୀ ପୋଲିସ

Proprietor Abhimanyu Maharana by Proprietor Abhimanyu Maharana
March 8, 2026
in Uncategorized
0
ବେଆଇନ ମଦ ବିକ୍ରୟ କରୁଥିବା ଅଭିଯୁକ୍ତଙ୍କ ଘର ଉଚ୍ଛେଦ କଲା ପୁରୀ ପୋଲିସ
Share on FacebookShare on TwitterWhatsapp

ପୁରୀ  (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ପୁରୀ ଜିଲ୍ଲାରେ ବେଆଇନ ମଦ ବିକ୍ରୟ ଓ ଅବୈଧ କାର୍ଯ୍ୟକଳାପ ଉପରେ କଡା କାର୍ଯ୍ୟାନୁଷ୍ଠାନ ଜାରି ରଖିବା ପାଇଁ ପୁରୀ ଜିଲ୍ଲା ପୋଲିସ ପକ୍ଷରୁ ନିୟମିତ ଭାବରେ ଅଭିଯାନ ଚାଲୁ ରହିଛି । ଏହି ପରିପ୍ରେକ୍ଷୀରେ ପୁରୀ ଏସ୍ପି ପ୍ରତୀକ ସିଂଙ୍କ ନିର୍ଦ୍ଦେଶକ୍ରମେ ବେଆଇନ ମଦ ବିକ୍ରି କରୁଥିବା ଏକ ବ୍ୟକ୍ତି ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଆଜି ଶୁକ୍ରବାର ଦିନ ସତ୍ୟବାଦୀ ଥାନା ଅଧୀନ ରାୟଚକ୍ରଧରପୂର ଗ୍ରାମ ନଦୀବନ୍ଧ ଅଞ୍ଚଳରେ ଥିବା ସରକାରୀ ଜମି ଉପରେ ବେଆଇନ ଭାବରେ ଘର ଓ ଦୋକାନ ନିର୍ମାଣ କରି ମଦ ବିକ୍ରୟ କରୁଥିବା ଅଭିଯୋଗରେ ଗୃହ ଉଚ୍ଛେଦ କାର୍ଯ୍ୟକ୍ରମ କରାଯାଇଛି ।

ଏହି କାର୍ଯ୍ୟକ୍ରମ ପୋଲିସ ଏବଂ ତହସିଲ ପ୍ରଶାସନଙ୍କ ଉପସ୍ଥିତିରେ ସଫଳତାର ସହ କାର୍ଯ୍ୟ କରାଯାଇଛି। ଉକ୍ତ ବ୍ୟକ୍ତି ହେଲେ ରାୟଚକ୍ରଧରପୂର ଗ୍ରାମର ପ୍ରଦୀପ କୁମାର ଭୋଇ (୪୦), ପିତା – ସ୍ଵର୍ଗତ ମାଗୁଣି ଭୋଇ, ସାକିନ – ରାୟଚକ୍ରଧରପୂର, ଥାନା – ସତ୍ୟବାଦୀ, ଜିଲ୍ଲା – ପୁରୀ। ସେ ସରକାରୀ ଜମି ଉପରେ ଅବୈଧ ଭାବରେ ଘର ଓ ଦୋକାନ ତିଆରି କରି ଦୀର୍ଘଦିନ ଧରି ବେଆଇନ ଭାବରେ ମଦ ବିକ୍ରୟ କରୁଥିବା ନେଇ ଅଭିଯୋଗ ଥିଲା । ଏହି ସୂଚନା ମିଳିବା ପରେ ପୁରୀ ଏସ୍ପି ପ୍ରତୀକ ସିଂଙ୍କ ନିର୍ଦ୍ଦେଶକ୍ରମେ ସତ୍ୟବାଦୀ ଥାନା ପୋଲିସକୁ ତଦନ୍ତ କରି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା ।

ପରବର୍ତ୍ତୀ ସମୟରେ ତହସିଲ ପ୍ରଶାସନ ସହ ସମନ୍ୱୟ କରି ସରକାରୀ ଜମି ଉପରେ ହୋଇଥିବା ଅବୈଧ ନିର୍ମାଣକୁ ଉଚ୍ଛେଦ କରାଯାଇଛି । ଉଲ୍ଲେଖଯୋଗ୍ୟ ଯେ, ପ୍ରଦୀପ କୁମାର ଭୋଇ ବିରୋଧରେ ପୂର୍ବରୁ ବେଆଇନ ମଦ ବିକ୍ରୟ ସମ୍ପର୍କିତ ୬ଟି ମାମଲା ରହିଛି । ତଥାପି ସେ ପୁଣିଥରେ ବେଆଇନ କାର୍ଯ୍ୟରେ ଜଡିତ ହୋଇଥିବାରୁ ଏହି କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପୁରୀ ପୋଲିସ ପକ୍ଷରୁ ଜନସାଧାରଣଙ୍କୁ ଅନୁରୋଧ କରାଯାଉଛି ଯେ,

ନିଜ ଅଞ୍ଚଳରେ କେହି ବେଆଇନ ଭାବରେ ମଦ ବିକ୍ରୟ କରୁଥିବା କିମ୍ବା ଅନ୍ୟ କୌଣସି ଅବୈଧ କାର୍ଯ୍ୟକଳାପ କରୁଥିବା ସୂଚନା ମିଳିଲେ ତୁରନ୍ତ ପୋଲିସକୁ ଜଣାଇବେ । ଆପଣଙ୍କର ସୂଚନା ଗୁପ୍ତ ରଖାଯିବ ଏବଂ ପୋଲିସ ତରଫରୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସମାଜରେ ଶାନ୍ତି, ସୁରକ୍ଷା ଓ ଆଇନ-ଶୃଙ୍ଖଳା ବଜାୟ ରଖିବା ପାଇଁ ପୁରୀ ପୋଲିସ ସଦା ସତର୍କ ଓ ପ୍ରତିବଦ୍ଧ ଅଟେ। ଏହିପରି ବେଆଇନ କାର୍ଯ୍ୟକଳାପ ବିରୋଧରେ ଆଗାମୀ ଦିନରେ ମଧ୍ୟ ଏହି ଅଭିଯାନ ଅବ୍ୟାହତ ରହିବ । କୌଣସି ଆପତ୍କାଳୀନ ସୂଚନା ପାଇଁ ଦୟାକରି ୧୧୨ ନମ୍ବରକୁ ଡାଏଲ କରନ୍ତୁ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 8, 2026
ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

March 8, 2026
ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନରେ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ

March 8, 2026
ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

ହାଇୱା ଗାଡି ଧକ୍କାରେ ତିନି ଯୁବକ ମୃତ୍ୟୁ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 8, 2026
ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version