• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ୱାର୍ଲଡ ଓଡ଼ିଶା ସୋସାଇଟି ଦ୍ୱାରା ଦିଲ୍ଲୀରେ ଶକ୍ତି ଉତ୍ସବ ଆୟୋଜିତ

Proprietor Abhimanyu Maharana by Proprietor Abhimanyu Maharana
March 9, 2026
in ଓଡ଼ିଶା, ଖୋର୍ଦ୍ଧା, ଦେଶ, ମହାନଗର, ହୋମ୍
0
World Odisha Society hosts Shakti Utsaba with grandeur
Share on FacebookShare on TwitterWhatsapp

ନୂଆଦିଲ୍ଲୀ  (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ୱାର୍ଲଡ ଓଡ଼ିଶା ସୋସାଇଟି (ୱାଓସୋ) ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସକୁ ‘ଶକ୍ତି ଉତ୍ସବ’ ନାମରେ ନୂଆଦିଲ୍ଲୀଠାରେ ପାଳନ କରାଯାଇଛି। ଦିଲ୍ଲୀର ଏକ ନମ୍ବର ରାଇସୀନା ମାର୍ଗ ସ୍ଥିତ ପ୍ରେସ କ୍ଲବ ଅଫ ଇଣ୍ଡିଆର ସମ୍ମିଳନୀ କକ୍ଷରେ ଏହି ଭବ୍ୟ ସମାରୋହ ହାଇବ୍ରିଡ ଢଙ୍ଗରେ ଅନୁଷ୍ଠିତ ହୋଇଥିଲା।

ଏହି ଉତ୍ସବରେ ଦିଲ୍ଲୀ ଓ ଜାତୀୟ ରାଜଧାନୀ କ୍ଷେତ୍ରର ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ବାସ୍ତବିକ ଢଙ୍ଗରେ ଯୋଗ ଦେଇଥିବା ବେଳେ ଆଭାସୀ ମଞ୍ଚ ଜରିଆରେ ସାରା ବିଶ୍ୱରୁ ବହୁ ଅଗ୍ରଣୀ ନାରୀନେତ୍ରୀ, ୱାର୍ଲଡ ଓଡ଼ିଶା ସୋସାଇଟିର କର୍ମକର୍ତ୍ତା ଓ ସଦସ୍ୟ, ପ୍ରବାସୀ ଓଡ଼ିଆ ତୁଙ୍ଗ ନେତୃବୃନ୍ଦ ଏବଂ ଭାରତର ବିଭିନ୍ନ ପ୍ରଦେଶ ତଥା

ବିଦେଶରେ ଅବସ୍ଥାପିତ ଓଡ଼ିଆ ସମାଜ ଗୁଡ଼ିକର ଛାମୁଆ ପ୍ରତିନିଧିମାନେ ସାମିଲ ହୋଇଥିବା ଦେଖା ଯାଇଥିଲା।ୱାଓସୋ ପକ୍ଷରୁ ପଞ୍ଚମ ଥର ପାଇଁ ଆୟୋଜନ କରାଯାଇଥିବା ଶକ୍ତି ଉତ୍ସବକୁ କେନ୍ଦ୍ରକରି ଉତ୍ସବ ସ୍ଥଳରେ ଉଭୟ ଆୟୋଜକ ଓ ଆଗନ୍ତୁକମାନଙ୍କ ମଧ୍ୟରେ ବେଶ ଆନନ୍ଦ, ଉଲ୍ଲାସ ଓ ଉତ୍ସାହ ପରିଲକ୍ଷିତ କରାଯାଇଥିଲା।

ସମାବେଶକୁ ସମ୍ବୋଧନ କରି ମୁଖ୍ୟବକ୍ତା ୱାଓସୋର ପ୍ରତିଷ୍ଠାତ୍ରୀ ଡଃ. ଅରୁନ୍ଧତୀ ଦେବୀ ସମାଜର ସବୁ ସ୍ତରରେ ମହିଳାମାନେ ସ୍ୱୟଂସମ୍ପନ୍ନା ହେବା ଦିଗରେ ଜୋର ଦେଇଥିଲେ।ଡଃ. ଦେବୀ ୱାଓସୋ ପକ୍ଷରୁ ମହିଳା ବର୍ଗଙ୍କୁ ସମ୍ପନ୍ନ ଓ ସଶକ୍ତ କରିବା ନେଇ ଚାଲୁଥିବା ପ୍ରୟାସକୁ ଭୂୟସୀ ପ୍ରଶଂସା କରିଥିଲେ।

