• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲାପାଳଙ୍କ ଜନଶୁଣାଣି: ୮୦ଟି ଆବେଦନ ମଧ୍ୟରୁ ଅନେକ ସମସ୍ୟାର ତୁରନ୍ତ ସମାଧାନ

Proprietor Abhimanyu Maharana by Proprietor Abhimanyu Maharana
March 24, 2026
in ଓଡ଼ିଶା, ମାଲକାନଗିରି, ହୋମ୍
0
ଜିଲ୍ଲାପାଳଙ୍କ ଜନଶୁଣାଣି: ୮୦ଟି ଆବେଦନ ମଧ୍ୟରୁ ଅନେକ ସମସ୍ୟାର ତୁରନ୍ତ ସମାଧାନ
Share on FacebookShare on TwitterWhatsapp

 ମାଲକାନଗିରି  (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :-  ଜନସାଧାରଣଙ୍କ ଅଭିଯୋଗର ତ୍ୱରିତ ସମାଧାନ ଏବଂ ସରକାରୀ ସେବାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ମାଥିଲି ବ୍ଲକ ଅନ୍ତର୍ଗତ କମାରପଲ୍ଲୀ ଗ୍ରାମ ପଞ୍ଚାୟତ ପରିସରରେ ଆଜି ଏକ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ସମୀକ୍ଷା ଶିବିରରେ ମାଲକାନଗିରି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେ ଜନ ସାଧାରଣଙ୍କ ଅଭିଯୋଗ ଶୁଣି ଥିବା ବେଳେ ଆରକ୍ଷୀ ଅଧୀକ୍ଷକ ବିନୋଦ ପାଟିଲ ଏଚ୍. ଏବଂ ବନଖଣ୍ଡ ଅଧିକାରୀ ସାଇ କିରଣଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେଇ ହିତାଧିକାରୀଙ୍କ ସହ ସିଧାସଳଖ ଆଲୋଚନା କରିଥିଲେ।

ଶିବିରରେ ମୋଟ ୮୦ଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ଏଥିମଧ୍ୟରୁ ୫୦ଟି ସାମୁହିକ ବା ଗ୍ରାମ୍ୟ ସମସ୍ୟା ହୋଇଥିବା ବେଳେ ୨୮ଟି ବ୍ୟକ୍ତିଗତ ସମସ୍ୟା ରହିଥିଲା।ଏକାଧିକ ସମସ୍ୟାର ତୁରନ୍ତ ସମାଧାନ କରାଯିବା ସହ ବଳକା ଆବେଦନଗୁଡ଼ିକୁ ଏକ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ସଂପନ୍ନ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୨ ଜଣ ଗୁରୁତର ହିତାଧିକାରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି।ଶିବିରରେ ମୁଖ୍ୟତଃ ଜମିବାଡ଼ି ବିବାଦ, ରାସନ କାର୍ଡ ପ୍ରଦାନ, ବାର୍ଦ୍ଧକ୍ୟ ଭତ୍ତା, ପାନୀୟ ଜଳ ସଙ୍କଟ ଓ ପରିବହନ ଭଳି ମୌଳିକ ସମସ୍ୟାକୁ ନେଇ ଅଞ୍ଚଳବାସୀ ନିଜର ଦାବି ଉପସ୍ଥାପନ କରିଥିଲେ। ପ୍ରଶାସନର ଏଭଳି ପ୍ରୟାସ ଦ୍ୱାରା ଦୂରଦୂରାନ୍ତରେ ରହୁଥିବା ଗ୍ରାମବାସୀ ଉପକୃତ ହେବା ସହ ସରକାରୀ ଯୋଜନାର ସଫଳ ରୂପାୟନ ସମ୍ଭବ ହୋଇପାରୁଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଶ୍ଵହିନ୍ଦୁ ପରିଷଦ ଧାକୁଲେଇ ପ୍ରଖଣ୍ଡ ପକ୍ଷରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସ ପାଳିତ

ବିଶ୍ଵହିନ୍ଦୁ ପରିଷଦ ଧାକୁଲେଇ ପ୍ରଖଣ୍ଡ ପକ୍ଷରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସ ପାଳିତ

September 7, 2026
ନୁଆଁଖାଇ ଭେଟ ପ୍ରସ୍ତୁତି ବୈଠକ

ନୁଆଁଖାଇ ଭେଟ ପ୍ରସ୍ତୁତି ବୈଠକ

September 7, 2026
ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ

ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି ଓ ଓଡ଼ିଶାର ବିଧାୟିକାଗଣ

September 7, 2026
Soulful Sarod of Virtuoso Pt. Tejendra Majumdar and Captivating Odissi by Smt

୩୨ତମ ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଦ୍ୱିତୀୟ ସନ୍ଧ୍ୟା

September 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଶ୍ଵହିନ୍ଦୁ ପରିଷଦ ଧାକୁଲେଇ ପ୍ରଖଣ୍ଡ ପକ୍ଷରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସ ପାଳିତ

ବିଶ୍ଵହିନ୍ଦୁ ପରିଷଦ ଧାକୁଲେଇ ପ୍ରଖଣ୍ଡ ପକ୍ଷରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସ ପାଳିତ

September 7, 2026
ନୁଆଁଖାଇ ଭେଟ ପ୍ରସ୍ତୁତି ବୈଠକ

ନୁଆଁଖାଇ ଭେଟ ପ୍ରସ୍ତୁତି ବୈଠକ

September 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version