• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୪୨ ମୌଜା ବିକାଶ ପରିଷଦର ରୌପ୍ୟ ଜୟନ୍ତୀ ପ୍ରସ୍ତୁତି ବୈଠକ

Proprietor Abhimanyu Maharana by Proprietor Abhimanyu Maharana
April 12, 2026
in ଓଡ଼ିଶା, କଟକ, ଖୋର୍ଦ୍ଧା, ହୋମ୍
0
୪୨ ମୌଜା ବିକାଶ ପରିଷଦର ରୌପ୍ୟ ଜୟନ୍ତୀ ପ୍ରସ୍ତୁତି ବୈଠକ
Share on FacebookShare on TwitterWhatsapp

କଟକ (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- ଅଗ୍ରଣୀ ସାମାଜିକ ସଙ୍ଗଠନ ୪୨ ମୌଜା ବିକାଶ ପରିଷଦ ଚଳିତ ବର୍ଷ ତା’ର ରୌପ୍ୟ ଜୟନ୍ତୀ ସମାରୋହ ପାଳନ କରିବା ଅବସରରେ କଳପଡା ସ୍ଥିତ ସରସ୍ୱତୀ ଶିଶୁ ମନ୍ଦିର ପ୍ରାଙ୍ଗଣରେ ସଭାପତି ଆଡ଼ଭୋକେଟ ସାହିତ୍ୟିକ କେଶବ ଚନ୍ଦ୍ର କରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ସାଧାରଣ ସଭାରେ ପରିଷଦର ସଭ୍ୟମାନେ ଯୋଗ ଦେଇ ନିଜର ସୁଚିନ୍ତିତ ମତାମତ ପ୍ରକାଶ କରିଥିଲେ । ସମ୍ପାଦକ ନାଟ୍ୟକାର ସନ୍ତୋଷ କୁମାର ପତି ପୂର୍ବ ସଭାର ବିବରଣୀ ପାଠ କରିବା ପରେ ରୌପ୍ୟ ଜୟନ୍ତୀ ପାଇଁ ଗଠିତ ବିଭିନ୍ନ କମିଟିର କାଯ୍ୟ ସମୀକ୍ଷା କରାଯାଇଥିଲା ।

ବିଭିନ୍ନ ପଞ୍ଚାୟତରୁ ନାଗରିକ ସମ୍ମାନ ନିମନ୍ତେ ବ୍ୟକ୍ତି ବିଶେଷ ଚୟନ ପାଇଁ ପଞ୍ଚାୟତ ସ୍ତରୀୟ କମିଟି ଗଠନ କରାଯାଇଥିଲା। ବୈଠକରେ ପରିଷଦର ମୁଖପତ୍ର “ପଲିଶ୍ରୀ” ର ଏକ ସ୍ୱତନ୍ତ୍ର ସଂଖ୍ୟା ବହୁ ବରିଷ୍ଠ ଲେଖକ ଲେଖିକାଙ୍କ ୫୦ରୁ ଉର୍ଦ୍ଧ ଲେଖା ହସ୍ତଗତ ହୋଇଅଛି ବୋଲି ପଲ୍ଲିଶ୍ରୀ କମିଟିର ଅଧ୍ୟକ୍ଷ ପ୍ରମୋଦ ମହାପାତ୍ର ସଭାରେ ପ୍ରକାଶ କରିଥିଲେ। ତେବେ ଧାର୍ଯ୍ୟ ସମୟ ମଧ୍ୟରେ ସମସ୍ତ ଲେଖା ସମ୍ପାଦକ ମଣ୍ଡଳୀ ନିକଟରେ ପହଞ୍ଚାଇବାକୁ ସାଧାରଣରେ ଅନୁରୋଧ କରିଥିଲେ।

