ନୟାଗଡ (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- କଟକର ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ୩ୟ ରାଜ୍ୟସ୍ତରୀୟ ଓପନ ଟାଇକୋଣ୍ଡ ଚମ୍ପିୟନସିପ ୨୦୨୬ ଚଳିତ ଏପ୍ରିଲ ମାସ ତା ୨୪ ଠାରୁ ତା ୨୬ ମଧ୍ଯରେ ଅନୁଷ୍ଠିତ ହୋଇଯାଇଛି, ଏହି ପ୍ରତିଯୋଗିତାରେ ନୟାଗଡ ମାର୍ଶାଲ ଆର୍ଟ ଆକାଡେମୀ, ନୂଆ ରାଜବାଟି, ନୟାଗଡର ମୋଟ ୭ ଜଣ ଖେଳାଳି ତଥା ଟିମକୋଚ ଶ୍ରୀ ଶିବାନନ୍ଦ ରାୟଗୁରୁ ତଥା ଟିମ ମ୍ୟାନେଜର ଶ୍ରୀ ସୌମ୍ୟରଞ୍ଜନ ସାହୁ ଏବଂ ଜାତିୟ ରେଫରୀ ଶ୍ରୀ ଆସିସ ଓମ ପ୍ରକାଶ ଭାଗ ନେଇଥିଲେ, ସେଥିମଧ୍ୟରୁ କ୍ୟାଡେଟ ବିଭାଗରେ ସାସ୍ବତ ସମ୍ବିତ ପ୍ରଧାନ ସ୍ବର୍ଣ୍ଣପଦକ,















