• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଖୋର୍ଦ୍ଧାରେ ଗ୍ରୁପ୍ ନିର୍ମଲ ଆଲୁମିନିୟମ କାରଖାନାର ଭୂମିପୂଜନ

Proprietor Abhimanyu Maharana by Proprietor Abhimanyu Maharana
April 9, 2026
in ଓଡ଼ିଶା, ଖୋର୍ଦ୍ଧା, ବାଣିଜ୍ୟ, ମହାନଗର, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଖୋର୍ଦ୍ଧାରେ ଗ୍ରୁପ୍ ନିର୍ମଲ ଆଲୁମିନିୟମ କାରଖାନାର ଭୂମିପୂଜନ
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- ଷ୍ଟିଲ ଓ ଆଲୁମିନିୟମ ୱୟାର ପ୍ରଡକ୍ଟଗୁଡିକର ଏକ ଅଗ୍ରଣୀ ନିର୍ମାତା ଗ୍ରୁପ, ନିର୍ମଲ ପକ୍ଷରୁ ଖୋର୍ଦ୍ଧାରେ ୧୫୦ କୋଟି ଟଙ୍କା ମୂଲ୍ୟର ନୂତନ ଉତ୍ପାଦନ କାରଖାନାର ଭୂମିପୂଜନ କରାଯାଇଛି । ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ, ଶ୍ରୀ ମୋହନ ଚରଣ ମାଝୀ ଆଜି ଭର୍ଚୁଆଲ ମାଧ୍ୟମରେ ଖୋର୍ଦ୍ଧାସ୍ଥିତ ନିର୍ମଲ ୱୟାର୍‌ସ ପ୍ରାଇଭେଟ ଲିମିଟେଡ, ୟୁନିଟ୍ ୪ର ଉତ୍ପାଦନ କାରଖାନାର ଭୂମିପୂଜନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ଏହି କାର୍ଯ୍ୟକ୍ରମ ଇଣ୍ଡଷ୍ଟ୍ରିଆଲ ପ୍ରମୋସନ ଆଣ୍ଡ ଇନ୍‌ଭେଷ୍ଟମେଂଟ କର୍ପୋରେଶନ ଅଫ ଓଡିଶା ଦ୍ୱାରା ଆୟୋଜିତ ଏକ ବ୍ୟବସାୟ ପ୍ରୋତ୍ସାହନ ସମ୍ମିଳନୀ ସମୟରେ ଆୟୋଜିତ ହୋଇଥିଲା ।

ଏଠାରେ ଗ୍ରୁପ ନିର୍ମଲର ପରିଚାଳନା ନିର୍ଦ୍ଦେଶକ ନିର୍ମଲ ସରାଫଙ୍କ ସହିତ ନିର୍ଦ୍ଦେଶକ ପିୟୁଷ ସରାଫ ଓ ପରାଗ ସରାଫ ଉପସ୍ଥିତ ଥିଲେ । ୧୪୨ତମ ଷ୍ଟେଟ ଲେଭେଲ ସିଙ୍ଗଲ ୱିଣ୍ଡୋ କ୍ଲିଅରାନ୍ସ ଅଥୋରିଟି (ଏସଏଲଏସଡବ୍ଲ୍ୟୁସିଏ) ବୈଠକରେ ଔପଚାରିକ ଅନୁମୋଦନ ମିଳିବା ପରେ କମ୍ପାନୀ ନିଜର ଆଲୁମିନିୟମ ଉତ୍ପାଦନ କ୍ଷମତା ବୃଦ୍ଧି କରିବା ପାଇଁ ଏହି କାରଖାନାରେ ୧୫୦ କୋଟି ଟଙ୍କାର ପୁଞ୍ଜି ବିନିଯୋଗ କରିଛି । ଏସମ୍ପର୍କରେ ଗ୍ରୁପ ନିର୍ମଲର ନିର୍ଦ୍ଦେଶକ ପିୟୁଷ ସରାଫ କହିଛନ୍ତି, “ଓଡିଶାର ପ୍ରଗତିଶୀଳ ନୀତି, ରଣନୈତିକ ଅବସ୍ଥିତି ଓ ଦକ୍ଷ କର୍ମବଳ ଏହାକୁ ଶିଳ୍ପ ଅଭିବୃଦ୍ଧି ପାଇଁ ଏକ ଆକର୍ଷଣୀୟ ଗନ୍ତବ୍ୟସ୍ଥଳୀରେ ପରିଣତ କରୁଛି ।

