• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୋହନାରେ ପାନୀୟ ଜଳ ସଙ୍କଟ, ଦିନେ ଛଡ଼ା ଦିନେ ପାଣି

Proprietor Abhimanyu Maharana by Proprietor Abhimanyu Maharana
March 22, 2026
in ଓଡ଼ିଶା, ଗଜପତି, ହୋମ୍
0
ମୋହନାରେ ପାନୀୟ ଜଳ ସଙ୍କଟ, ଦିନେ ଛଡ଼ା ଦିନେ ପାଣି
Share on FacebookShare on TwitterWhatsapp

ଆର, ଉଦୟଗିରି (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :-  ସରକାର ପାନୀୟ ଜଳ ଯୋଗାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ପାନୀୟ ଜଳ ସଙ୍କଟ ଦୂର ହୋଇ ପାରୁନାହିଁ।ଯାହା ଫଳରେ ଲୋକେ ପାନୀୟ ଜଳ ପାଇଁ ଡହଳ ବିକଳ ହେବାକୁ ପଡୁଛି। ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ମୋହନା ନିର୍ବାଚନ ମଣ୍ଡଳୀ ର ମୋହନା ସହର ରେ। ମୋହନା ସହର ରେ ପାନୀୟ ଜଳ ସଙ୍କଟ କୁ ନେଇ ବହୁବାର ବ୍ଲକ୍ ପ୍ରଶାସନ ଠୁ ଆରମ୍ଭ କରି ଜିଲ୍ଲା ପ୍ରଶାସନ ପାଖରେ ଲିଖିତ ଅଭିଯୋଗ କରିଛନ୍ତି ଗ୍ରାମବାସୀ। କିନ୍ତୁ କୌଣସି ଅଧିକାରୀ କର୍ଣ୍ଣପାତ କରୁନଥିବା ଅଭିଯୋଗ ହେଉଛି।

ସହର ରେ ପାଖା ପାଖି ଦଶ ହଜାର ରୁ ଉର୍ଦ୍ଧ୍ବ ଲୋକେ ବସବାସ କରୁଥିବା ବେଳେ ବର୍ତ୍ତମାନ ମୁଖ୍ୟ ସମସ୍ୟା ହେଉଛି ପାନୀୟ ଜଳ ସମସ୍ୟା। ମୋହନା ଶିବ ମନ୍ଦିର ନିକଟସ୍ଥ ନଦୀ ପାର୍ଶ୍ବ ରେ ବହୁ ପୁରୁଣା ଦୁଇଟି ଇଣ୍ଟେକ ୱାଲ୍ ରହିଛି। ସେହି ଇଣ୍ଟେକ୍ ୱାଲ୍ ରୁ ସିଧା ନଦୀ ପାଣି କୌଣସି ଫିଲ୍ଟର ନ ହୋଇ ସହର କୁ ସପ୍ଲାଏ କରାଯାଉଛି। ସେଠାରେ ୧୦ ଲକ୍ଷ ଟଙ୍କା ବ୍ୟୟରେ ଫିଲଟର ନିର୍ମାଣ ହୋଇଥିଲା କିନ୍ତୁ ତାହା ଏବେ ଅଚଳ ହୋଇ ପଡ଼ି ରହିଛି। ଅଚଳ ହେବା ଫଳରେ ସିଧା ସଳଖ ନଦୀ ପାଣି ସହର ବାସିନ୍ଦା ବ୍ୟବହାର କରୁଛନ୍ତି।

