ବାଲିଗୁଡା (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସଭାଗୃହ ଠାରେ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଏକ ବୁଦ୍ଧିଜୀବୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି | ଏଥିରେ ମୁଖ୍ୟ ଅତିଥି ଭାବେ ଗଞ୍ଜାମ ବିଭାଗ ସଂଘ ଚାଳକ ମୁଖ୍ୟ ଆଲୋଚକ ଭଗବାନ ତ୍ରିପାଠୀ, ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ପ୍ରାଧ୍ୟାପକ ଡ଼.ମଧୁସୂଦନ ମହାପାତ୍ର ଯୋଗଦେଇ















