• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁରରେ ଭୟାବହ ଅଗ୍ନିକାଣ୍ଡ : ଗ୍ୟାସ ସିଲିଣ୍ଡର ଲିକେଜ୍‌ରୁ ୪ ଗୁରୁତର, ୨ ଆହତ

Proprietor Abhimanyu Maharana by Proprietor Abhimanyu Maharana
April 13, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ମହାନଗର, ହୋମ୍
0
ରଣପୁରରେ ଭୟାବହ ଅଗ୍ନିକାଣ୍ଡ : ଗ୍ୟାସ ସିଲିଣ୍ଡର ଲିକେଜ୍‌ରୁ ୪ ଗୁରୁତର, ୨ ଆହତ
Share on FacebookShare on TwitterWhatsapp

ରଣପୁର (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- ନୟାଗଡ଼ ଜିଲ୍ଲାର ରଣପୁର ଏନଏସି ଅନ୍ତର୍ଗତ ଦାଣ୍ଡ ସାହିରେ ଗ୍ୟାସ ସିଲିଣ୍ଡର ଲିକେଜ୍‌ରୁ ଘଟିଥିବା ଭୟାବହ ଅଗ୍ନିକାଣ୍ଡରେ ଏକ ପରିବାରର ୬ ଜଣ ଆହତ ହୋଇଛନ୍ତି, ଯାହାମଧ୍ୟରୁ ୪ ଜଣଙ୍କ ଅବସ୍ଥା ଅତ୍ୟନ୍ତ ଗୁରୁତର ଅଟେ ।

ସୂଚନାନୁସାରେ, ଅବସରପ୍ରାପ୍ତ ସେନା କର୍ମଚାରୀ ଏବଂ ପୂର୍ବତନ ବିଜେପି ବ୍ଲକ ସଭାପତି ସନ୍ତୋଷ ପ୍ରହରାଜଙ୍କ ଘରେ ରୋଷେଇ ସମୟରେ ଗ୍ୟାସ ସିଲିଣ୍ଡରରୁ ଲିକେଜ୍ ହୋଇ ବିସ୍ଫୋରଣ ସଦୃଶ ଅଗ୍ନିକାଣ୍ଡ ଘଟିଥିଲା।

ଫଳରେ ରୋଷେଇ କରୁଥିବା ଗୀତାରାଣୀ ମହାନ୍ତି ଙ୍କ ଠାରେ ଲାଗିଥିବା ନିଆଁ କୁ ଆୟତ୍ତ କରିବାକୁ ଯାଇ ଜ୍ବାଇଁ ମଣ୍ଟୁ ପ୍ରହରାଜ ତାଙ୍କ ପତ୍ନୀ ବିଜୟଲକ୍ଷ୍ମୀ ମହାନ୍ତି , ଶାଳୀ ମୁକ୍ତାଶ୍ରୀ ମହାନ୍ତି ଙ୍କ ସମେତ ସନ୍ତୋଷ ପ୍ରହରାଜ ଓ ଆଇଁଠୁ ବାରିକ ପ୍ରମୁଖ ଗୁରୁତର ଆହତ ହୋଇଛନ୍ତି ।

ଘଟଣା ସମ୍ପର୍କରେ ଖବର ପାଇ ସ୍ଥାନୀୟ ଲୋକେ ତୁରନ୍ତ ଉଦ୍ଧାର କାର୍ଯ୍ୟରେ ଲାଗି ପଡ଼ିଥିଲେ । ପରେ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ନିୟନ୍ତ୍ରଣ କରିଥିଲେ । ପୋଲିସ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ଆହତ ମାନଙ୍କୁ ତୁରନ୍ତ ଚିକିତ୍ସା ପାଇଁ ରଣପୁର ଡାକ୍ତରଖାନାକୁ ପଠାଇଥିଲେ ।

ପ୍ରଥମେ ସମସ୍ତଙ୍କୁ ରଣପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା ପରେ ଗୁରୁତର ଅବସ୍ଥାରେ ସମସ୍ତଙ୍କୁ ପରବର୍ତ୍ତୀ ଚିକିତ୍ସା ପାଇଁ ଭୁବନେଶ୍ୱର ଏମ୍‌ସ୍‌କୁ ସ୍ଥାନାନ୍ତର କରାଯାଇଛି । ଏହି ଘଟଣା ପୁନର୍ବାର ଆପତ୍କାଳୀନ ସ୍ୱାସ୍ଥ୍ୟ ସେବାର ଦୁରବସ୍ଥାକୁ ପ୍ରକାଶ କରିଛି ।ରଣପୁର ଡାକ୍ତରଖାନାରେ ଆମ୍ବୁଲାନ୍ସ ସୁବିଧା ନଥିବାରୁ ଗୁରୁତର ଆହତମାନଙ୍କୁ ବେସରକାରୀ ଆମ୍ବୁଲାନ୍ସରେ ନେଇଯିବାକୁ ପଡ଼ିଥିଲା, ଯାହାକୁ ନେଇ ସ୍ଥାନୀୟ ଲୋକମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି ।

ଏହା ପ୍ରଶାସନର ଗୁରୁତର ଅବହେଳାକୁ ସ୍ପଷ୍ଟ କରିଥିବା ସହ ସ୍ୱାସ୍ଥ୍ୟ ସେବା ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠାଇଛି । ଏହିଭଳି ଭୟାବହ ଘଟଣା ପ୍ରଶାସନ ପାଇଁ ଏକ ଚେତାବନୀସୂଚକ ପ୍ରତୀତ ହେଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
 Pattamundai set to host Birth Anniversary of Baraha Samal 

 ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି 

June 14, 2026
 Pattamundai set to host Birth Anniversary of Baraha Samal 

 Pattamundai set to host Birth Anniversary of Baraha Samal 

June 14, 2026
ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

ପୁରୀଜିଲ୍ଲା ଶିକ୍ଷକ ପଦନ୍ନୋତିରେ ମହାଘୋଟାଲା ଅଧିକାରୀଙ୍କ ପାଟିରୁ ଛାଡୁନି ପ୍ରମୋଶନ ରାବିଡି

June 14, 2026
ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

ପାଣ୍ଡବ ଜେନା ଫାଉଣ୍ଡେସନର ଉନବିଂଶ ତମ ମେଧାବୀ ସମ୍ମାନ: ଦ୍ୱିତୀୟ ପର୍ଯ୍ୟାୟରେ ୫୧୨ଜଣ ପିଲାଙ୍କୁ ସମ୍ମାନୀତ ଓ ଆର୍ଥିକ ସହାୟତା ପ୍ରଦାନ

June 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

 Pattamundai set to host Birth Anniversary of Baraha Samal 

 ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି 

June 14, 2026
 Pattamundai set to host Birth Anniversary of Baraha Samal 

 Pattamundai set to host Birth Anniversary of Baraha Samal 

June 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version