• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

Proprietor Abhimanyu Maharana by Proprietor Abhimanyu Maharana
March 17, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି
Share on FacebookShare on TwitterWhatsapp

ବିଧାନସଭାରେ ଏସସିବି ନିଆଁ ତାତି : ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି l

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ବିଧାନସଭାରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିରୋଧୀଙ୍କ ହୋହାଲ୍ଲା । ଗୃହ ମଧ୍ୟ ଭାଗକୁ ଆସି ହଟ୍ଟଗୋଳ କଲେ ବିଜେଡି ଓ କଂଗ୍ରେସ ସଦସ୍ୟ । ନାରାବାଜିରେ ଉଠିଲା ପଡ଼ିଲା ବିଧାନସଭା । ବାଧ୍ୟ ହୋଇ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି । ସେପଟେ ଏସସିବି ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି ହୋଇଛି । ଏନେଇ ବିଧାନସଭାରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଚ୍ୟାମ୍ବରରେ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଛି ।

ଅଗ୍ନିଶମ ଊଏ, ସ୍ୱାସ୍ଥ୍ୟ ବିଭାଗର ଅଧିକାରୀ ଓ ସଚିବଙ୍କ ସହ ସ୍ୱାସ୍ଥ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି । ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି । ସେ କହିଛନ୍ତି ଯେ, ସ୍ୱାସ୍ଥ୍ୟ ବିଭାଗରୁ ଅର୍ଥ ଲୁଟିବା ଚିନ୍ତାରେ ସରକାର ରହିଛନ୍ତି । ଓଡ଼ିଶାର ସରକାରୀ କିମ୍ବା ବେସରକାରୀ ହସ୍ପିଟାଲର ଅବସ୍ଥା ତଳ ସ୍ତରକୁ ଖସି ଯାଇଛି । ମୁଁ ଯୁବ ପିଢ଼ିଙ୍କୁ ଆହ୍ୱାନ କରୁଛି ହସ୍ପିଟାଲରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରନ୍ତୁ । ନୈତିକ ଦୃଷ୍ଟିରୁ ସ୍ୱାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ । ତାପରେ ଯାଇ ତଦନ୍ତ କରନ୍ତୁ । ଏସ୍‌ସିବି ହସ୍ପିଟାଲ ଜଳି ପୋଡ଼ି ପାଉଁଶ ହୋଇଗଲା ।

ଲୋକେ ଜୀବନ୍ତ ଦଗ୍ଧ ହୋଇଗଲେ l ସରକାର କିନ୍ତୁ ସ୍ୱାସ୍ଥ୍ୟ ବିଭାଗରୁ ଅର୍ଥ ଲୁଟିବା ଚିନ୍ତାରେ । ସେହିପରି ବିଜେଡି ବିଧାୟକ ଗଣେଶ୍ୱର ବେହେରା କହିଛନ୍ତି ଯେ, ସରକାରୀ ହସ୍ପିଟାଲରେ ଏତେ ବଡ଼ ଘଟଣା ଘଟିଲା ପରେ ମଧ୍ୟ ଏ ସରକାର ଉତ୍ତର ଦାୟିତ୍ୱ ନେଉନାହାଁନ୍ତି । ଲୋକଙ୍କ ସରକାର ସିଏ, ଯିଏ ଲୋକଙ୍କ ଦାୟିତ୍ୱ ନିଏ । ହେଲେ ଏତେ ବଡ଼ ଘଟଣା ପରେ ମଧ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ଇସ୍ତଫା ଦେଉ ନାହାନ୍ତି । ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ । ଯେପର୍ଯ୍ୟନ୍ତ ସରକାର ଉତ୍ତର ଦାୟିତ୍ୱ ନେବେ ନାହିଁ । ସେ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version