• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଡା ସୁରକ୍ଷା ମଧ୍ୟରେ ପୁନରାରମ୍ଭ ହୋଇଛି ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ଗଚ୍ଛିତ ଅଳଙ୍କାର ଓ ମୂଲ୍ୟବାନ ସାମଗ୍ରୀର ଗଣତି ପ୍ରକ୍ରିୟା : ଗଣତି ପ୍ରକ୍ରିୟାରେ ଶ୍ରୀ ଶ୍ରୀ ଗଜପତି ମହାରାଜ ଙ୍କ ତଦାରଖ

Proprietor Abhimanyu Maharana by Proprietor Abhimanyu Maharana
April 11, 2026
in ଓଡ଼ିଶା, ପୁରୀ, ହୋମ୍
0
କଡା ସୁରକ୍ଷା ମଧ୍ୟରେ ପୁନରାରମ୍ଭ ହୋଇଛି ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ଗଚ୍ଛିତ ଅଳଙ୍କାର ଓ ମୂଲ୍ୟବାନ ସାମଗ୍ରୀର ଗଣତି ପ୍ରକ୍ରିୟା : ଗଣତି ପ୍ରକ୍ରିୟାରେ ଶ୍ରୀ ଶ୍ରୀ ଗଜପତି ମହାରାଜ ଙ୍କ ତଦାରଖ
Share on FacebookShare on TwitterWhatsapp

ପୁରୀ,୮ /୪ -ରାଜ୍ୟ ସରକାରଙ୍କ ଅନୁମୋଦିତ ବ୍ୟବସ୍ଥାଭଳି ( SOP) ଆଧାରରେ ଗତ ୨୫ ମାର୍ଚ୍ଚ ,୨୦୨୬ ଧାର୍ଯ୍ୟ ଅପରାହ୍ନ ୧୨.୦୯ ଶୁଭ ମୁହୂର୍ତ୍ତରେ ଚଳନ୍ତି ରତ୍ନଭଣ୍ଡାରରେ ଗଚ୍ଛିତ ଅଳଙ୍କାର ମୂଲ୍ୟବାନ ସାମଗ୍ରୀର କଡା ସୁରକ୍ଷା ମଧ୍ୟରେ ପବିତ୍ରତା ରକ୍ଷା ପୂର୍ବକ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ରତ୍ନଭଣ୍ଡାର ଦ୍ଵାର ଖୋଲାଯାଇ ଗଣତି କାର୍ଯ୍ୟର ଶୁଭାରମ୍ଭ କରାଯାଇଥିଲା। ଆଜି ଏପ୍ରିଲ ୮,୨୦୨୬ ବୁଧବାର ଦିନଠାରୁ କଡ଼ା ସୁରକ୍ଷା ମଧ୍ୟରେ ପୁନରାରମ୍ଭ ହୋଇଛି ଶ୍ରୀମନ୍ଦିର ରତ୍ନ ଭଣ୍ଡାରରେ (ବାହାର ରତ୍ନଭଣ୍ଡାର) ଗଚ୍ଛିତ ଅଳଙ୍କାର ଓ ମୂଲ୍ୟବାନ ସାମଗ୍ରୀର ଗଣତି ପ୍ରକ୍ରିୟା।

ରତ୍ନଭଣ୍ଡାର ଅଳଙ୍କାର ଆଦିର ଗଣତି କାର୍ଯ୍ୟ ପାଇଁ ପ୍ରାଧିକୃତ ସଦସ୍ୟ ମାନେ ଶ୍ରୀମନ୍ଦିର କାର୍ଯ୍ୟାଳୟ ସଭାକକ୍ଷ ଠାରେ ଧାର୍ଯ୍ୟ ସମୟରେ ଉପସ୍ଥିତ ହେବାପରେ, ରତ୍ନଭଣ୍ଡାର ସମ୍ପର୍କିତ ତଥ୍ୟର ଗୋପନୀୟତା ରକ୍ଷା ସମ୍ପର୍କରେ ବିଶେଷ କରି ଗଣତି ପ୍ରକ୍ରିୟାରେ ନୂତନ ଭାବେ ସାମିଲ ହୋଇଥିବା ପ୍ରାଧିକୃତ ସଦସ୍ୟକୁ ମାନଙ୍କୁ ରତ୍ନଭଣ୍ଡାର ଗଣତି ପ୍ରକ୍ରିୟାରେ ନିଷ୍ଠାର ସହ କାର୍ଯ୍ୟ ସମ୍ପାଦନ ସମ୍ପର୍କରେ କିପରି ଗୋପନୀୟତା ରକ୍ଷାପାଇଁ ଅଙ୍ଗୀକାରବଦ୍ଧ ହେବା ସେ ସମ୍ପର୍କରେ ସମ୍ୟକ ସୂଚନା ମୁଖ୍ୟ ପ୍ରଶାସକ ଦେବାପରେ ସମସ୍ତ ପ୍ରାଧିକୃତ ସଦସ୍ୟ ମାନେ ରତ୍ନଭଣ୍ଡାର ସମ୍ପର୍କିତ ତଥ୍ୟର ଗୋପନୀୟତା ରକ୍ଷା ପାଇଁ ଘୋଷଣାନାମା ଦେବାପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ,

