ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଲକ ର ସମସ୍ତ କ୍ଳଷ୍ଟରର ବିଦ୍ୟାଳୟ ରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ପରୀକ୍ଷା ସହ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ଶ୍ରୀମତୀ ବିନୋଦିନୀ ସାମଲଙ୍କ ପରିଚାଳନା ରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ପ୍ରାୟ ୭୦୦ ଜଣ ପରୀକ୍ଷାର୍ଥୀ ଯୋଗ ଦେଇ ପରୀକ୍ଷା ଦେଇଥିଲେ I