ଉତ୍ସବରେ ସ୍ୱାଗତ ଭାଷଣ ପ୍ରଦାନ କରି ୱାଓସୋର ଅଧ୍ୟକ୍ଷ କିଶୋର ଦ୍ବିବେଦୀ ୱାର୍ଲଡ ଓଡ଼ିଶା ସୋସାଇଟିର ମହିଳା ସଦସ୍ୟାମାନେ ଏହି ସଂସ୍ଥାକୁ ଆରମ୍ଭ ସମୟରେ ମାତ୍ର କୋଡ଼ିଏଟି ଦେଶର ସଦସ୍ୟତାରୁ ଆଜି ଚଉସ୍ତରୀଟି ଦେଶ ପର୍ଯ୍ୟନ୍ତ ପହଞ୍ଚାଇବା ଦିଗରେ ବଳିଷ୍ଠ ଭୂମିକା ଗ୍ରହଣ କରି ଆସିଥିବା ପ୍ରକାଶ କରିଥିଲେ।

ସଭାରେ ଉଦବୋଧନ ଦେଇ ୱାଓସୋର ଉପଦେଷ୍ଟା ନଳିନୀ ରଞ୍ଜନ ମହାନ୍ତି, ପ୍ରାକ୍ତନ ରାଷ୍ଟ୍ରଦୂତ ଅମରେନ୍ଦ୍ର ଖଟୁଆ, ବରିଷ୍ଠ ପ୍ରଶାସକ ସଂଜୀବ ପାଟ୍ଟଯୋଶୀ, ଭାରତୀୟ ପ୍ରେସ କ୍ଲବର ପୂର୍ବତନ ସଭାପତି ଗୌତମ ଲହିରି, କାନବେରାରୁ ୱାଓସୋର ଉପାଧ୍ୟକ୍ଷ ଡଃ. ନଳିନୀ ପତି, ମାଞ୍ଚେଷ୍ଟରରୁ ମହାସଚିବ ଶିବ ରଞ୍ଜନ ବିଶ୍ୱାଳ, ଟରୋଣ୍ଟୋରୁ ମହିଳା ଶାଖା ସଭାପତି ଡଃ. ସୁନନ୍ଦା ମିଶ୍ର ପଣ୍ଡା,

ସାରାବିଶ୍ୱରେ ମହିଳାମାନଙ୍କ ସମ୍ମୁଖରେ ସାମ୍ପ୍ରତିକ ପରିସ୍ଥିତିରେ ଥିବା ସମସ୍ୟା ଓ ସୁଯୋଗ ଉପରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ। ୱାଓସୋର ସାଧାରଣ ସମ୍ପାଦକ ପୁଷ୍ପାଞ୍ଜଳି ବାରିକ ଧନ୍ଯବାଦ ଅର୍ପଣ କରିଥିଲେ । ଶକ୍ତି ଉତ୍ସବ ଅବସରରେ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ସମାଜ ସେବା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରୁଥିବା ମହୀୟସୀ ମହିଳାମାନଙ୍କୁ ମହାନାରୀ ସମ୍ମାନ ଓ ନାରୀରତ୍ନ ପୁରସ୍କାର ପ୍ରଦାନ କରାଯାଇଥିଲା।

ରୋଟାରୀର ପୂର୍ବତନ ଜିଲ୍ଲା ଗଭର୍ଣ୍ଣର, ସ୍ୱନାମଧନ୍ୟ ସମାଜସେବୀ ତଥା ଲୁମିନସ୍ ଇନଫୋୱେଜର ସହ ପ୍ରତିଷ୍ଠାତ୍ରୀ ଓ ସଭାପତି ଜୟଶ୍ରୀ ମହାନ୍ତି ଏବଂ ପ୍ରଖ୍ୟାତ ଓଡ଼ିଶୀ ନୃତ୍ୟଶିଳ୍ପୀ ତଥା ବିଖ୍ୟାତ ଶିକ୍ଷାବିତ ପୂର୍ଣ୍ଣଶ୍ରୀ ରାଉତଙ୍କୁ ମହିଳା ସଶକ୍ତିକରଣ କ୍ଷେତ୍ରରେ ସେମାନଙ୍କର ଉଲ୍ଲେଖନୀୟ ଅବଦାନ ପାଇଁ ମହାନାରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା ।

ସମାଜର ବିଭିନ୍ନ କ୍ଷେତ୍ରରେ ନାରୀ ଉତ୍ଥାନ ନେଇ ମହତ୍ଵପୂର୍ଣ୍ଣ ଯୋଗଦାନ ଦେଇ ଆସୁଥିବା ପ୍ରମୁଖ ମହିଳା ଯଥା: ଡଃ. କିରଣ ଜୈନ, ସରିତା ମହାପାତ୍ର, ଡଃ. ହରପ୍ରିୟା ଧଳ, ପୂଜା ଖଣ୍ଡୁଆଳ, ଡଃ. ଚନ୍ଦନା ରାଉଳ, ସୁଜାତା ଚୌଧୁରୀ, ସବିତା ସାହୁ, ଶୁଭ୍ରଲୀନା ମହାନ୍ତି, ସ୍ନିଗ୍ଧା ଦାସ, ବନ୍ଦନା ମହାନ୍ତି, ମଧୁମିତା ନାୟକ ସାହୁ, ଦୀପିକା ମିଶ୍ର, ମୃଣ୍ମୟୀ ପ୍ରିୟଦର୍ଶିନୀ,