ବର୍ତ୍ତମାନ ଗ୍ରୀଷ୍ମ ଆରମ୍ଭ ରୁ ସହର ରେ ପାନୀୟ ଜଳ ସଙ୍କଟ ଦେଖିବାକୁ ମିଳିଛି। ସହର ରେ ପାନୀୟ ଜଳ ଯୋଗାଣ ରେ ପ୍ରତ୍ୟେକ ସାହିକୁ ଦିନେ ଛଡ଼ା ଦିନେ ପଞ୍ଚାୟତ ପକ୍ଷରୁ ଯୋଗା ଯାଉଛି। ଯାହାକୁ ନେଇ ବହୁ ଅସୁବିଧା ସମ୍ମୁଖୀନ ହେଉଛନ୍ତି ସହର ବାସିନ୍ଦା।ସହର ରେ ଥିବା ନାରାୟଣ ନଗର ବାସିନ୍ଦା ଙ୍କୁ ଆଜି ପର୍ଯ୍ୟନ୍ତ ସପ୍ଲାଏ ପାଣି ପହଞ୍ଚି ପାରିନାହିଁ। ପାଖା ପାଖି ୧୦୦ ରୁ ଉର୍ଦ୍ଧ୍ବ ପରିବାର ବସବାସ କରୁଥିବା ବେଳେ ଗୋଟିଏ ମାତ୍ର ସୋଲାର ମାଧ୍ୟମ ରେ ପିଇବା ପାଣି ଯୋଗା ଯାଉଛି। ହେଲେ ସବୁଦିନ ସୋଲାର ରେ ପାଣି ଆସି ପାରୁନି ଯାହା ଫଳରେ ସାହି ବାସିନ୍ଦା ଙ୍କୁ ପାଣି ନିଅଣ୍ଟ ପଡୁଛି। ଅନେକ ସମୟରେ ପିଇବା ପାଣି କୁ ମହିଳା ଙ୍କ ମଧ୍ୟରେ ଝଗଡ଼ା ହେଉଥିବା ନେଇ ନଜିର ରହିଛି।

ଖାଲି ଗୋଟିଏ ସାହି ନୁହଁ ସହର ର କଲେଜ୍ ରୋଡ, ମାଣିକେଶ୍ଵରୀ ସାହି, ସନ୍ତୋଶି ନଗର, ପାତ୍ର ସାହି, ବାରି ସାହି କଣ୍ଟେଇକୋଳି ଓ ଶ୍ରୀରାମ ନଗର ରେ ପାନୀୟ ଜଳ ସମସ୍ୟା ଲାଗି ରହିଛି। ଯାହାକୁ ନେଇ ଆଗକୁ ଆହୁରି ସମସ୍ୟା ବଢିବା ନେଇ ଆଶଙ୍କା କରାଯାଉଛି। ଏ ନେଇ ବିଭାଗୀୟ ଯନ୍ତ୍ରୀ କହିଛନ୍ତି ବିଡ଼ିଓ ଙ୍କୁ ସମସ୍ୟା ବିଷୟରେ ଅବଗତ କରାଯାଇ ପାଖା ପାଖି ୬୦ ଲକ୍ଷ୍ୟ ଟଙ୍କା ର ଏକ ପ୍ରୋଜେକ୍ଟ ନିର୍ମାଣ ପାଇଁ ଇଷ୍ଟିମେଟ ଦିଆ ଯାଇଛି। ଯଦି ସେହି ପ୍ରୋଜେକ୍ଟ ନିର୍ମାଣ ହେବ ତା ହେଲେ ପାନୀୟ ଜଳ ସଙ୍କଟ ଦୂର ହେବ ବୋଲି କହିଛନ୍ତି। ଅନ୍ୟପଟେ ସହର ରେ ପାଖା ପାଖି ୨୫ ରୁ ଉର୍ଦ୍ଧ୍ବ ନଳକୂପ ରହିଥିଲେ ମଧ୍ୟ କେଉଁଠୁ ନାଲି ରଙ୍ଗର ପାଣି ବାହାରୁଥିବା ବେଳେ ଆଉ କେଉଁଠି ନଳକୂପ ଅଚଳ ଅବସ୍ଥାରେ ପଡ଼ି ରହିଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 28, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

April 27, 2026
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 28, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version