ଡ଼. ଅରବିନ୍ଦ ପାଢୀ ଏବଂ ରତ୍ନଭଣ୍ଡାର ପାଇଁ ଗଠିତ ଉଚ୍ଚସ୍ଥରୀୟ କମିଟିର ଅଧକ୍ଷ ଙ୍କ ନେତୃତ୍ୱରେ ଜିଲାପାଳ,ଆରକ୍ଷୀ ଅଧିକ୍ଷକ ଅଧିକୃତ ବରିଷ୍ଠ ଅଧିକାରୀ,ଛତିଶା ନିଯୋଗ ନାୟକ, ରତ୍ନଭଣ୍ଡାର ସବ କମିଟି ସେବକ ସଦସ୍ୟ ଏବଂ ସମସ୍ତ ସହଯୋଗୀ ପୂର୍ବାହ୍ନ ଘ.୧୦.୫୦ ମିନିଟରେ ଶ୍ରୀମନ୍ଦିରକୁ ପ୍ରଦେଶ କରିଥିଲେ । ଶ୍ରୀମନ୍ଦିର ରତ୍ନଭଣ୍ଡାର କୁ ପ୍ରବେଶ ପୂର୍ବରୁ ପ୍ରାଧିକୃତ୍ ସମସ୍ତ ସଦସ୍ୟ ବୃନ୍ଦ ପାରମ୍ପରିକ ପୋଷାକ ପରିଧାନ ପରେ ମୁଖ୍ୟ ପ୍ରଶାସକ ପ୍ରଧିକୃତ୍ ସଦସ୍ୟ ଵୃନ୍ଦଙ୍କୁ ରତ୍ନ ଭଣ୍ଡାର ଭିତରକୁ କୌଣସି ଧାତବ ଜିନିଷ ନିଜ ପାଖରେ ଥିଲେ

ତାହାକୁ ବାହାରେ ରଖିବାକୁ ପୁନଃ ପରାମର୍ଶ ଦେବାସହ ପରମ୍ପରା ମୁତାବକ କାର୍ଯ୍ୟ କରିବାକୁ ସତର୍କ କଲାପରେ ସମସ୍ତ ପ୍ରାଧିକୃତ ସଦସ୍ୟ ବ୍ରୁନ୍ଦଙ୍କୁ ନେଇ ସମସ୍ତ ଗଣତି ପ୍ରକ୍ରିୟା ନିୟମ ପ୍ରକାରେ ଶୃଙ୍ଖଳାର ସହ ସଂପାଦନ ପାଇଁ ଆଶିଷ ନେବାକୁ ମୁଖ୍ୟ ପ୍ରଶାସକ ସମସ୍ତ ସହଯୋଗୀ ସଦସ୍ୟ ବୃନ୍ଦଙ୍କ ସହ ମା ‘ ବିମଳା ,ମା ‘ ଭୁବନେଶ୍ୱରୀ , ମା ‘ ବେଢ଼ା କାଳୀ ଶେଷରେ ମା ‘ ଲକ୍ଷ୍ମୀ ଠାକୁରାଣୀଙ୍କ ଦର୍ଶନ ଆଶିଷ ଆଣିବା ପାରେ ବେହରଣ ଦ୍ଵାର ନିକଟରେ ସୁରକ୍ଷା ଦୃଷ୍ଟିରୁ ସ୍ଥାପିତ ମେଟାଲ ଡିଟେକ୍ଟଟର ଦ୍ବାରା ଯାଞ୍ଚ ପୂର୍ବକ ଗଣତି ପ୍ରକ୍ରିୟାରେ ସାମିଲ ସଦସ୍ୟ ମାନେ ଭିତରକୁ ପ୍ରବେଶ କରିଥିଲେ।

