• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସମୁଦ୍ରର ନୀଳ ଲହରୀରେ ହଜିଲା ପ୍ରେମର ସନ୍ଧାନ : ମଞ୍ଚସ୍ଥ ହେଲା ନାଟକ ‘ଇନ୍ଦ୍ରଜାଲ’

Proprietor Abhimanyu Maharana by Proprietor Abhimanyu Maharana
March 20, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ମନୋରଞ୍ଜନ, ହୋମ୍
0
ସମୁଦ୍ରର ନୀଳ ଲହରୀରେ ହଜିଲା ପ୍ରେମର ସନ୍ଧାନ : ମଞ୍ଚସ୍ଥ ହେଲା ନାଟକ ‘ଇନ୍ଦ୍ରଜାଲ’
Share on FacebookShare on TwitterWhatsapp

​ନୟାଗଡ଼ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :-  ନାଟ୍ୟଧାରା ପକ୍ଷରୁ ଆୟୋଜିତ ଷଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ୫ମ ସନ୍ଧ୍ୟାରେ ମଞ୍ଚସ୍ଥ ହୋଇଥିଲା ନାଟକ ‘ଇନ୍ଦ୍ରଜାଲ’। ସମୁଦ୍ରକୂଳର ଏକ କ୍ଷୁଦ୍ର ମତ୍ସ୍ୟଜୀବୀ ପଲ୍ଲୀରୁ ରୁଷିଆର ବରଫାବୃତ ସହର ପର୍ଯ୍ୟନ୍ତ ବ୍ୟାପିଥିବା ଏକ ଅନନ୍ୟ ପ୍ରେମ କାହାଣୀକୁ ନେଇ ପଠାଣି ସାମନ୍ତ ପ୍ରେକ୍ଷାଳୟରେ ଅଭିନୀତ ହୋଇଯାଇଛି ଏହି ହୃଦୟସ୍ପର୍ଶୀ ତଥା ରୋମାଞ୍ଚଭରା ପ୍ରେମ ପ୍ରଣୟ ନାଟକ। ବିଶିଷ୍ଟ ନାଟ୍ୟକାର ଦୀପିକା ଦାସଙ୍କ ଦ୍ୱାରା ରଚିତ ଏହି ନାଟକକୁ ନିପୁଣତାର ସହ ପରିକଳ୍ପନା ଓ ନିର୍ଦ୍ଦେଶନା ଦେଇଛନ୍ତି ଦେବାନନ୍ଦ ନାୟକ (ସୋନୀ)।

ବିଶ୍ୱାସ ଓ ସଂଘର୍ଷର ଆଖ୍ୟାନ ​ନାଟକର କଥାବସ୍ତୁ ଗୋପାଳପୁରର ଜଣେ ସାଧାରଣ ଟୁରିଷ୍ଟ ଗାଇଡ୍ ‘ଶ୍ରୀନୁ’ ଏବଂ ରୁଷିଆରୁ ଉଚ୍ଚତର ଗବେଷଣା ଶେଷ କରି ଫେରିଥିବା ତା’ର ପିଲାଦିନର ସାଥୀ ‘ଲୀନା’କୁ କେନ୍ଦ୍ର କରି ଗତିଶୀଳ। ବହୁ ବର୍ଷ ପରେ ପିଲାଦିନର ସେହି ନିଷ୍ପାପ ସମ୍ପର୍କ ଯେତେବେଳେ ପ୍ରେମର ରୂପ ନିଏ, ସେତେବେଳେ ପ୍ରତିବନ୍ଧକ ସାଜନ୍ତି ଗ୍ରାମର ପ୍ରଭାବଶାଳୀ ବ୍ୟକ୍ତି ଭେଙ୍କଟେଶ୍ । ​ଏହି ପ୍ରେମ କାହାଣୀରେ ଏକ ଭିନ୍ନ ମୋଡ଼ ଆଣେ ସମୁଦ୍ର ଗର୍ଭରେ ମିଳୁଥିବା ଏକ ବିରଳ ସାମୁଦ୍ରିକ ଗୁଳ୍ମ ‘ଇନ୍ଦ୍ରଜାଲ’।

ଆଞ୍ଚଳିକ ବିଶ୍ୱାସ ଅନୁଯାୟୀ, ନିଜର ମନସ୍କାମନା ପୂର୍ଣ୍ଣ କରିବା ପାଇଁ ଏହି ଦୁର୍ଲଭ ଉପହାରକୁ ଅତି ପ୍ରିୟଜନଙ୍କୁ ପ୍ରଦାନ କରାଯାଏ । ନିଜ ଭଲପାଇବାର ସତ୍ୟତା ପ୍ରମାଣ କରିବାକୁ ଯାଇ ଶ୍ରୀନୁ ପ୍ରଳୟଙ୍କରୀ ସାମୁଦ୍ରିକ ଝଡ଼କୁ ଖାତିର ନକରି ସମୁଦ୍ର ମଝିକୁ ଡେଇଁପଡ଼େ । ଲୀନାର ଅସରନ୍ତି ଅପେକ୍ଷା ଏବଂ “ସମୁଦ୍ର ଯାହା ନିଏ, ତାହା ଫେରାଇ ଦିଏ” — ଏହି ଦୃଢ଼ ବିଶ୍ୱାସ ହିଁ ନାଟକକୁ ଏକ ଚରମ ସୀମାରେ ପହଞ୍ଚାଇଥିଲା।​ନାଟକଟିରେ ଅଭିନୟ କରୁଥିବା ପ୍ରତ୍ୟେକ କଳାକାର ନିଜର ଚମତ୍କାର ଅଭିନୟ ମାଧ୍ୟମରେ ଚରିତ୍ରଗୁଡ଼ିକୁ ଜୀବନ୍ତ କରିଥିଲେ ।

