• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୬ସହ କୋଟି ଟଙ୍କା ବ୍ୟୟରେ ଭୁବନେଶ୍ୱର ବିଦ୍ୟୁତ ଶକ୍ତି ବ୍ୟବସ୍ଥାର ସମ୍ପ୍ରସାରଣ : ମୁଖ୍ୟ ମନ୍ତ୍ରୀଙ୍କ କରକମଳରେ ଲୋକାର୍ପିତ

Proprietor Abhimanyu Maharana by Proprietor Abhimanyu Maharana
April 12, 2026
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
୬ସହ କୋଟି ଟଙ୍କା ବ୍ୟୟରେ ଭୁବନେଶ୍ୱର ବିଦ୍ୟୁତ ଶକ୍ତି ବ୍ୟବସ୍ଥାର ସମ୍ପ୍ରସାରଣ : ମୁଖ୍ୟ ମନ୍ତ୍ରୀଙ୍କ କରକମଳରେ ଲୋକାର୍ପିତ
Share on FacebookShare on TwitterWhatsapp

ଭୁବନେଶ୍ଵର (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ ପ୍ରାୟ ୬ସହ କୋଟି ଟଙ୍କା ବ୍ୟୟରେ ଭୁବନେଶ୍ୱର ସ୍ଥିତ ବାଲିଅନ୍ତା, ଓ ସତ୍ୟନଗର ଏଵଂ ଏସସିବି ମେଡିକାଲ ପରିସରରେ ନିର୍ମିତ ୩ଟି ଅତିଉଚ୍ଚ କ୍ଷମତା ସଂପନ୍ନ ଗ୍ରିଡ ସବ୍ ଷ୍ଟେସନ ରାଜ୍ୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ ଆଜି ଅପରାହ୍ନରେ ଲୋକାର୍ପଣ ବାଲିଅନ୍ତା ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଲୋକାର୍ପଣ ଉତ୍ସବରେ ଉପ ମୁଖ୍ୟମନ୍ତ୍ରୀ ତଥା ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଭୁବନେଶ୍ୱର ସାଂସଦ ଶ୍ରୀମତୀ ଅପରାଜିତା ଷଡଙ୍ଗୀ, ଜୟଦେବ ବିଧାୟକ ନବକିଶୋର ମଲିକ, ଓପିଟିସିଏଲ ର ଅଧ୍ୟକ୍ଷ ଭାସ୍କର ଶର୍ମା, ଓ ଜିଲ୍ଲାପାଳ ଅମୃତ ଋତୁରାଜ, ପ୍ରମୁଖ ଉପସ୍ଥିତ ଥିଲେ ।

୬ସହ କୋଟି ଟଙ୍କା ବ୍ୟୟରେ ନିର୍ମିତ ୩ଟି ଗ୍ରିଡ୍ ସବ୍ ଷ୍ଟେସନ ନିର୍ମିତ ହୋଇଥିବାବେଳେ ଏହା ଦ୍ଵାରା ବାଲିଅନ୍ତା, ସତ୍ୟନଗର, ଓ କଟକ ଏସସିବି ମେଡ଼ିକାଲ ପରିସର ତଥା ଆଖ ପାଖ ଅଞ୍ଚଳବାସି ବିଦ୍ୟୁତ ସମସ୍ୟାରୁ ମୁକ୍ତି ପାଇବେ । OPTCL ତତ୍ୱବଧାନରେ ଖୁବ୍ ଶୀଘ୍ର ଏହି ପ୍ରକ୍ଳବ ନିର୍ମିତ ହୋଇଥିବାରୁ ମୂଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସାଧୁବାଦ୍ ଜଣାଇଛନ୍ତି । ୩ଟି ଗ୍ରିଡ ସହ ୮ ଟି ଟ୍ରାନ୍ସ ମିଶନ ଲାଇନ ଯାହା ଜନସାଧାରଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଅଟେ ।

ଆଉ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରି କହିଥିଲେ ଯେ ସରକାରଙ୍କ “ସଂଜୀବନୀ” ଯୋଜନାରେ ପ୍ରାଚୀନଦୀର ପୁନଃ ଉଦ୍ଧାର ପାଇଁ ୩୦୦ କୋଟି ଟଙ୍କା ଓ ଧନୁଆ ନଦୀର ପୁନଃ ଉଦ୍ଧାର ପାଇଁ ୭୫ କୋଟି ଟଙ୍କା ସମେତ ଶୁଷ୍କ ପଡିଥିବା ନଦୀଗୁଡିକର ଖନନ ପାଇଁ ସରକାର ୧ହଜାର କୋଟି ଟଙ୍କା ବ୍ୟୟ ବରାଦ କରିଛନ୍ତି । ବୁଲାଷଣ୍ଢ ଓ ଗୋରୁଙ୍କ ପାଇଁ ଗୋଶାଳା, ଏବଂ ଚାଷୀଙ୍କ ପାଇଁ ଶୀତଳ ଭଣ୍ଡାର ନିର୍ମାଣ ପାଇଁ ପ୍ରସ୍ତାବ ଦେଇଥିଲେ। ୧୯୮୯ ମସିହାରୁ ଚନ୍ଦକା ଗ୍ରିଡ ଉପରେ ନିର୍ଭର କରି ଏହି ଅଞ୍ଚଳବାସି ଚଳି ଆସୁଛି। ଏହି ଗ୍ରୀଡ ହେବା ଦ୍ବାରା ବିଦ୍ୟୁତ ସମସ୍ୟା ବହୁ ମାତ୍ରାରେ ସମାଧାନ ହେବ ବୋଲି ମୁଖ୍ୟ ମନ୍ତ୍ରୀ ଓ ଶକ୍ତି ମନ୍ତ୍ରୀ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତିର ମହିଳା କର୍ମଚାରୀ ଏବଂ “ସୁମନ” ସ୍ଵଛାସେବୀଙ୍କ ସମେତ ବହୁ ପ୍ରଶାସନିକ ଅଧିକାରୀ ଓ ରାଜନୈତିକ ବ୍ୟକ୍ତିମାନେ ଯୋଗ ଦେଇଥିଲେ । ଏହି ଉଚ୍ଚ କ୍ଷମତା ସଂପନ୍ନ ଗ୍ରିଡ଼ ସବ୍ ଷ୍ଟେସନ ସ୍ଥାପିତ ହେବା ଦ୍ବାରା ବିଦ୍ୟୁତ ଶକ୍ତି ଯୋଗାଣ ସମସ୍ୟାରୁ ଲୋକେ ତ୍ରାହି ପାଇବେ ବୋଲି କୁହାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version