• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଶ୍ବ କବିତା ଦିବସ ରେ ନବୀନ ସୂତ୍ରଧର କବିତା ସମ୍ମାନ ରେ ସମ୍ମାନିତ ହେଲେ ଓଡ଼ିଶାର ଦୁଇ ବରେଣ୍ୟ କବି ଓ ଗୀତିକାର

Proprietor Abhimanyu Maharana by Proprietor Abhimanyu Maharana
March 22, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ବିଶ୍ବ କବିତା ଦିବସ ରେ ନବୀନ ସୂତ୍ରଧର କବିତା ସମ୍ମାନ ରେ ସମ୍ମାନିତ ହେଲେ ଓଡ଼ିଶାର ଦୁଇ ବରେଣ୍ୟ କବି ଓ ଗୀତିକାର

Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :-  ସ୍ଥାନୀୟ ଗୀତଗୋବିନ୍ଦ ସଦନ ରେ ନୂତନ ଭବିଷ୍ୟତ ନିର୍ମାଣ ର ସୂତ୍ରଧର (ନବୀନ ସୂତ୍ରଧର ) ଟ୍ରଷ୍ଟ ପକ୍ଷରୁ ବିଶ୍ଵ କବିତା ଦିବସ ମହା ସମାରୋହ ରେ ପାଳନ କରାଯାଇଛି । ଯେଉଁଥିରେ ଓଡ଼ିଶାର ଦୁଇ ବରେଣ୍ୟ କବି ଓ ଗୀତିକାର ଯଥାକ୍ରମେ ଶ୍ରୀଯୁକ୍ତ ଦେବଦାସ ଛୋଟରାୟ ଓ ଗୁରୁପ୍ରସାଦ ଶତପଥୀ ଙ୍କୁ ଅନୁଷ୍ଠାନ ର ଶ୍ରେଷ୍ଠ ସମ୍ମାନ ନବୀନ ସୂତ୍ରଧର କବିତା ସମ୍ମାନ ପ୍ରଦାନ କରାଯାଇଛି । ଏହା ସହିତ ୯ ଜଣ ଯୁବ ଓ ପ୍ରବୀଣ ଓଡ଼ିଆ ଜାତିର ବର୍ତାବହଙ୍କୁ ନବୀନ ସୁତଧର କବିତା ଆଶିର୍ବାଦ ସମ୍ମାନ ପ୍ରଦାନ କରାଯାଇଛି ।

ଉଲ୍ଲେଖଯୋଗ୍ୟ କି ଅନୁଷ୍ଠାନ ପକ୍ଷରୁ ଗତ ବର୍ଷ ଠାରୁ ଓଡ଼ିଆ ଭାଷା,ସହିତ ,ସଙ୍ଗୀତ ଓ ସଂସ୍କୃତି କୁ ଆଗାମୀ ଭବିଷ୍ୟତ ପିଢ଼ିଙ୍କ ମାଧ୍ୟମରେ ରୁଦ୍ଧିମନ୍ତ କରିବା ଉଦ୍ଦେଶ୍ୟରେ ବିଶ୍ବ କବିତା ଦିବସ ପାଳନ କରାଯାଉଛି । ଆଜି ପ୍ରଥମ ପର୍ଯ୍ୟାୟର ଆୟୋଜିତ ହୋଇଥିବା ସଭାକୁ ଉଦ୍ଘାଟନ କରି ବିଶିଷ୍ଟ କବି ତଥା ସାହିତ୍ୟିକ ଏବଂ ଓଡ଼ିଆ ସାହିତ୍ୟ ଏକାଡେମୀ ର ପ୍ରାକ୍ତନ ସଚିବ ଶ୍ରୀଯୁକ୍ତ ଅଶ୍ଵିନୀ ମିଶ୍ର କବିତା ର ଭାଷା ସର୍ବଦା ଜନମାନସ ର ବୁଝିବା ର ଭାଷା ହୋଇ ସମାଜ କୁ ସଠିକ୍ ପଥରେ ଯିବା ପାଇଁ ମାର୍ଗ ଦର୍ଶନ କରିବା ଉଚିତ୍ ବୋଲି ମତ ପୋଷଣ କରିଥିଲେ ।

ସେହି ଭଳି ଅନ୍ୟତମ ଅତିଥି ବିଶିଷ୍ଟ ସାହିତ୍ୟିକା ଶ୍ରୀମତୀ ସଂଘମିତ୍ରା ମିଶ୍ର,ଶ୍ରୀଯୁକ୍ତ ହୃଷୀକେଶ ମଲ୍ଲିକ,ଶ୍ରୀଯୁକ୍ତ ସୂର୍ଯ୍ୟ ମିଶ୍ର ପ୍ରମୁଖ ଭାଷା ସାହିତ୍ୟ ର ବିଭିନ୍ନ ଅନାଲୋଚିତ ଦିଗ ଯାହା ସମାଜ କୁ ପ୍ରେରିତ କରିବ,ସେ ବିଷୟରେ ଆଲୋକପାତ କରିଥିଲେ । ପରେ ପରେ ସାରା ରାଜ୍ୟରୁ ଏପରିକି ରାଜ୍ୟ ବାହାରିଥିବା ୮୦ ରୁ ଉର୍ଦ୍ଧ ଓଡ଼ିଆ କବି ସେମାନଙ୍କ ସ୍ବରଚିତ କବିତା ପାଠ କରିଥିଲେ । ସେମାନଙ୍କ ମଧ୍ୟରୁ ଶ୍ରେଷ୍ଠ ୯ଜଣଙ୍କୁ (ନବୀନ ସୁତଧର କବିତା ଆଶିର୍ବାଦ ସମ୍ମାନ ପ୍ରଦାନ କରାଯାଇଥିଲା ।

