ପୁରୀ (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- ଶ୍ରୀମନ୍ଦିରର ଶୁଦ୍ଧ ସୁଆର ଓ ଦଇତାପତି ସେବକ, ଶ୍ରଦ୍ଧାନନ୍ଦ ଦାସ ମହାପାତ୍ର ଙ୍କୁ ଅନୈତିକ କାର୍ଯ୍ୟରେ ଲିପ୍ତ ଥିବା ଅଭିଯୋଗରେ ତାଙ୍କ ବିରୁଦ୍ଧରେ ପୋଲିସ୍ ମୋକଦ୍ଦମା ରୁଜୁ କରାଯାଇଥିବା ଶ୍ରୀମନ୍ଦିର ପ୍ରଶାସନଙ୍କ ଦୃଷ୍ଟିକୁ ଆସିବା ପରିପ୍ରେକ୍ଷୀରେ ଆଜି ଶ୍ରୀମନ୍ଦିର ଆଇନ ଅନୁଯାୟୀ ତାଙ୍କୁ ଅନ୍ୟାଦେଶ ପାଇଁ ନିଲମ୍ବନ କରିଛନ୍ତି ମୁଖ୍ୟ ପ୍ରଶାସକ।