ଖୋର୍ଦ୍ଧାରେ ଆମର ନିବେଶ ରାଜ୍ୟରେ ଆମର ଆତ୍ମବିଶ୍ୱାସକୁ ସୁଦୃଢ କରିବା ସହ ଉଭୟ ଘରୋଇ ଓ ଆନ୍ତର୍ଜାତୀୟ ବଜାରରେ ସେବା ପ୍ରଦାନ କରିବା ପାଇଁ ଆମର କ୍ଷମତାକୁ ମଜବୁତ କରିଛି ।” ଏହି ସମ୍ପ୍ରସାରଣ କମ୍ପାନୀର ମାସିକ ଉତ୍ପାଦନରେ ୫୦୦୦ ଟନ ବୃଦ୍ଧି କରିବ, ଯାହା ପାୱାର ଟ୍ରାନ୍ସମିଶନ, ଭିତିଭୂମି ଓ ନବୀକରଣଯୋଗ୍ୟ ଶକ୍ତି ଭଳି ଉଚ୍ଚ ଚାହିଦାପୂର୍ଣ୍ଣ କ୍ଷେତ୍ରଗୁଡିକର ଆବଶ୍ୟକତା ପୂରଣ କରିବା ପାଇଁ କମ୍ପାନୀର କ୍ଷମତା ବୃଦ୍ଧି କରିବ । ଏଥିସହିତ ଏହା ରାଜ୍ୟରେ ପ୍ରାୟ ୩୦୦ ନିଯୁକ୍ତ ସୃଷ୍ଟି କରିବ ବୋଲି ଆଶା କରାଯାଉଛି ।

୫୦ ଏକର ଜମିରେ ପରିବ୍ୟାପ୍ତ ଖୋର୍ଦ୍ଧା ୟୁନିଟ ହେଉଛି ଗ୍ରୁପ ନିର୍ମଲର ଅନ୍ୟତମ ସର୍ବବୃହତ କାରଖାନା ଯାହା ବର୍ତମାନ ବାର୍ଷିକ ୬୦,୦୦୦ ଟନର ଆଲୁମିନିୟମ ଉତ୍ପାଦ ଉତ୍ପାଦନ କ୍ଷମତା ବହନ କରୁଛି । ଏହି ସମ୍ପ୍ରସାରଣ ଏଏସିଏସଆର, ଏସିଏଆର ଓ ଏସିଏସଏସ ଭଳି ଆଡ୍‌ଭାନ୍ସଡ କଣ୍ଡକ୍ଟରଗୁଡିକର ଆରମ୍ଭ କରିବ । ଏହି ଖୋର୍ଦ୍ଧା କାରଖାନା କାର୍ଯ୍ୟକ୍ରମରେ ଉଦ୍‌ଘାଟନ ପାଇଁ ସୂଚୀବଦ୍ଧ ହୋଇଥିବା ୧୧ଟି ପ୍ରକଳ୍ପ ମଧ୍ୟରେ ଅନ୍ତର୍ଭୁକ୍ତ ଥିଲା ଯାହା ଓଡିଶାର ବିସ୍ତୃତ ଶିଳ୍ପ ବିକାଶ ଏଜେଣ୍ଡାରେ ଏହାର ମହତ୍ୱକୁ ସୂଚିତ କରୁଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

ଶ୍ରମ କୋଡ ପ୍ରତ୍ଯାହାର ଦାବିରେ ସିଟୁର ବିକ୍ଷୋଭ

April 23, 2026
କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

କୋଷ୍ଟାଲ ମାରାଥନ ଓଡିଶା ପର୍ଯ୍ୟଟନ କୁ ଅଧିକ ଋଦ୍ଧିମନ୍ତ କରିବ

April 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Vigilance Day against Child Marriage on the Occasion of Akshaya Tritiya

ଅକ୍ଷୟ ତୃତୀୟା ଅବସରରେ ବାଲ୍ୟ ବିବାହ ବିରୋଧରେ ସତର୍କତା ଦିବସ ପାଳିତ

April 23, 2026
Vigilance Day against Child Marriage on the Occasion of Akshaya Tritiya

Vigilance Day against Child Marriage on the Occasion of Akshaya Tritiya

April 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version