• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

Proprietor Abhimanyu Maharana by Proprietor Abhimanyu Maharana
April 30, 2026
in ଓଡ଼ିଶା, ପୁରୀ, ହୋମ୍
0
ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ
Share on FacebookShare on TwitterWhatsapp

ପୁରୀ (ଓଡ଼ିଶା ତାଜା ନ୍ୟୂଜ୍) (ନିପ୍ର ) :- ବଡଦାଣ୍ଡରେ ସକାଳୁ ବାଜୁଛି ସ୍ବଚ୍ଛ ପୁରୀ ଗର୍ବ ଆମରି । ପବିତ୍ର ବଡଦାଣ୍ଡ କୁ ଅଳିଆ ସ୍ପର୍ଶ ନକରିବା ପାଇଁ ଘରେ ଘରେ ନାଲି ଓ ନେଳି ବାଲଟି ଦିଆଯାଇଛି । ଗାଡି ମଧ୍ଯ ଅଳିଆ ସଂଗ୍ରହ କରୁଛି । ସଫେଇ କର୍ମଚାରୀ ମାନେ ତିନି ସିଫ୍ଟରେ ବଡଦାଣ୍ଡ ସଫା କରୁଛନ୍ତି । ଏହା ସତ୍ତ୍ବେ ବଳଗଣ୍ଡି ଛକ ନିକଟ ପୁରୁଣା ପେଟ୍ରୋଲ ଟାଙ୍କି ପାଚେରି ସମ୍ମୁଖ ବଡଦାଣ୍ଡରେ କଣ୍ଟାଗଛ ଡାଳ,ବିଭିନ୍ନ ଗଛର ଡାଳ,

ପଲିଥିନ,ଆବର୍ଜନା, ପ୍ଲାଷ୍ଟିକ ବୋତଲ, ଲତା, ଦୁଦୁରା ଗଛ ଡାଳ ଆଦି ଅଳିଆ ଆବର୍ଜନା ପାଞ୍ଚ ଦିନ ଧରି ପର୍ବତ ପରି ଗଦା ହୋଇଛି । ମହାନଗର ନିଗମ କର୍ମଚାରୀ, ସଫେଇ କର୍ମଚାରୀ, ସୁପରଭାଇଜର ଦେଖି ନଦେଖିଲା ପରି ଅଭିନୟ କରି ସେହି ବାଟେ ଚାଲି ଯାଉଥିବା ସ୍ଥାନୀୟ ଲୋକ କୁହାକୁହି ହେଉଛନ୍ତି । ମହାନଗର ନିଗମ ଘୋଷଣା ହେଲା ହେଲେ ସଫେଇ କାମ ସେମିତି ଆଖି ଦୃଶିଆ ହୋଇପାରୁନାହିଁ ।

ପର୍ଯ୍ୟଟକ ଓ ତୀର୍ଥଯାତ୍ରୀ ମାନେ ସେହି ବାଟେ ଯାଉଥିବା ସମୟରେ ବଡଦାଣ୍ଡର ଏପରି ଅବସ୍ଥାକୁ ନାପସନ୍ଦ କରିଛନ୍ତି । ସେହିଠାରେ ବଡଦାଣ୍ଡ ସଙ୍କୁଚିତ କରିବା ପାଇଁ ଏକ ଲାଇଟ ଖୁଣ୍ଟ ପୋତା ହେବା ପାଇଁ ବଡ ଗାତ କରାଯାଇ ଡିଭାଇଡର ଟିଣ ଘୋଡା ଯାଇଛି । ଅନ୍ଧାର ରାତିରେ ସେହି ଠାରେ ପଥଚାରୀ ମାନେ ପଡିବା ସମ୍ଭାବନା ରହିଛି ବୋଲି ସ୍ଥାନୀୟ ବାସିନ୍ଦା ମାନେ ଆଲୋଚନା କରୁଛନ୍ତି । ଏହାକୁ ତୁରନ୍ତ ସଫା କରିବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମହାଦେବଙ୍କ ଧାମରେ ବେଦମନ୍ତ୍ର ଧ୍ୱନିରେ ବିବାହ : ବେଣୁଧରଙ୍କ ନୂଆ ଜୀବନ ଆରମ୍ଭ

ମହାଦେବଙ୍କ ଧାମରେ ବେଦମନ୍ତ୍ର ଧ୍ୱନିରେ ବିବାହ : ବେଣୁଧରଙ୍କ ନୂଆ ଜୀବନ ଆରମ୍ଭ

June 27, 2026
ବଙ୍ଗୋମୁଣ୍ଡାରେ ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦ ମହାସମାବେଶ ଅନୁଷ୍ଠିତ

ବଙ୍ଗୋମୁଣ୍ଡାରେ ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦ ମହାସମାବେଶ ଅନୁଷ୍ଠିତ

June 27, 2026
ତୁରେକେଲାରେ ପିତାମାତାଙ୍କୁ ଆକ୍ରମଣ : ଅଭିଯୁକ୍ତ ପୁଅକୁ ଜେଲ

ତୁରେକେଲାରେ ପିତାମାତାଙ୍କୁ ଆକ୍ରମଣ : ଅଭିଯୁକ୍ତ ପୁଅକୁ ଜେଲ

June 27, 2026
ବାଲିପାଟଣାରେ ବି ଜେ ଡି ମହିଳା ଶାଖାର ବିଶାଳ ଶୋଭାଯାତ୍ରା

ବାଲିପାଟଣାରେ ବି ଜେ ଡି ମହିଳା ଶାଖାର ବିଶାଳ ଶୋଭାଯାତ୍ରା

June 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମହାଦେବଙ୍କ ଧାମରେ ବେଦମନ୍ତ୍ର ଧ୍ୱନିରେ ବିବାହ : ବେଣୁଧରଙ୍କ ନୂଆ ଜୀବନ ଆରମ୍ଭ

ମହାଦେବଙ୍କ ଧାମରେ ବେଦମନ୍ତ୍ର ଧ୍ୱନିରେ ବିବାହ : ବେଣୁଧରଙ୍କ ନୂଆ ଜୀବନ ଆରମ୍ଭ

June 27, 2026
ବଙ୍ଗୋମୁଣ୍ଡାରେ ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦ ମହାସମାବେଶ ଅନୁଷ୍ଠିତ

ବଙ୍ଗୋମୁଣ୍ଡାରେ ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦ ମହାସମାବେଶ ଅନୁଷ୍ଠିତ

June 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version