ଅଭୀପ୍ସା ରଥ, ଦୀପାଳୀ ପାଣି,ନିବେଦିତା ଜେନା, ପ୍ରଦୋଷ କୁମାରୀ, ସଙ୍ଗୀତା ମହାନ୍ତି, ପ୍ରିୟତମା କର, ସୀମରନ୍ ଜମାନ, ଅର୍ଚ୍ଚନା ପରିଡ଼ା,ସ୍ୱପ୍ନାରାଣୀ ରାଉତ ଏବଂ ରେଣୁକା ଜେନା ପ୍ରମୁଖଙ୍କୁ ନାରୀରତ୍ନ ପୁରସ୍କାର ପ୍ରଦାନ କରାଯାଇଥିଲା । ବେଙ୍ଗାଲୁରୁସ୍ଥିତ ବରିଷ୍ଠ ସାମ୍ବାଦିକ ରଞ୍ଜନ ଆଚାର୍ଯ୍ୟ ଏବଂ

ବି .ଏମ୍. ଫାଉଣ୍ଡେସନର ପ୍ରତିଷ୍ଠାତା ବ୍ରଜ ପଣ୍ଡାଙ୍କୁ ମହିଳା ସଶକ୍ତିକରଣ ନେଇ ତାଙ୍କର ବିଶେଷ ଯୋଗଦାନ ଯୋଗୁଁ ଏହି ଅବସରରେ ସ୍ୱତନ୍ତ୍ର ଭାବରେ ସମ୍ବର୍ଦ୍ଧିତ କରାଯାଇଥିଲା । ସୁଦକ୍ଷ ଉପସ୍ଥାପିକା ପ୍ରତିମା ଶର୍ମା ସମଗ୍ର କାର୍ଯ୍ୟକ୍ରମକୁ ସୂଚାରୁ ରୂପେ ସଞ୍ଚାଳନ କରିଥିଲେ ।

ନନ୍ଦନ ଦ୍ବିବେଦୀ ଓ ଅଙ୍କିତ ମୌର୍ଯ୍ୟ ଡିଜିଟାଲ କକ୍ଷକୁ ଦକ୍ଷତାର ସହିତ ପରିଚାଳନା କରିଥିଲେ। ଉପସ୍ଥିତ ମାନ୍ୟଗଣ୍ୟ ବ୍ୟକ୍ତିମାନଙ୍କ ମଧ୍ୟରେ ବଦ୍ରି ମହାପାତ୍ର, ସୁଧୀର କୁମାର ଦାଶ,ସଂଗ୍ରାମ ମିଶ୍ର, ମନ୍ମଥ କୁମାର ରାଉତ,ତନ୍ମୟ ମହାନ୍ତି, ବରିଷ୍ଠ ସାମ୍ବାଦିକ ରବୀନ୍ଦ୍ର ମିଶ୍ର, ନିଗମାନନ୍ଦ ପୃଷ୍ଟି, ସଂଜୀବ ଆଚାର୍ଯ୍ୟ, ସଂଗ୍ରାମ ପାଢ଼ୀ,

ଉମାକାନ୍ତ ଜେନା, ରବି ପାଣି, ବିଷ୍ଣୁ ପ୍ରଧାନ, ଅନିନ୍ଦିତା ଦାସ, ବିନାୟକ ଦାସ, ବିମଳ ଭଲ, ସତ୍ୟ ନାରାୟଣ ସାହୁ, ଅକ୍ଷୟ ମହାନ୍ତି , ହୃଷୀକେଶ ପାତ୍ର, ଡଃ. ତପନ ମହାନ୍ତ, ଡଃ. ସ୍ମୃତି ରଞ୍ଜନ ନାୟକ, ଜ୍ଞାନ ପ୍ରକାଶ ଜେନା, ଡଃ. ନିବେଦିତା ଗିରି, ଆଚାର୍ଯ୍ୟ ଅଭିମନ୍ୟୁ, ରୀତା ପାତ୍ର, ଶ୍ରୀମନ୍ତ ବିଶ୍ୱାଳ, ସୁରଞ୍ଜିତା ରଣା ଓ ଆଦିତ୍ୟ ପାତ୍ର ପ୍ରମୁଖ ଅନ୍ତର୍ଭୁକ୍ତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
International Women’s Day 2026 Observed with Service Initiative at Red Cross Bhawan

International Women’s Day 2026 Observed with Service Initiative at Red Cross Bhawan

March 11, 2026
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

International Women’s Day 2026 Observed with Service Initiative at Red Cross Bhawan

International Women’s Day 2026 Observed with Service Initiative at Red Cross Bhawan

March 11, 2026
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version