ପରବର୍ତ୍ତୀ ସୋପାନ ରେ ଚଳିତ ବର୍ଷ ର ଶୀର୍ଷକ କବିତା: ଶାନ୍ତି ଓ ଅନ୍ତର୍ଭୁକ୍ତ ର ସେତୁ ଉପରେ ଆଲୋଚନା ଅନୁଷ୍ଠିତ ହୋଇଥିଲା । ଯେଉଁଥିରେ ରାଜ୍ୟର ବହୁ ପ୍ରବୀଣ କବି ଓ ସାହିତ୍ୟିକ ଯଥା ଡ଼ଃ ଦେବାଶିଷ ମହାପାତ୍ର, ଡ଼ଃ ରମେଶ ପାଣି ,ଶୁଭଶ୍ରୀ ଲେଙ୍କା,ସରୋଜିନୀ ପାଣି, ଡ଼ଃ ଏନ ଲକ୍ଷ୍ମୀ ଜଗଦେବ ପ୍ରମୁଖ ଆଲୋକପାତ କରିଥିଲେ । ଉଦଯାପନୀ ଉତ୍ସବରେ ବରିଷ୍ଠ ସାମ୍ବାଦିକ ପ୍ରଦୋଷ ପଟ୍ଟନାୟକଙ୍କ ପୌରହିତ୍ୟ ରେ ଅନୁଷ୍ଠିତ ସଭାରେ ସମ୍ମାନ ପ୍ରଦାନ କରାଯାଇଥିଲା ।

ଅନ୍ୟମାନଙ୍କ ମଧ୍ୟରେ ବିଶିଷ୍ଟ କବି ଶ୍ରୀଯୁକ୍ତ ଶରତ ଦାଶ,କାଦମ୍ବିନୀ ର ସମ୍ପାଦିକା ଶ୍ରୀମତୀ ଇତି ସାମନ୍ତ,ବରିଷ୍ଠ କବି ରକ୍ଷକ ନାୟକ,ସୁନାମଧନ୍ୟ ଗାୟିକା ତଥା ସ୍ତମ୍ଭକାର ଶ୍ରୀମତୀ ଛନ୍ଦା ମିଶ୍ର,ଦର୍ଶନ ଖବର କାଗଜ ର ସମ୍ପାଦକ ଇଞ୍ଜିନିୟର ବିଭୂତି ଭୂଷଣ ନାୟକ ପ୍ରମୁଖ ଅତିଥିଭାବେ ଯୋଗଦାନ କରି ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି କୁ ସରକାରୀ ସ୍ତରରେ ଯେଉଁଭଳି ଭାବେ ଅନ୍ତରିକ୍ତା ପ୍ରଦର୍ଶନ କରିବା କଥା ତାହା ହେଉ ନଥିବା ପ୍ରକାଶ କରିଥିଲେ । ଦିବସ ବ୍ୟାପୀ ଅନୁଷ୍ଠିତ କାର୍ଯ୍ୟକ୍ରମ କୁ ଯଥାକ୍ରମେ ଚମକ୍ ଚାନ୍ଦିନୀ ଦାଶ,ସୁଷମା ସ୍ୱାଇଁ ଓ ଦେବଦତ୍ତ ପତି ସଞ୍ଚାଳନ କରିଥିଲେ । ଶେଷ ରେ ଅନୁଷ୍ଠାନ ର ମୁଖ୍ୟ ତଥା ଅଧକ୍ଷ ଶ୍ରୀମାନ ଲକ୍ଷ୍ମୀକାନ୍ତ ନବୀନ ଦାସ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଗୁଡ଼ା ଏନ୍ଏସିରେ ବ୍ୟାପକ ଦୁର୍ନୀତି ସହ ଆୟବ୍ୟୟର ହିସାବ ଦେଉନଥିବା ପ୍ରତିବାଦ ରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଦୁଇ କଂଗ୍ରେସ କାଉନସିଲରଙ୍କ ଧାରଣା

ବାଲିଗୁଡ଼ା ଏନ୍ଏସିରେ ବ୍ୟାପକ ଦୁର୍ନୀତି ସହ ଆୟବ୍ୟୟର ହିସାବ ଦେଉନଥିବା ପ୍ରତିବାଦ ରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଦୁଇ କଂଗ୍ରେସ କାଉନସିଲରଙ୍କ ଧାରଣା

June 15, 2026

June 15, 2026
ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

June 15, 2026
Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

June 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଗୁଡ଼ା ଏନ୍ଏସିରେ ବ୍ୟାପକ ଦୁର୍ନୀତି ସହ ଆୟବ୍ୟୟର ହିସାବ ଦେଉନଥିବା ପ୍ରତିବାଦ ରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଦୁଇ କଂଗ୍ରେସ କାଉନସିଲରଙ୍କ ଧାରଣା

ବାଲିଗୁଡ଼ା ଏନ୍ଏସିରେ ବ୍ୟାପକ ଦୁର୍ନୀତି ସହ ଆୟବ୍ୟୟର ହିସାବ ଦେଉନଥିବା ପ୍ରତିବାଦ ରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଦୁଇ କଂଗ୍ରେସ କାଉନସିଲରଙ୍କ ଧାରଣା

June 15, 2026

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version