• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରୋଗୀ କଲ୍ୟାଣ ସମିତି : ନୟାଗଡ ବ୍ଲକ ବଡପଣ୍ଡୁସର ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ପରିସରରେ ରୋଗୀ କଲ୍ୟାଣ ସମିତି ବୈଠକ

Proprietor Abhimanyu Maharana by Proprietor Abhimanyu Maharana
March 14, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ରୋଗୀ କଲ୍ୟାଣ ସମିତି : ନୟାଗଡ ବ୍ଲକ ବଡପଣ୍ଡୁସର ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ପରିସରରେ ରୋଗୀ କଲ୍ୟାଣ ସମିତି ବୈଠକ
Share on FacebookShare on TwitterWhatsapp

ନୟାଗଡ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ନୟାଗଡ ବ୍ଲକ ବଡପଣ୍ଡୁସର ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ପରିସରରେ ରୋଗୀ କଲ୍ୟାଣ ସମିତି ବୈଠକଡ. ଅରୁଣ କୁମାର ସାହୁ ଙ୍କ ସଭାପତିତ୍ଵରେ ଅନୁଷ୍ଟିତ ହୋଇ ଯାଇଅଛି l ଏହି ବୈଠକକୁ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ଭାରପ୍ରାପ୍ତ ଚିକିତ୍ସା ଅଧିକାରୀ ଡାକ୍ତର ଜ୍ଞାନ ଜ୍ୟୋତି ଦାସ ପରିଚାଳନା କରିଥିଲେ l

ସମ୍ମାନିତ ଅତିଥି ଭାବେ ଶିଶୁ ବିକାଶ ପ୍ରକଳ୍ପ ଅଧିକାରିଣୀ ସୌଦାମିନୀ ପଣ୍ଡା, ଯନ୍ତ୍ରୀ କୁମାରୀ ବିଜୟଲକ୍ଷ୍ମୀ, ବଡପଣ୍ଡୁସର ସରପଞ୍ଚ ବନିତା ନାୟକ, ସମାଜସେବୀ ମୀନକେତନ ପ୍ରଧାନ ଓ ବରିଷ୍ଠ ନାଗରିକ ବାବାଜୀ ମହାନ୍ତି ପ୍ରମୁଖ ଯୋଗ ଦେଇ ସ୍ଵାସ୍ଥ୍ୟ କେନ୍ଦ୍ରର ବିଭିନ୍ନ ସମସ୍ୟା ଓ ତାହାର ସମାଧାନ ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ l

ସ୍ଵାସ୍ଥ୍ୟ କେନ୍ଦ୍ରର ଉନ୍ନତି କରଣ ଓ ବିଗତ ବର୍ଷର ବିଭିନ୍ନ ବାବଦ ଅନୁଦାନ ଅର୍ଥ ବିନିଯୋଗ ନେ଼ଇ ବୈଠକରେ ଆଲୋଚନା କରାଯାଇଥିଲା l ସେହିପରି ସରକାରଙ୍କ ମଞ୍ଜୁର ଅର୍ଥ ଆଗାମୀ ବର୍ଷ ପାଇଁ କେଉଁ ବାବଦରେ ଖର୍ଚ୍ଚ ହେବ ବିଧାୟକ ମତ ରଖିଥିଲେ l ବଡପଣ୍ଡୁସର ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରର ଡାକ୍ତର ପଦବୀ ପୂରଣ ଓ ଅନ୍ୟାନ୍ୟ ସମସ୍ୟା ପୂରଣ ନେଇ ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର

ଭାରପ୍ରାପ୍ତ ଚିକିତ୍ସା ଅଧିକାରୀ ଡାକ୍ତର ଜ୍ଞାନ ଜ୍ୟୋତି ଦାସ ବିଧାୟକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ l ସ୍ଵାସ୍ଥ୍ୟ କେନ୍ଦ୍ରର ବିଭିନ୍ନ ସମସ୍ୟାର ସମାଧନ ଉପରେ ଗୁରୁତ୍ଵ ଦେବେ ବୋଲି ସେ ପ୍ରତିଶ୍ରୁତି ଦେଇଥିଲେ l ଜନସ୍ଵାସ୍ଥ୍ୟ ଯୋଗାଯୋଗ ଅଧିକାରୀ ସୁରେନ୍ଦ୍ର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ

March 14, 2026
ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

ସାଇବର ଠକେଇ ୨ ଗିରଫ ୧୩ ଚେକବୁକ ୧୩ ପାସବୁକ ଜବତ

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

ଜ଼ିଲ୍ଲାସ୍ତରୀୟ ଆଶା ସମ୍ମିଳନୀ ୨୦୨୬ ଅନୁଷ୍ଠିତ

March 14, 2026
ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

ଗ୍ଯାସ ନମିଳିବା ଓ ସାମଗ୍ରୀର ଦରବୃଦ୍ଧିକୁ ନେଇ କଂଗ୍ରେସର ବିକ୍ଷୋଭ

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version