• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୟୂରଝାଲିଆ ଗ୍ରାମର ସଫଳ ଯୁବଚାଷୀ ବେଲେଶ୍ୱର କଳସ

Proprietor Abhimanyu Maharana by Proprietor Abhimanyu Maharana
March 31, 2026
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ମୟୂରଝାଲିଆ ଗ୍ରାମର ସଫଳ ଯୁବଚାଷୀ ବେଲେଶ୍ୱର କଳସ
Share on FacebookShare on TwitterWhatsapp

ରଣପୁର (ଓଡ଼ିଶା ତାଜା ନ୍ୟୁଜ୍) (ନି. ପ୍ର ) :- ନୟାଗଡ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ମୟୂରଝାଲିଆ ଗାଁର ଯୁବ ଚାଷୀ ବେଲେଶ୍ୱର କଳସ ।ନିଜ ଇଛା ଶକ୍ତି ବଳରେ ଫଳାଇଛନ୍ତି ସୁନାର ଫସଲ । ଚାକିରି ପଛରେ ନପଡ଼ି ପ୍ରଥମେ ଅଧା ଏକର ଜମିରେ ମକା ଚାଷ ଆରମ୍ଭ କରିଥିଲେ । ଏଥରୁ ଭଲ ଲାଭ ମିଳୁଥିବା ବେଳେ ସ୍ଥାନୀୟ ଅଂଚଳରେ ଏବେ ସେ ଜଣେ ସଫଳ ଚାଷୀ ଭାବେ ନିଜର ପରିଚୟ ସୃଷ୍ଟି କରିଛନ୍ତି । ନିଜେ ୧. ୫ଲକ୍ଷ ରୁ ୨ଲକ୍ଷ ଟଙ୍କା ଖର୍ଚ୍ଚ କରି ଚାଷରୁ ବର୍ଷକୁ ପାଖାପାଖୁ ୫ରୁ ୬ ଲକ୍ଷ ଟଙ୍କାର ରୋଜଗାର କରିପାରୁଛନ୍ତି । ନିଜେ ଆତ୍ମନିର୍ଭରଶୀଳ ହେବା ସହ ଅନ୍ୟ ୭ଟି ପରିବାରକୁ ସେ ରୋଜଗାର ଦେଇପାରୁଛନ୍ତି ।

ଏବେ ସେ ୪ଏକର ଜମିରେ ଉନ୍ନତ ଜ୍ଞାନ କୌଶଳରେ , କାକୁଡ଼ି, ଫୁଲକୋବି, ବନ୍ଧା କୋବି,ବୋଦୀ, ,କଖାରୁ ଓ ମକା ଚାଷ କରିଛନ୍ତି । ତାଙ୍କ ଜମିରୁ ଉତ୍ପାଦିତ ହେଉଥିବା ପନିପରିବା ସେ ସ୍ଥାନୀୟ ବଜାର ସହ ଅନ୍ୟ ଅଞ୍ଚଳକୁ ମଧ୍ୟ ପଠାଉଛନ୍ତି । ତାଙ୍କ ଜମିରେ ୭ରୁ ୮ଜଣ ଶ୍ରମିକ କାମ କରି ରୋଜଗାର କରିପାରୁଛନ୍ତି । ପୂର୍ବରୁ ଏହି ଶ୍ରମିକମାନଙ୍କୁ ରୋଜଗାର କରିବା ପାଇଁ ବାହାର ରାଜ୍ୟକୁ ଯିବାକୁ ପଡୁଥିଲା । ବେଲେଶ୍ୱରଙ୍କ ଜମିରେ କାମ କରି ରୋଜଗାର କରିପାରୁଥିବାରୁ ସେମାନେ ଖୁସି ପ୍ରକାଶ କରିଛନ୍ତି ।ନିଜ ପୁଅର ସଫଳତା ଦେଖି ବେଶ ଖୁସି ଅଛନ୍ତି ବେଲେଶ୍ୱର କଳାସଙ୍କ ମାଆ ।

ଚାଷ କରି ସଫଳତା ପାଇଥିବାରୁ ଯୁବ ଶ୍ରୀ କଳସଙ୍କୁ ସାଧୁବାଦ ଜଣାଇଛନ୍ତି ସ୍ଥାନୀୟ ବୁଦ୍ଧିଜୀବୀ ଓ ମୟୂରଝାଲିଆ ଗ୍ରାମପଞ୍ଚୟତ ସରପଞ୍ଚ ସୁଶାନ୍ତ କୁମାର କଳସ ! ବେଲେଶ୍ୱର କଳସଙ୍କ କହିବା ଅନୁସାରେ ଯଦି ରଣପୁର କୃଷି ବିଭାଗ ତରଫୁରୁ ଆର୍ଥିକ ସହାୟତା ସହିତ ସମନ୍ଵୟରକ୍ଷା କରି ସମସ୍ତ ସରକାରୀ ସୁବିଧା ସୁଯୋଗ ମିଳନ୍ତା ତେବେ ଚାଷରୁ ମଧ୍ୟ ଜଣେ ଚାକିରିଆଙ୍କ ଭଳି ଭଲ ଅର୍ଥ ଉପାର୍ଜନ କରିପାରିବେ । ଆଜି ସେ ମୟୂରଝାଲିଆ ଅଞ୍ଚଳର ଅନ୍ୟ ଚାଷୀଙ୍କ ପାଇଁ ଜଣେ ସଫଳ ପଥପ୍ରଦର୍ଶକ ସାଜିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026
ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version