• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଆଗାମୀ ତିନିବର୍ଷରେ ରାଜ୍ୟର ସବୁ ବସ୍ତି ହେବ ଆଦର୍ଶ କଲୋନୀରେ ପରିଣତ – ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
September 28, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଆଗାମୀ ତିନିବର୍ଷରେ ରାଜ୍ୟର ସବୁ ବସ୍ତି  ହେବ ଆଦର୍ଶ କଲୋନୀରେ ପରିଣତ – ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ବାଲେଶ୍ବରରୁ ବସ୍ତି ଉନ୍ନତୀକରଣ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ଏକ ଲକ୍ଷରୁ ଅଧିକ ଭୂମି ଅଧିକାର ପ୍ରମାଣପତ୍ର ଆବଣ୍ଟନର ଶୁଭାରମ୍ଭ

ଓଡ଼ିଶା ତାଜା ନ୍ୟୁଜ (୨୮ ସେପ୍ଟେମ୍ବର ,ସୋମବାର )  ଭୁନେଶ୍ଵର : – ଆଗାମୀ ତିନି ବର୍ଷରେ ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଆଜି ଫକୀରମୋହଙ୍କ ଭୂମି, ଓଡିଆ ଭାଷା ସୁରକ୍ଷା ଭୂମି ବାଲେଶ୍ବରରୁ ବସ୍ତି ଉନ୍ନତୀକରଣ ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସହରର ବିକାଶ ଠାରୁ ଆରମ୍ଭ କରି କୋଭିଡ ଲଢେଇ ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ବସ୍ତିର ଗରିବ ଲୋକମାନେ ଆଗରେ ରହି କାମ କରୁଛନ୍ତି। ତେଣୁ ବିକାଶ ଉପରେ ମଧ୍ୟ ସେମାନଙ୍କର ସମାନ ଅଧିକାର ରହିଛି । ଏହି ଯୋଜନାରେ ରାଜ୍ୟର ବସ୍ତିରେ ବିଜୁଳି, ଭଲ ପିଇବା ପାଣି, ରାସ୍ତା, ଗୋଷ୍ଠୀକେନ୍ଦ୍ର ଆଦି ନାଗରିକ ସୁବିଧାର ବିକାଶ କରି ବସ୍ତିର ଲୋକମାନଙ୍କ ଜୀବନଧାରଣ ମାନରେ ଉନ୍ନତି ଆଣାଯିବା ସହିତ ଜୀବିକା ପାଇଁ ମଧ୍ୟ ସୁଯୋଗ ସୃଷ୍ଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ରାଜ୍ୟର ଏକ ହଜାର ବସ୍ତିରେ ଏହି କାର୍ଯ୍ୟକ୍ରମ ତୁରନ୍ତ ଆରମ୍ଭ କରାଯିବ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାରଙ୍କ ଜାଗା ମିଶନ ସାରା ଦେଶରେ ଇତିହାସ ସୃଷ୍ଟି କରିଥିଲା। ଏପରିକି ଏହି କାର୍ଯ୍ୟକ୍ରମ ବିଶ୍ବ ସମୁଦାୟର ମଧ୍ୟ ଦୃଷ୍ଟି ଆକର୍ଷଣ କରିପାରିଥିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ କୋଭିଡ ନିୟମାବଳୀ ପାଳନ କରିବା ପାଇଁ ଅନୁରୋଧ କରିଥିଲେ। ମୁଖ୍ୟମନ୍ତ୍ରୀ ବାଲେଶ୍ବରର ୪୧ଟି ବସ୍ତିର ୨୦୫୪ ଜଣଙ୍କୁ ଏବଂ ସାରା ରାଜ୍ୟରେ ୧,୦୫,୦୦୦ Land Entitlement Certificate ଆବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ପୂର୍ବରୁ ୬୦ ହଜାର ବସ୍ତି ଲୋକଙ୍କୁ LEC ପ୍ରଦାନ କରାଯାଇଛି। ଆଗାମୀ ୩ ମାସ ମଧ୍ୟରେ ୧ ଲକ୍ଷ ୬୫ ହଜାରରୁ ଅଧିକ ଲୋକ LEC ପାଇବେ। ସୂଚନାଯୋଗ୍ୟ ଯେ ସାରା ରାଜ୍ୟର ୧୦୧ଟି ପୌରାଞ୍ଚଳର ୧୭୧୮ଟି ବସ୍ତିର ସାଢେ ଚାରି ଲକ୍ଷ ଲୋକ Land Entitlement Certificate ଦ୍ବାରା ଉପକୃତ ହେବେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ୧୧୬ଟି ବହୁମୁଖୀ ଗୋଷ୍ଠୀ କେନ୍ଦ୍ର ‘ପରିଚୟ’ ର ମଧ୍ୟ ଲୋକାର୍ପଣ କରିଥିଲେ। ସୂଚନାଯୋଗ୍ୟ ଯେ ଆଉ ୪୦୦ଟି ପରିଚୟ ବହୁମୁଖୀ ଗୋଷ୍ଠୀକେନ୍ଦ୍ର ନିର୍ମାଣାଧୀନ ଅଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବସ୍ତି ଉନ୍ନତୀକରଣ କାର୍ଯ୍ୟକ୍ରମର (Slum Upgradation Programme) ଶୁଭାରମ୍ଭ କରିଥିଲେ ଏବଂ ଏହାର SOP document ଉନ୍ମୋଚିତ କରିଥିଲେ। ଏହି ଅବସରରେ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ତଥା ଦିଲ୍ଲୀସ୍ଥିତ Centre for Policy Research ମଧ୍ୟରେ ଏକ ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଥିଲା । ଏହି ସଂସ୍ଥା କାର୍ଯ୍ୟକ୍ରମର Knowledge partner ଭାବରେ ସହାୟତା ଯୋଗାଇ ଦେବ । ବାଲେଶ୍ବରର ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ନଗର ଉନ୍ନୟନ ଓ ଗୃହନିର୍ମାଣ ଓ ଆଇନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା କହିଲେ ଯେ ସହରର ଅନ୍ୟ ଅଞ୍ଚଳ ସହିତ ବସ୍ତି ଉନ୍ନତିକରଣ ଯୋଜନା ଓ ତାଲିକା ପ୍ରସ୍ତୁତ ହୋଇସାରିଛି ।

