• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଫିଟନେସ ପାଇଁ ଯୋଗ ଆନ୍ଦୋଳନ ଜରୁରୀ : ମନ୍ତ୍ରୀ ସୂର୍ଯ୍ୟବଂଶୀ

Proprietor Abhimanyu Maharana by Proprietor Abhimanyu Maharana
March 22, 2026
in ଓଡ଼ିଶା, ପୁରୀ, ହୋମ୍
0
ସଖା ଅନୁଷ୍ଠାନ ତରଫରୁ ସଚେତନତା କର୍ମଶାଳା
Share on FacebookShare on TwitterWhatsapp

ଫିଟନେସ କା ଡୋଜ, ଅଧାଘଣ୍ଟା ରୋଜ

ପୁରୀ (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :-  ପ୍ରତ୍ୟେକ ଙ୍କ ପାଇଁ ଫିଟନେସ ରହିବା ଲାଗି ଯୋଗ କୁ ଏକ ଆନ୍ଦୋଳନ ରେ ପରିଣତ କରିବା ଜରୁରୀ ବୋଲି କହିଛନ୍ତି ଉଚ୍ଚ ଶିକ୍ଷା, କ୍ରୀଡା ଓ ଯୁବ ସେବା, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।ଆଜି ପୂର୍ବାହ୍ନରେ ଭିକ୍ଟୋରିଆ ହୋଟେଲ ସମ୍ମୁଖ ବେଳାଭୂମି ରେ ଭାରତୀୟ କ୍ରୀଡା ପ୍ରାଧିକରଣ,ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ ଏବଂ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ତିନି ଦିନିଆ ଫିଟ ଇଣ୍ଡିଆ କାର୍ନିଭାଲ ଉଦଘାଟିତ ହୋଇଥିଲା।

ଏହାକୁ ଉଦଘାଟନ କରି ଓ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମନ୍ତ୍ରୀ ଶ୍ରୀ ସୂରଜ ଦେଶର ଶତକଡା ୬୫ ଭାଗ ଯୁବ ବର୍ଗ ଅଟନ୍ତି।ପ୍ରଧାନମନ୍ତ୍ରୀ ଙ୍କ ବିକଶିତ ଭାରତ ୨୦୪୭ ର ଲକ୍ଷ୍ୟ କୁ ପୂରଣ ପାଇଁ ଆମେ ବୟସ ନିର୍ବିଶେଷରେ ସମସ୍ତେ ସୁସ୍ଥ ଓ ଫିଟ ରହିବା ଜରୁରୀ ବୋଲି କହିଥିଲେ।ସେଥିପାଇଁ ପ୍ରଧାନମନ୍ତ୍ରୀ ଙ୍କ ଆହ୍ୱାନ ଫିଟନେସ କା ଡୋଜ ଅଧାଘଣ୍ଟା ରୋଜ କୁ ଆମେ ମାନିବା ଓ ନିଜ ଶରୀର କୁ ସୁସ୍ଥ ରଖିବା ପାଇଁ ଅନ୍ତତଃ ଅଧାଘଣ୍ଟା ସମୟ ଦେବା।

ବର୍ତ୍ତମାନ ସମୟରେ ସମାଜ ରେ ବୃଦ୍ଧି ପାଉଥିବା ମାନସିକ ଅବସାଦ, ଟେନସନ, ପାନିକ, ଏନଜାଇଟ କୁ ପ୍ରତିହତ କରିବାର ଏହା ଏକ ସହଜ ଉପାୟ।ଏହି କାରନିଭାଲ ଏକ ନୂତନ ଦିଗ ଓ ମାର୍ଗଦର୍ଶନ କରାଇବ ବୋଲି କହିଥିଲେ।ପୁରୀ ଲୋକସଭା ସାଂସଦ ଡା ସମ୍ବିତ ପାତ୍ର ସ୍ବାସ୍ଥ୍ୟ ସଚେତନ ହେବା ଓ ସୁସ୍ଥ ରହିବାର ମନ୍ତ୍ର ଏହି ଫିଟ ଇଣ୍ଡିଆ କାର୍ନିଭାଲ ର ମୁଖ୍ୟ ଉଦ୍ଦେଶ୍ୟ।ବିକଶିତ ଭାରତର ସ୍ବପ୍ନ ଫିଟ ଇଣ୍ଡିଆ ସହ ଜଡ଼ିତ।

ପ୍ରଧାନମନ୍ତ୍ରୀ ଏହି ଯୋଗ ଓ ଶୃଙ୍ଖଳିତ ଜୀବନ ଚର୍ଯ୍ୟା ଦ୍ଵାରା ସୁସ୍ଥ ରହିଛନ୍ତି ବୋଲି କହିବା ସହ ସମସ୍ତେ ଫିଟ ରହିବା ସଂକଳ୍ପ ନେବାକୁ ଆହ୍ୱାନ ଦେଇଥିଲେ।ଅତିଥି ମାନେ ଅଲମ୍ପିଆନ ଆଥଲେଟ ଅନୁରାଧା ବିଶ୍ବାଳ ଓ ଅର୍ଜୁନ ପୁରସ୍କାର ବିଜେତା କେ ରବି କୁମର ଙ୍କୁ ସମ୍ବର୍ଦ୍ଧିତ କରିଥିଲେ।ଶେଷରେ ଭାରତୀୟ କ୍ରୀଡା ପ୍ରାଧିକରଣ ର ଆଞ୍ଚଳିକ ନିର୍ଦ୍ଦେଶକ ଶିବାନନ୍ଦ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।

ଅନ୍ୟ ମାନଙ୍କ ମଧ୍ୟରେ କ୍ରୀଡା ବିଭାଗର ଅତିରିକ୍ତ ସଚିବ ବିଜୟ କୁମାର ସ୍ବାଇଁ, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ଥିଲେ।ସାଇର ସହକାରୀ ନିର୍ଦ୍ଦେଶକ କରଣ ସଦୱ୍ବାନୀ, ଉପ ନିର୍ଦ୍ଦେଶକ ତୈଲୋକ୍ୟ ନାଥ ସାହୁ, ଜିଲ୍ଲା କ୍ରୀଡା ଅଧିକାରୀ ଚନ୍ଦନ କୁମାର ସାହୁ ପ୍ରମୁଖ କାର୍ଯ୍ୟ ପରିଚାଳନା ରେ ସହଯୋଗ କରିଥିଲେ।ପ୍ରାତଃ ରେ ଯୋଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଓ ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

June 14, 2026
 Pattamundai set to host Birth Anniversary of Baraha Samal 

 ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି 

June 14, 2026
 Pattamundai set to host Birth Anniversary of Baraha Samal 

 Pattamundai set to host Birth Anniversary of Baraha Samal 

June 14, 2026
ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

June 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

June 14, 2026
 Pattamundai set to host Birth Anniversary of Baraha Samal 

 ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି 

June 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version