କନ୍ଧମାଳ ଜିଲ୍ଲା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଶୁକ୍ରବାର ଅପରାହ୍ନରୁ ସନ୍ଧ୍ୟା ପର୍ଯ୍ୟନ୍ତ ପ୍ରବଳ ଝଡ଼ ତୋଫାନ, ଘଡଘଡି ସହିତ ବର୍ଷା ହେବା ଫଳରେ ଜନ ଜୀବନ ଅସ୍ତ ବ୍ୟସ୍ତ ହୋଇପଡିଛି l ଘନ ମେଘ ଆକାଶକୁ ଆଛାଦିତ କରିଦେବା ସହ ଘଡଘଡିର ଶବ୍ଦରେ କିଛି ସମୟ ପାଇଁ ପରିବେଶ ଭୟଭୀତ ହୋଇପଡ଼ିଥିଲା।