ବର୍ତ୍ତମାନ ବସ୍ତିର ଜନସାଧାରଣ ସହରର ଅନ୍ୟ ଅଞ୍ଚଳ ପରି ସମାନ ସୁବିଧା ଓ ସମାନ ଅଧିକାର ପାଇପାରିବେ। ଗରିବ ଲୋକଙ୍କ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବ ପାଇଁ ସେ ଧନ୍ୟବାଦ ଦେଇଥିଲେ। ଏହି ଅବସରରେ ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଜି. ମାଥିଭାତନନ୍ ସ୍ବାଗତ ଭାଷଣ ଦେଇ କାର୍ଯ୍ୟକ୍ରମ ସଂପର୍କରେ ସୂଚନା ଦେଇଥିଲେ। ଜାଗା ମିଶନର ନିର୍ଦ୍ଦେଶକ ଶ୍ରୀ ସଂଗ୍ରାମଜିତ୍‌ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ଉନ୍ନୟନ କମିଶନର ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଅର୍ଥ ବିଭାଗ ପ୍ରମୁଖ ସଚିବ ଶ୍ରୀ ଅଶୋକ କୁମାର ମୀନା ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

କଟକ ଶିକ୍ଷା ଜିଲ୍ଲାରେ ବରିଷ୍ଠ ସହାୟିକାଙ୍କ ଆମରଣ ଅନଶନ

May 11, 2026
ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

ମୃତ ସୌମ୍ୟଙ୍କୁ ନ୍ୟାୟ ଦେବା ଦାବିରେ କ୍ୟାଣ୍ଡେଲ ଶୋଭା ଯାତ୍ରା ଓ କ୍ରାଇମ୍ ବ୍ରାଞ୍ଚର ତଦନ୍ତ ଜୋରଦାର

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

ପାରଳାଖେମୁଣ୍ଡି ସ୍ଥିତ ପ୍ରଗତି ମହିଳା ସଙ୍ଗଠନ ପକ୍ଷରୁ ଆନ୍ତର୍ଜାତୀୟ ମାତୃ ଦିବସ ପାଳନ

May 12, 2026
ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

ଟିଏମସି ନେତା : ସୁଜିତ ବୋଷଙ୍କୁ କୋଲକାତାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version