ମାଜିଷ୍ଟ୍ରେଟ ଙ୍କ ଉପସ୍ଥିତିରେ ଘ.୧୧.୫୫ ମିନିଟରେ ବାହାର ରତ୍ନଭଣ୍ଡାର ଖୋଲାଯାଇ ଥିଲା, ବାହାର ରତ୍ନ ଭଣ୍ଡାରରୁ ଭଣ୍ଡାର ମେକାପ ଯୋଗାଉଥିବା ଅଳଙ୍କାର ଆଦିର ଆଜିର ଗଣତି ପ୍ରକ୍ରିୟାରେ ସାମିଲ ବଣିଆ ସଦସ୍ୟ, ଜେମୋଲୋଜିଷ୍ଟ ଏବଂ ଓଜନମାପ ଅଧିକାରୀ ସଦସ୍ୟବୃନ୍ଦ ଙ୍କ ଯାଞ୍ଚ ପୂର୍ବକ ସଠିକ୍ ଢଙ୍ଗରେ ସମସ୍ତ ପ୍ରକ୍ରିୟା ଆରମ୍ଭ ଦିନ ପରି ସଂପାଦନ ସହ ଗଣତି ଅଳଙ୍କାର ଗୁଡ଼ିକର ଫୋଟୋଗ୍ରାଫି, ଭିଡିଓଗ୍ରାଫି ସହ E – Catalogue କରାଯାଇଥିଲା

ଆଜିର ରତ୍ନଭଣ୍ଡାର ଗଣତି ପ୍ରକ୍ରିୟା ଶେଷ ପରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ରତ୍ନଭଣ୍ଡାର ଦ୍ଵାର ବନ୍ଦ କରାଯାଇ ମୁଦ ଦିଆଯାଇଥିଲା, ଉକ୍ତ ପ୍ରକ୍ରିୟାର ସମସ୍ତ ରେକଡିଂ ଡାଟା ଚିପ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଶାଖ କାର୍ଯ୍ୟାଳୟ ଷ୍ଟ୍ରଙ୍ଗ ରୁମରେ ସୁରକ୍ଷିତ ଭାବେ ରଖାଯାଇଥିଲା । ଏଠାରେ ସୂଚନା ଏହିକି ରତ୍ନଭଣ୍ଡାର ଗଣତି ସମ୍ପର୍କିତ ବୈଠକ ରେ ଆଲୋଚିତ ନିଷ୍ପତି ଅନୁଯାଇ ଶନିବାର ଦିନ ମଧ୍ୟ ରତ୍ନ ଭଣ୍ଡାର କାର୍ଯ୍ୟ ଚାଲୁ ରହିବ

ପରବର୍ତ୍ତୀ ସମୟରେ ଭିତର ଚନ୍ଦନ ଯାତ୍ରା ସମୟରେ ଯେତିକି ସମୟ ମିଳିବ ଶ୍ରୀମନ୍ଦିର କମାଣ୍ଡର ଠାରୁ ପରାମର୍ଶ ତଥା ଛତିଶା ନିଯୋଗ ଙ୍କ ସହ ଆଲୋଚନା ମତେ ରତ୍ନଭଣ୍ଡାର ଗଣତି କାର୍ଯ୍ୟ ଚାଲୁରହିବ ସରକାରଙ୍କ ମାର୍ଗ ଦର୍ଶିକା ପ୍ରକାରେ ସମସ୍ତ ନିୟମ ପାଳନ ପୂର୍ବକ ଆଜିର ଗଣତି ପ୍ରକ୍ରିୟା ନିର୍ବିଘ୍ନରେ ଶେଷ ହୋଇଥିବାରୁ ସମସ୍ତ ସେବକ,ନିୟୋଜିତ ଅଧିକାରୀ ବ୍ୟକ୍ତି ବିଶେଷ ତଥା ଭକ୍ତ ମାନଙ୍କର ଅକୁଣ୍ଠିତ ସହୋଯୋଗ ପାଇଁ କୃତଜ୍ଞତା ଜ୍ଞାପନ ପାରିଛନ୍ତି ମୁଖ୍ୟ ପ୍ରଶାସକ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

ଜଗନ୍ନାଥଙ୍କୁ ପଛ କରି ଭକ୍ତଙ୍କୁ ଦର୍ଶନ ଦେଲେ ମନ୍ତ୍ରୀ

June 30, 2026
ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

ପୋଲିସ ପକ୍ଷରୁ ବୃଦ୍ଧ ବୃଦ୍ଧା ଓ ଭିନ୍ନକ୍ଷମ ମାନଙ୍କୁ ଦର୍ଶନ

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

June 30, 2026
ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

ରଥଖଳାରେ ରଥନିର୍ମାଣ ଶୈଳୀ ଦେଖିଲେ ମୂଖ୍ଯମନ୍ତ୍ରୀ

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version