ପ୍ରତିଭା ସମ୍ବର୍ଦ୍ଧନା ନିମନ୍ତେ ଚୟନ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ସଭାରେ ସ୍ଥିର କରାଯାଇଥିଲା। ସମସ୍ତ ସବ କମିଟିର କାମକୁ ତ୍ୱରାନ୍ୱିତ କରିବା ପାଇଁ ରଜତ ଜୟନ୍ତୀ କମିଟିର ବରିଷ୍ଠ ସଦସ୍ୟ ମାନଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିଲା। ସତ୍ୟନାରାୟଣ ମହାନ୍ତି ଓ ସୁଧାକର ଦେବତାଙ୍କୁ ପରିଷଦର ନୂତନ ସଭ୍ୟ ଭାବେ ଗ୍ରହଣ କରାଗଲା। ଅନ୍ୟମାନଙ୍କ ମଧ୍ୟରେ ଉପସଭାପତି ଗୌତମ ଚରଣ ପରିଡା, ଅଧ୍ୟାପକ ଗଣେଶ୍ୱର ଦାଶ, ସ୍ୱାଧୀନ ଶେଖର ଷଡ଼ଙ୍ଗୀ, ଧୀରେନ୍ଦ୍ର ବେହେରା, ପ୍ରମୋଦ ମହାପାତ୍ର, ବରିଷ୍ଠ ସାମ୍ୱାଦିକ ବୁଲେଇ ବେହେରା, କୃଷ୍ଣ ଚନ୍ଦ୍ର ଦାଶ,

ସୁଜନ କୁମାର ରାଉତ, ଭଜକୃଷ୍ଣ ଲେଙ୍କା, ସୁରେଶ ଚନ୍ଦ୍ର ଦେବତା, ନିକୁଞ୍ଜ କୁମାର ସ୍ୱାଇଁ, ସଞ୍ଜୟ ବେହେରା, ଅଶୋକ ମହାନ୍ତି, ଦୀପ୍ତି ରଞ୍ଜନ ଶତପଥୀ, ଡ଼ଃ ଶୁଭାଶିଷ ଶତପଥି, ଶୁକଦେବ ମହାରଣା, ସୁବାସ ଦାସ, ତ୍ରିଲୋଚନ ସ୍ୱାଇଁ, ସ୍ମୁତି ରଞ୍ଜନ ପତି, ସ୍ୱାର୍ଥମୁକ୍ତି ସେଠି, ସୁବାସ ଚନ୍ଦ୍ର ସାହୁ, ସନ୍ତୋଷ ସାହୁ, ଜ୍ୟୋତି ରଞ୍ଜନ ଭୋଳ, ଶରତ କୁମାର ଦାସ, ସତ୍ୟବ୍ରତ କର, ଚନ୍ଦନ କୁମାର ପ୍ରଧାନ, ନାରାୟଣ ଭୋଇ, ସଂଗ୍ରାମ ପତି, ରବିନ୍ଦ୍ର ଦେବତା, ଅକ୍ଷୟ ମୁଦୁଲି, ସୁଶ୍ରୀ ସ୍ମୁତି ମହାନ୍ତି, ପ୍ରସନ୍ନ କୁମାର ଦଳାଇ ପ୍ରମୁଖ ଉପସ୍ଥିତ ଥିଲେ। ଉପସଭାପତି ଗୌତମ ଚରଣ ପରିଡା ଧନ୍ୟବାଦ ପ୍ରଦାନ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

April 27, 2026
ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

April 27, 2026
ଦୁର୍ଗମରେ ଫେଲ ମାରିଛି ବସୁଧା ଯୋଜନା

ଦୁର୍ଗମରେ ଫେଲ ମାରିଛି ବସୁଧା ଯୋଜନା

April 27, 2026
ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

ଜିରାଙ୍ଗ ବୌଦ୍ଧ ମନ୍ଦିର ନିକଟରେ ପ୍ରତ୍ୟାକ୍ଷା ରିସର୍ଟ ର ଶିଳାନ୍ୟାସ କଲେ ଉପ ମୁଖ୍ୟମନ୍ତ୍ରୀ

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

ଗଞ୍ଜେଇର ଚରାଭୂଇଁ ପାଲଟିଛି ଗଜପତି, ୪ମାସରେ ଜବତ ହେଲାଣି ୧୬ ଟନ୍, ଦମନ କରିବାକୁ ଅଣ୍ଟା ଭିଡ଼ିଛି ପୁଲିସ

April 27, 2026
ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

ମୋହନା ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳନ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version