• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

Proprietor Abhimanyu Maharana by Proprietor Abhimanyu Maharana
April 4, 2026
in ଓଡ଼ିଶା, ଗଜପତି, ହୋମ୍
0
ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’
Share on FacebookShare on TwitterWhatsapp

ଆର, ଉଦୟଗିରି  (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି ଗଜପତି ଜିଲା ମୋହନା ଅଞ୍ଚଳର ରମେଶ ରଣସିଂ । ଜଣେ ପରୋପକାରୀ ସମାଜସେବୀ ଭାବେ ପରିଚିତ ରମେଶଙ୍କ ମୃତ୍ୟୁ ପରେ ତାଙ୍କ ପରିବାର ପକ୍ଷରୁ ଅଙ୍ଗଦାନ କରାଯାଇ ମାନବିକତାର ଏକ ଅନନ୍ୟ ଉଦାହରଣ ସୃଷ୍ଟି କରାଯାଇଛି । ଏହି ମହତ କାର୍ଯ୍ୟ ପାଇଁ ରାଜ୍ୟ ସରକାରଙ୍କ ନିୟମ ଅନୁଯାୟୀ ଜିଲା ପ୍ରଶାସନ ପକ୍ଷରୁ ତାଙ୍କୁ ‘ଗାର୍ଡ ଅଫ ଅନର’ ପ୍ରଦାନ କରାଯାଇଛି ।

ସୂଚନା ଅନୁଯାୟୀ, ମୋହନା ଥାନା ଅନ୍ତର୍ଗତ ଜାଲିବାଡି ଗାଁର ୬୩ ବର୍ଷୀୟ ରମେଶ ରଣସିଂ ଗତ ମାର୍ଚ୍ଚ ୩୧ ତାରିଖରେ ବାଇକ୍ ଯୋଗେ ଯାଉଥିବା ବେଳେ ବଡ଼ସିନ୍ଧବା ଗାଁ ନିକଟରେ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ବ୍ରହ୍ମପୁର ବଡ଼ ମେଡ଼ିକାଲ ଓ ପରେ ଶ୍ରୀକାକୁଲମର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ଗତ ବୁଧବାର ଡାକ୍ତର ତାଙ୍କୁ ‘ବ୍ରେନ୍ ଡେଡ୍’ ବୋଲି ଘୋଷଣା କରିଥିଲେ ।

ବାପାଙ୍କ ମୃତ୍ୟୁ ପରେ ମଧ୍ୟ ସେ ଅନ୍ୟମାନଙ୍କ ମଧ୍ୟରେ ଜୀବିତ ରୁହନ୍ତୁ, ଏହି ଉଦ୍ଦେଶ୍ୟ ରଖି ପରିବାର ପକ୍ଷରୁ ଅଙ୍ଗଦାନ ପାଇଁ ନିଷ୍ପତ୍ତି ନିଆଯାଇଥିଲା। ରମେଶଙ୍କ ଲିଭର, କିଡନୀ ଓ ହାର୍ଟ ଦାନ କରାଯାଇଛି, ଯାହା ଅନ୍ୟ ରୋଗୀଙ୍କୁ ନୂତନ ଜୀବନ ଦେବାରେ ସହାୟକ ହେବ। ଏନେଇ ପୁଅ ବସନ୍ତ କୁମାର ରଣସିଂ କହିଛନ୍ତି ଯେ, “ବାପା ଆମକୁ ଛାଡି ଚାଲିଯାଇଥିଲେ ମଧ୍ୟ ତାଙ୍କ ଅଙ୍ଗଦାନ ପାଇଁ ଆମେ ଗର୍ବିତ।”

ରମେଶଙ୍କ ପଛରେ ୭ ଝିଅ ଓ ଜଣେ ପୁଅ ଥିବା ବେଳେ ତାଙ୍କ ବିୟୋଗରେ ସାରା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ଆଜି ଗାଁରେ ତାଙ୍କ ପାର୍ଥିବ ଶରୀର ପହଞ୍ଚିବା ପରେ ଜିଲା ପ୍ରଶାସନ ପକ୍ଷରୁ ସମ୍ପୂର୍ଣ୍ଣ ସରକାରୀ ସମ୍ମାନର ସହ ଗାର୍ଡ ଅଫ ଅନର ଦିଆଯାଇଥିଲା । ଜଣେ ଚାଷୀ ତଥା ସମାଜସେବୀ ଭାବେ ରମେଶଙ୍କ ଏହି ବଳିଦାନ ସବୁଦିନ ପାଇଁ ସ୍ମରଣୀୟ ହୋଇ ରହିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ ଜିଲ୍ଲାର ସାହିତ୍ୟିକ ପରିଚୟ ପୁସ୍ତକ ଲୋକାର୍ପିତ

ନୟାଗଡ଼ ଜିଲ୍ଲାର ସାହିତ୍ୟିକ ପରିଚୟ ପୁସ୍ତକ ଲୋକାର୍ପିତ

August 3, 2026
ପୁରୀ ଜିଲ୍ଲା ରେ ୧୪ ଟି ପଞ୍ଚାୟତ ର ୧୯ ଟି ଗ୍ରାମ ବନ୍ୟା ପ୍ରଭାବିତ

ପୁରୀ ଜିଲ୍ଲା ରେ ୧୪ ଟି ପଞ୍ଚାୟତ ର ୧୯ ଟି ଗ୍ରାମ ବନ୍ୟା ପ୍ରଭାବିତ

August 3, 2026
ଜ୍ଞାନ ବିଜ୍ଞାନ ମେଳା

ଜ୍ଞାନ ବିଜ୍ଞାନ ମେଳା

August 3, 2026
ଦେବୀ ନଦୀର କଣ୍ଟିସାଳ ଠାରେ ବନ୍ଧରୁ ଖସୁଛି ଅତଡ଼ା : ଭୟବିତ ଗ୍ରାମବାସୀ

ଦେବୀ ନଦୀର କଣ୍ଟିସାଳ ଠାରେ ବନ୍ଧରୁ ଖସୁଛି ଅତଡ଼ା : ଭୟବିତ ଗ୍ରାମବାସୀ

August 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ ଜିଲ୍ଲାର ସାହିତ୍ୟିକ ପରିଚୟ ପୁସ୍ତକ ଲୋକାର୍ପିତ

ନୟାଗଡ଼ ଜିଲ୍ଲାର ସାହିତ୍ୟିକ ପରିଚୟ ପୁସ୍ତକ ଲୋକାର୍ପିତ

August 3, 2026
ପୁରୀ ଜିଲ୍ଲା ରେ ୧୪ ଟି ପଞ୍ଚାୟତ ର ୧୯ ଟି ଗ୍ରାମ ବନ୍ୟା ପ୍ରଭାବିତ

ପୁରୀ ଜିଲ୍ଲା ରେ ୧୪ ଟି ପଞ୍ଚାୟତ ର ୧୯ ଟି ଗ୍ରାମ ବନ୍ୟା ପ୍ରଭାବିତ

August 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version