• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜଙ୍ଗଲ ନିଆଁ ନିୟନ୍ତ୍ରଣ ଓ ବନ୍ୟଜନ୍ତୁ ସୁରକ୍ଷା ନେଇ ସଚେତନତା ଶିବିର

Proprietor Abhimanyu Maharana by Proprietor Abhimanyu Maharana
March 14, 2026
in ଓଡ଼ିଶା, ମାଲକାନଗିରି, ହୋମ୍
0
ଜଙ୍ଗଲ ନିଆଁ ନିୟନ୍ତ୍ରଣ ଓ ବନ୍ୟଜନ୍ତୁ ସୁରକ୍ଷା ନେଇ ସଚେତନତା ଶିବିର
Share on FacebookShare on TwitterWhatsapp

ମାଲକାନଗିରି (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ମାଲକାନଗିରି ଜିଲ୍ଲା ମୋଟୁ ବନାଞ୍ଚଳ ପକ୍ଷ୍ୟରୁ ଏମଭି ୭୯ ଠାରେ ଜଙ୍ଗଲ ନିଆଁ ନିୟନ୍ତ୍ରଣ ଓ ବନ୍ୟଜନ୍ତୁ ସୁରକ୍ଷା ନେଇ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୋଟୁ ବନବିଭାଗ ଏମଭି ୭୯ ସ୍ଥିତ ରେଞ୍ଜ୍ କାର୍ଯ୍ୟାଳୟ ଠାରେ ଏକ ସ୍ଵତନ୍ତ୍ର ବୈଠକ ଅନୁଷ୍ଠିତ କରଯାଇଛି l ଏହି କାର୍ଯ୍ୟକ୍ରମ ରେ ଏ.ସି.ଏଫ. ମୋନସୁନ ଖେମୁଣ୍ଡୁ ,

ରେଞ୍ଜ ଅଫିସର ତନୁଜା କାର୍ତିକି ,ପରିଚାଳନା ରେ ତପନ କୁମର ସାହା , ମୋଟୁ ଫରେଷ୍ଟର ମୁରଲୀ ଧର ଅନୁଗୁଳିଆ, ଦୀପଙ୍କର ଶିଉଳି ଫରେଷ୍ଟର ଏବଂ ଅତିଥି ଭାବେ ଏମଭି–୭୯ ଡଃ ଶ୍ୟାମା ପ୍ରସାଦ ଡିଗ୍ରୀ ମହାବିଦ୍ୟାଳୟର ଯୁକ୍ତ ତିନି ଅଧ୍ୟକ୍ଷା ପ୍ରଭାସିନୀ ମହାପାତ୍ର ସହ ଆଖ ପାଖ ଗ୍ରାମ ର ଭି. ଏସ. ଏସ. ମେମ୍ବର ଓ ଗ୍ରାମ ବାସୀ ଉପସ୍ଥିତ ଥିଲେ l

ଏହି କାର୍ଯ୍ୟକ୍ରମ ରେ ବଣ ଅଗ୍ନିକୁ ରୋକିବା ପାଇଁ ଅଣ୍ଟା ଭିଡିଲା ବନ ବିଭାଗ​ ଗ୍ରୀଷ୍ମ ଋତୁ ପୂର୍ବରୁ ଜଙ୍ଗଲକୁ ନିଆଁରୁ ରକ୍ଷା କରିବା ପାଇଁ ମୋଟୁ ରେଞ୍ଜ ଅଫିସରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଜଙ୍ଗଲ ସୁରକ୍ଷା କମିଟିର ସଭାପତିମାନଙ୍କୁ ସାମିଲ କରାଯାଇ ନିଆଁ ଲିଭାଇବାର ବିଭିନ୍ନ କୌଶଳ ଶିଖାଯାଇଛି।​ବନ ବିଭାଗ ଅଧିକାରୀଙ୍କ କହିବା ଅନୁସାରେ,

ଜଙ୍ଗଲ ହେଉଛି ଆମର ଜାତୀୟ ସମ୍ପତ୍ତି। ଏଥିରେ ନିଆଁ ଲାଗିଲେ ବହୁ ମୂଲ୍ୟବାନ ଗଛଲତା ଓ ପଶୁପକ୍ଷୀ ପ୍ରାଣ ହରାନ୍ତି । ତେଣୁ ସ୍ଥାନୀୟ ଲୋକଙ୍କ ସହଯୋଗରେ ଜଙ୍ଗଲକୁ “ଅଗ୍ନିମୁକ୍ତ” ରଖିବା ପାଇଁ ଏହି ପ୍ରୟାସ କରାଯାଇଛି । କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ମହିଳା ଓ ସ୍ଥାନୀୟ ଗ୍ରାମବାସୀମାନେ ମଧ୍ୟ ଜଙ୍ଗଲ ବଞ୍ଚାଇବାକୁ ଶପଥ ନେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଶ୍ଵହିନ୍ଦୁ ପରିଷଦ ଧାକୁଲେଇ ପ୍ରଖଣ୍ଡ ପକ୍ଷରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସ ପାଳିତ

ବିଶ୍ଵହିନ୍ଦୁ ପରିଷଦ ଧାକୁଲେଇ ପ୍ରଖଣ୍ଡ ପକ୍ଷରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସ ପାଳିତ

September 7, 2026
ନୁଆଁଖାଇ ଭେଟ ପ୍ରସ୍ତୁତି ବୈଠକ

ନୁଆଁଖାଇ ଭେଟ ପ୍ରସ୍ତୁତି ବୈଠକ

September 7, 2026
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ

ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ

September 7, 2026
Soulful Sarod of Virtuoso Pt. Tejendra Majumdar and Captivating Odissi by Smt

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଦ୍ୱିତୀୟ ସନ୍ଧ୍ୟା

September 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଶ୍ଵହିନ୍ଦୁ ପରିଷଦ ଧାକୁଲେଇ ପ୍ରଖଣ୍ଡ ପକ୍ଷରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସ ପାଳିତ

ବିଶ୍ଵହିନ୍ଦୁ ପରିଷଦ ଧାକୁଲେଇ ପ୍ରଖଣ୍ଡ ପକ୍ଷରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସ ପାଳିତ

September 7, 2026
ନୁଆଁଖାଇ ଭେଟ ପ୍ରସ୍ତୁତି ବୈଠକ

ନୁଆଁଖାଇ ଭେଟ ପ୍ରସ୍ତୁତି ବୈଠକ

September 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version