• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଲିଗୁଡା ରେ ଗ୍ୟାସ୍‌ ସମସ୍ୟା: ଅଧିକାଂଶ ଫାଷ୍ଟଫୁଡ୍‌-ହୋଟେଲ, ଚା ‘ ଦୋକାନ ବନ୍ଦ, ଖାଉଟି ଅସନ୍ତୁଷ୍ଟ

Proprietor Abhimanyu Maharana by Proprietor Abhimanyu Maharana
March 22, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
ବାଲିଗୁଡା ରେ ଗ୍ୟାସ୍‌ ସମସ୍ୟା: ଅଧିକାଂଶ ଫାଷ୍ଟଫୁଡ୍‌-ହୋଟେଲ, ଚା ‘ ଦୋକାନ ବନ୍ଦ, ଖାଉଟି ଅସନ୍ତୁଷ୍ଟ
Share on FacebookShare on TwitterWhatsapp

ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- କନ୍ଧମାଳ ଜିଲ୍ଲା ବାଲିଗୁଡା ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛି । ଲୋକଙ୍କୁ ମିଳୁନି ଗ୍ୟାସ୍‌ । ଫଳରେ ଖାଉଟି ତଥା ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର ଅସନ୍ତୋଷ ବୃଦ୍ଧି ପାଉଥିବା ଜଣାପଡ଼ିଛି ।

ଏଥିସହ ଗ୍ୟାସ କଳାବଜାର ହେଉଥିବା ମଧ୍ୟ ଅଭିଯୋଗ ହୋଇଛି। ଗୋଟେ ସିଲିଣ୍ଡରକୁ ୧୭ ଶହ ଟଙ୍କାରୁ ୨ ହଜାର ଟଙ୍କାରେ କିଣୁଛନ୍ତି ଲୋକେ। ଅନ୍ୟପଟେ ଏହି ଜାଳେଣି ଗ୍ୟାସ ମିଳୁ ନ ଥବା ଯୋଗୁଁ ସହରର ଅଧାରୁ ଅଧିକ ଫାଷ୍ଟଫୁଡ୍‌ ଦୋକାନ ଓ ହୋଟେଲ,

ଚା ‘ ଦୋକାନ ଆଦି ବନ୍ଦ ରହୁଥିବା ଦେଖିବାକୁ ମିଳିଛି। ଜଣେ ହିତାଧିକାରୀଙ୍କୁ ଗୋଟେ ଖାତା ପିଛା ୨୫ ଦିନ ବ୍ୟବଧାନରେ ଗୋଟିଏ ମାତ୍ର ସିଲିଣ୍ଡର ମିଳବ ବୋଲି ସରକାର ଘୋଷଣା କରିଥିବାରୁ ଖାଉଟି ମହଲରେ ଭାଳେଣି ପଡ଼ିଲାଣି l ଏଥି ପ୍ରତି ଯୋଗାଣ ବିଭାଗ ଦୃଷ୍ଟି ଦେବାକୁ ଦାବୀ ହୋଇଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ

ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ

April 25, 2026
ଜିଲ୍ଲା ଯୋଜନା ବୋର୍ଡ ର ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଲେ ଓମ ପ୍ରକାଶ ମିଶ୍ର

ଜିଲ୍ଲା ଯୋଜନା ବୋର୍ଡ ର ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଲେ ଓମ ପ୍ରକାଶ ମିଶ୍ର

April 25, 2026
ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

ରଥଖଳା ହାଲଚାଲ – ୩ୟ ଦିନ ତୁମ୍ବ କଟା ଓ ଗୋଳେଇ ଚାଲିଛି

April 25, 2026
ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

ଶ୍ରୀମନ୍ଦିର ର ଶୁଦ୍ଧ ସୁଆର ଓ ଦଇତାପତି ସେବକ ନିଲମ୍ବିତ

April 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ

ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ

April 25, 2026
ଜିଲ୍ଲା ଯୋଜନା ବୋର୍ଡ ର ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଲେ ଓମ ପ୍ରକାଶ ମିଶ୍ର

ଜିଲ୍ଲା ଯୋଜନା ବୋର୍ଡ ର ଅଧ୍ୟକ୍ଷ ଭାବେ ଦାୟିତ୍ବ ନେଲେ ଓମ ପ୍ରକାଶ ମିଶ୍ର

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version