ଅଭିନୟ ମାଧ୍ୟମରେ ଦର୍ଶକ ମାନଙ୍କୁ ବାନ୍ଧି ରଖିଥିବା କଳାକାର ମାନେ ହେଲେ ​ଶ୍ରୀନୁ ଭୂମିକାରେ ପ୍ରଦୀପ, ଲୀନା ଭୂମିକାରେ ସୌମ୍ୟା ତଥା ​ଅନ୍ୟାନ୍ୟ ପ୍ରମୁଖ ଭୂମିକାରେ ସୂର୍ଯ୍ୟ (ନରସିଂହ), ବବୁଲୁ (ରାମୁଲୁ), ରୀତମ୍ (ଭେଙ୍କଟେଶ୍), ସନ୍ତୋଷ (ଇନ୍ସପେକ୍ଟର), ପ୍ରଭାତ (କନେଷ୍ଟବଳ), ବିବେକ (ଦିତୀ) ଏବଂ ଚନ୍ଦ୍ରଶେଖର (ରାବି) ପ୍ରମୁଖ । ​ ​ଖ୍ୟାତନାମା ସଙ୍ଗୀତ ନିର୍ଦ୍ଦେଶକ ଶକ୍ତି ମିଶ୍ରଙ୍କ ସଙ୍ଗୀତ ନାଟକକୁ ଏକ ଭିନ୍ନ ଉଚ୍ଚତାକୁ ନେଇଥିଲା । ଶୁଭଙ୍କର ଓ କାଜୋଲ ରାନୀଙ୍କ ସୂକ୍ଷ୍ମ ଆଲୋକ ସମ୍ପାଦନା ଦୃଶ୍ୟଗୁଡ଼ିକୁ ବେଶ୍ ପ୍ରଭାବଶାଳୀ କରିଥିବାବେଳେ,

ରାହୁଲଙ୍କ କଳାତ୍ମକ ମଞ୍ଚ ସଜ୍ଜା ଦର୍ଶକଙ୍କ ମନରେ ଗୋପାଳପୁର ବେଳାଭୂମିର ଭ୍ରମ ସୃଷ୍ଟି କରିବାରେ ସଫଳ ହୋଇଥିଲା । ଆଜିର ଉଦଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ପୌର ପରିଷଦ ଅଧ୍ୟକ୍ଷା ନିରୁପମା ଖଟେଇ ଯୋଗଦାନ କରିଥିବା ବେଳେ ନାଟକର ଲେଖକ ଦିପିକା ଦାସ ଏବଂ ସହ ନିର୍ଦ୍ଦେଶକ ପ୍ରଦୀପ ପାଇକରାୟଙ୍କୁ ନାଟ୍ୟଧାରା ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏଥିରେ ନାଟ୍ୟଧାରା ସଭାପତି ପ୍ରମୋଦ ପଟ୍ଟନାୟକ, ସମ୍ପାଦକ ଲକ୍ଷ୍ମୀଧର ସାହୁ ଏବଂ ନିର୍ଦ୍ଦେଶକ ଡ.ବିଜୟ କୁମାର ଚୌଧୁରୀ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

ପେଦାୱାଡ଼ାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର : ଲୋକଙ୍କ ସମସ୍ୟା ବୁଝିଲେ ଜିଲ୍ଲାପାଳ

March 20, 2026
ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

ମାଲକାନଗିରି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କୁ ଭବ୍ୟ ବିଦାୟ ସମ୍ବର୍ଦ୍ଧନା

March 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

ପ୍ରସାଦ ଡାଲ୍‌ମା ହାଣ୍ଡିରେ ସାପ ୩୦ ଜଣ ମେଡିକାଲରେ ଭର୍ତି

March 20, 2026
ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

ମାଲକାନଗିରି ଜିଲ୍ଲା ଗସ୍ତ କଲେ ମହିଳା ଓ ଶିଶୁ ବିକାଶ ସଚିବ ଡଃ ମୃଣାଳିନୀ ଦର୍ଶାଲ; ପୁଷ୍ଟିହୀନତା ଦୂରୀକରଣ ଉପରେ ଗୁରୁତ୍ୱ

March 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version