ବାଲିଗୁଡା (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସ କୁ ମିଳିଛି ଏକ ବଡ଼ ସଫଳତା l ଦୁଇ ଦିନରେ ୪୦୫୬ କେଜି ବେଆଇନ ଗଞ୍ଜେଇ ଜବତ ପୋଲିସ କରିଛି । ଏସପି ହରିଶ୍ ବିଶିଙ୍କ ନିର୍ଦ୍ଦେଶ କ୍ରମେ ସମଗ୍ର ଜିଲ୍ଲାକୁ ଗଞ୍ଜେଇ ମୁକ୍ତ କରିବା ଲକ୍ଷ୍ୟ ନେଇ ବିଭିନ୍ନ ଥାନା ପକ୍ଷରୁ ବେଆଇନ ଗଞ୍ଜେଇ ଚାଷ ଓ ଚାଲାଣ ଉପରେ ଚଢ଼ଉ ଜାରି ରଖି ନଷ୍ଟ କରାଯାଉଛି l














