ବାଲିଗୁଡା (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ଯାଳୟ ଯୁବ ରେଡକ୍ରସ୍ ଓ ଜାତୀୟ ସେବା ଯୋଜନାର ମିଳିତ ପ୍ରଚେଷ୍ଟାରେ ଓଡିଆ ପକ୍ଷ ଅବସରରେ ଆୟୋଜିତ ରକ୍ତଦାନ ଶିବିରରେ ୧୫ ୟୁନିଟ୍ ରକ୍ତ ସଂଗ୍ରହ ହୋଇଛି l ଅଧ୍ଯକ୍ଷ ତଥା ଯୁବ ରେଡକ୍ରସ୍ ଜିଲ୍ଲା ସଂଯୋଜକ ଡ.ବିଭୂତି ଭୂଷଣ ଆଚାର୍ଯ୍ୟଙ୍କ ଆବାହକତ୍ୱରେ କାଉନସେଲର ମାନସ ରଂଜନ ପ୍ରଧାନ,














