• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନିରଞ୍ଜନ ସେଠୀ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ହେଲେ ।

Proprietor Abhimanyu Maharana by Proprietor Abhimanyu Maharana
January 3, 2020
in ଓଡ଼ିଶା, ହୋମ୍
0
ନିରଞ୍ଜନ ସେଠୀ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ (ବୈଷୟିକ) ହେଲେ ।
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶାତାଜାନିଉଜ) ଭୁବନେଶ୍ୱର ତା- ୨.୧.୨୦୨୦:- ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ତଥା ଯୁଗ୍ମ ଶାସନ ସଚିବ ଭାବେ କାର୍ଯ୍ୟ କରୁଥିବା ଶ୍ରୀ ନିରଞ୍ଜନ ସେଠୀଙ୍କର ନିର୍ଦ୍ଦେଶକ(ବୈଷୟିକ) ପଦବୀକୁ ପଦନ୍ନୋତି ହୋଇଛି । ଶ୍ରୀ ସେଠୀ ତାଙ୍କର ୩୦ ବର୍ଷ କାର୍ଯ୍ୟକାଳ ମଧ୍ୟରେ ବିଭିନ୍ନ ସମୟରେ ରାଜ୍ୟପାଳ ଏବଂ
ମୁଖ୍ୟମନ୍ତ୍ରୀଙ୍କ ଲୋକ ସଂପର୍କ ଅଧିକାରୀ, ବିଭିନ୍ନ ଜିଲ୍ଲାରେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ, ଉତରାଂଚଳ ଉପ ନିର୍ଦ୍ଦେଶକ ( ସମ୍ବଲପୁର), ବିଭାଗର ପ୍ରାୟତଃ ସବୁ ବ୍ରାଂଚରେ ବ୍ରାଂଚ ଅଫିସର ଭାବେ କାର୍ଯ୍ୟକରି ନିଜର ଦକ୍ଷତା ପ୍ରଦର୍ଶନ କରିଛନ୍ତି । ଗତ ୨୦୧୯ ସାଧାରଣ ନିର୍ବାଚନରେ ନିର୍ବାଚନ ଆୟୋଗଙ୍କ ସୁପାରିଶରେ ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ସେ ମିଡିଆ ମ୍ୟାନେଜ୍ମେଣ୍ଟ ଓ ସୋସିଆଲ ମିଡିଆର ନୋଡାଲ ଅଫିସର ଭାବେ ଅତି ସଫଳତାର ସହିତ କାର୍ଯ୍ୟ କରିଛନ୍ତି । ମିଡିଆ ମ୍ୟାନେଜମେଣ୍ଟ କ୍ଷେତ୍ରରେ ଅନେକ ପ୍ରତିକୂଳ ପରିସ୍ଥିତିରେ କାର୍ଯ୍ୟକରି ସେ ଗଣମାଧ୍ୟମ ଜଗତରେ ବେଶ ପରିଚିତ ହୋଇପାରିଛନ୍ତି । ରାଜ୍ୟ ସରକାରଙ୍କ ୫-ଟି ଆଧାରରେ ପଦନ୍ନୋତି ପ୍ରକ୍ରିୟା ତ୍ୱରାନ୍ୱିତ ହେବା ଫଳରେ ଶ୍ରୀ ସେଠୀଙ୍କର ଦୀର୍ଘ ଦିନର ଅଭିଜ୍ଞତା ଓ ବିଭାଗୀୟ କାର୍ଯ୍ୟରେ ବୈଷୟିକ ଦକ୍ଷତାକୁ ଉପଲବ୍ଧି କରି ରାଜ୍ୟ ସରକାର ତାଙ୍କୁ ନିର୍ଦ୍ଦେଶକ ( ବୈଷୟିକ) ଭାବେ ପଦନ୍ନୋତି ଦେଇଛନ୍ତି । ତାଙ୍କର କର୍ତବ୍ୟ ନିଷ୍ଠା, ଦୀର୍ଘ ଅଭିଜ୍ଞତା ଆଗାମୀ ଦିନରେ ୫-ଟି ଆଧାରରେ ବିଭାଗକୁ ଅଧିକ ସକ୍ରିୟ କରିବ ବୋଲି ଆଶା ଓ ବିଶ୍ୱାସ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ନର କଙ୍କାଳକୁ ନେଇ ବାରମ୍ୱାର ବଢୁଛି ଦ୍ୱନ୍ଦ : ଅଭିଯୋଗକାରୀକୁ ମିଛ ପ୍ରଳାପରେ ବାଟବଣା କରୁଛି ପୋଲିସ୍ ପ୍ରଶାସନ

August 25, 2026
୩୧୧ କୋଟି ଟଙ୍କାର ବଜେଟ୍ ଏବଂ ବ୍ୟାପକ ସ୍କ୍ରିନିଂ ସହିତ କର୍କଟ ଚିକିତ୍ସାକୁ ସୁଦୃଢ଼ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ : ସ୍ୱାସ୍ଥ୍ୟ ମନ୍ତ୍ରୀ

ବେଣ୍ଟରେ ନରକଙ୍କାଳ ଚିହ୍ନଟକୁ ନେଇ ବଢ଼ିଲା ଦ୍ୱନ୍ଦ : ସାମ୍ୱାଦିକଙ୍କୁ ବାଟବଣା କରୁଛି ପୋଲିସ ପ୍ରଶାସନ

ପୂର୍ବତନ ବିଧାୟକ କରେନ୍ଦ୍ର ମାଝିଙ୍କ ପ୍ରଥମ ଶ୍ରଦ୍ଧାବର୍ଷିକ ପାଳିତ : ଅଞ୍ଚଳର ବିକାଶ ପୁରୁଷ ଥିଲେ : ସାଂସଦ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନର କଙ୍କାଳକୁ ନେଇ ବାରମ୍ୱାର ବଢୁଛି ଦ୍ୱନ୍ଦ : ଅଭିଯୋଗକାରୀକୁ ମିଛ ପ୍ରଳାପରେ ବାଟବଣା କରୁଛି ପୋଲିସ୍ ପ୍ରଶାସନ

ନର କଙ୍କାଳକୁ ନେଇ ବାରମ୍ୱାର ବଢୁଛି ଦ୍ୱନ୍ଦ : ଅଭିଯୋଗକାରୀକୁ ମିଛ ପ୍ରଳାପରେ ବାଟବଣା କରୁଛି ପୋଲିସ୍ ପ୍ରଶାସନ

August 25, 2026
୩୧୧ କୋଟି ଟଙ୍କାର ବଜେଟ୍ ଏବଂ ବ୍ୟାପକ ସ୍କ୍ରିନିଂ ସହିତ କର୍କଟ ଚିକିତ୍ସାକୁ ସୁଦୃଢ଼ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ : ସ୍ୱାସ୍ଥ୍ୟ ମନ୍ତ୍ରୀ

୩୧୧ କୋଟି ଟଙ୍କାର ବଜେଟ୍ ଏବଂ ବ୍ୟାପକ ସ୍କ୍ରିନିଂ ସହିତ କର୍କଟ ଚିକିତ୍ସାକୁ ସୁଦୃଢ଼ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ : ସ୍ୱାସ୍ଥ୍ୟ ମନ୍ତ୍ରୀ

August 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version