• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଲିଗୁଡ଼ା ଠାରୁ ସମ୍ୱଲପୁର ସରକାରୀ ବସ ଚଳାଚଳ ଦାବି

Proprietor Abhimanyu Maharana by Proprietor Abhimanyu Maharana
April 14, 2026
in ଓଡ଼ିଶା, କନ୍ଧମାଳ, ହୋମ୍
0
ବାଲିଗୁଡ଼ା ଠାରୁ ସମ୍ୱଲପୁର ସରକାରୀ ବସ ଚଳାଚଳ ଦାବି
Share on FacebookShare on TwitterWhatsapp

ବାଲିଗୁଡା (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- ଓଡିଶା ର ସର୍ବ ବୃହତ୍ତମ ଉପଖଣ୍ଡ କହିଲେ କନ୍ଧମାଳ ଜିଲ୍ଲା ବାଲିଗୁଡା କୁ ହିଁ ବୁଝାଏ, ହେଲେ ଏଠାରେ ସବୁ କିଛି ଅଭାବ ଅସୁବିଧା ଓ ଅବ୍ୟବସ୍ଥା ଦେଇ ଗତି କରୁଛି l ସେ ଭିତରେ ବାଲିଗୁଡା ଠାରୁ ସମ୍ବଲପୁର ଯିବାକୁ ସାଧାସଳଖ ସରକାରୀ ବସ୍ ଚଳାଚଳ ନଥିବାରୁ ଅଞ୍ଚଳବାସୀ ଅସୁବିଧା ଭୋଗୁଛନ୍ତି । ଏ ନେଇ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତଥା ସ୍ଥାନୀୟ ବିଧାୟକଙ୍କୁ ମୌଖିକ ଓ ଲିଖିତ ଭାବେ ଜଣାଇଥିଲେ ହେଁ ଅଦ୍ୟାବଧି ସୁଦ୍ଧା କୌଣସି ଭାବେ ବିହିତ ପଦକ୍ଷେପ ଗ୍ରହଣ କରାଯାଇ ନ ଥିବାରୁ ଅଞ୍ଚଳ ବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇବା ପରେ ପୁନଃରାୟ ଅବଗତ କରାଯାଇଛି l ସୂଚନା ଯୋଗ୍ୟ ଯେ, ବାଲିଗୁଡା, ବାରଖମା, ସୁଡୁରା, ଲଣ୍ଡାଗାଁ, କଣ୍ଟାମାଳ ଦେଇ ସମ୍ବଲପୁର ପ୍ରାୟ ୧୮୦ କିମି ।

ଏହି ରୁଟ ରେ ବସ୍ ଚଳାଚଳ ହେଲେ ବୁର୍ଲା ମେଡିକାଲ କଲେଜକୁ ସିଧାସଳଖ ଯାତ୍ରା କରିହେବ । ବାଲିଗୁଡା ତଥା ଆଖପାଖ ଅଞ୍ଚଳର ଅଧିକାଂଶ ଛାତ୍ରଛାତ୍ରୀ ବୁର୍ଲା ମେଡିକାଲ ସହ ଅନେକ ବିଦ୍ୟାଳୟରେ ଅଧ୍ୟୟନ କରୁଛନ୍ତି। ବାଲିଗୁଡା, ସମେତ କ.ନୂଆଗାଁ, ରାଇକିଆ, ଦାରିଙ୍ଗବାଡି, ତୁମୁଡିବନ୍ଧ ଆଦି ବ୍ଳକର ଶତାଧୂକ ଛାତ୍ରଛାତ୍ରୀ ସମ୍ବଲପୁର ଏବଂ ଝାରସୁଗୁଡାର ବିଭିନ୍ନ ବିଦ୍ୟାଳୟ , ୟୁନିଭରସିଟି ଓ ଅନ୍ୟ ଅନୁଷ୍ଠାନରେ ପଢୁଛନ୍ତି । ସମ୍ବଲପୁରକୁ ସିଧାସଳଖ ଗାଡି ନଥୁବାରୁ ଅଧୂକ ଖର୍ଚ୍ଚାନ୍ତର ଶିକାର ହେଉଛନ୍ତି । ବୁର୍ଲା ଡାକ୍ତରଖାନାକୁ ମଧ୍ଯ ଅନେକ ଲୋକ ଚିକିତ୍ସା ପାଇଁ ଯାଇଥାନ୍ତି । ବାଲିଗୁଡା ଠାରୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ଆପେକ୍ଷା ବୁର୍ଲା ଡାକ୍ତରଖାନା ନିକଟତର ହେବ ବୋଲି ବାଲିଗୁଡା ବିଧାୟକଙ୍କ ନିକଟରେ କିଛି ସଂଘ ଏବଂ ବୁଦ୍ଧିଜୀବୀ ଲିଖୁତ ଜଣାଇଛନ୍ତି । ଏ ସମ୍ପର୍କ ରେ ବିଧାୟକ ଚକ୍ରମଣି କହଁର ବାଲିଗୁଡା ଠାରୁ ସମ୍ବଲପୁର ସିଧା ସଳଖ ବସ୍ ଚଳାଚଳ ନେଇ ପରିବହନ ମନ୍ତ୍ରୀ ଏବଂ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିବେ ବୋଲି କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସାଇ ଆରାଧନା ଦିବସ 

ସାଇ ଆରାଧନା ଦିବସ 

April 25, 2026
ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

Style Baazar Partners with Odia Film Bindusagar to Celebrate Culture, Cinema, and Community in Bhubaneswar

ଓଡ଼ିଶାରେ ଆୟୋଜିତ ହେବ ୨୦୨୬–୨୭ ଜୁନିୟର ଓ ସିନିୟର ଜାତୀୟ ଆର୍ଟିଷ୍ଟିକ୍ ଜିମ୍ନାଷ୍ଟିକ୍ ଚାମ୍ପିଅନସିପ୍

Odisha to Host 2026–27 Junior & Senior Artistic Gymnastics National Championships

April 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସାଇ ଆରାଧନା ଦିବସ 

ସାଇ ଆରାଧନା ଦିବସ 

April 25, 2026
ଷ୍ଟାଇଲ ବଜାର ପକ୍ଷରୁ ଭୁବନେଶ୍ୱରରେ ସଂସ୍କୃତି, ସିନେମା ଓ ସମୁଦାୟକୁ ପାଳନ କରିବା ପାଇଁ ଓଡିଆ ଫିଲ୍ମ ବିନ୍ଦୁସାଗର ସହ ସହଭାଗିତା

Style Baazar Partners with Odia Film Bindusagar to Celebrate Culture, Cinema, and Community in Bhubaneswar

April 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version