• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

Proprietor Abhimanyu Maharana by Proprietor Abhimanyu Maharana
May 8, 2026
in ଅପରାଧ, ଓଡ଼ିଶା, କଟକ, ଖୋର୍ଦ୍ଧା, ମହାନଗର, ହୋମ୍
0
ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା
Share on FacebookShare on TwitterWhatsapp

ଭୁବନେଶ୍ଵର ( ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ରାଜଧାନୀ ଭୁବନେଶ୍ୱର ଉପକଣ୍ଠରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଯୁବକକୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା ।ଯୁବତୀଙ୍କୁ ଅସଦାଚରଣ ଅଭିଯୋଗରେ ଜଣେ ଯୁବକଙ୍କୁ ପିଟିପିଟି ମାରି ଦେଇଛନ୍ତି ସ୍ଥାନୀୟ ଗ୍ରାମବାସୀ । ଏହି ମୃତ ଯୁବକ ହେଉଛନ୍ତି ଓଲଟପୁର ଥାନା ଅନ୍ତର୍ଗତ ମଉଜପୁର ଗ୍ରାମର ସୌମ୍ୟ ରଞ୍ଜନ ସ୍ଵାଇଁ। ଏହି ଭଳି ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା ରାମଚନ୍ଦ୍ରପୁରରେ ।

ବିଶ୍ୱସ୍ତ ସୂତ୍ରରୁ ସୂଚନା ଯେ ଏହି ଯୁବକ ଏବଂ ତାଙ୍କର ଜଣେ ସହଯୋଗୀ ସ୍ଥାନୀୟ ୨ ଜଣ ଯୁବତୀଙ୍କୁ ଆକ୍ରମଣ ସହ ଅସଦାଚରଣ କରିବାରୁ ଏହି ଘଟଣାକୁ ଦେଖି ସ୍ଥାନୀୟ ଲୋକେ ଉତକ୍ଷିପ୍ତ ହେବା ସହ ଓଲଟପୁର ଥାନା ଅନ୍ତର୍ଗତ ମଉଜପୁର ଗ୍ରାମର ସୌମ୍ୟ ରଞ୍ଜନ ସ୍ଵାଇଁଙ୍କୁ ପ୍ରବଳ ମାଡ଼ ମାରିଥିଲେ। ଉତ୍ୟକ୍ତ ଗ୍ରାମବାସୀ ଙ୍କ ପ୍ରବଳ ମାଡ଼ ରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା।

ମୃତ ଶ୍ରୀ ସୌମ୍ୟ ରଞ୍ଜନ ସରକାରୀ ରେଳବାଇ ପୋଲିସ ରେ କାର୍ଯ୍ୟରତ ଥିଲେ। ଖବର ପାଇ ବାଲିଅନ୍ତା ଥାନା ପୋଲିସ ଘଟଣା ସ୍ଥଳରେ ପହଁଞ୍ଚି ୨ଜଣ ଯୁବକ ଶ୍ରୀ ସୈ।ମ୍ଯରଞ୍ଜନ ଓ ତାଙ୍କ ସହଯୋଗୀ ଓମପ୍ରକାଶ ମହାନ୍ତିଙ୍କୁ ଗୁରୁତର ଆହତ ଅବସ୍ଥାରେ ଉଦ୍ଧାର କରିବା ସହ ଭୁବନେଶ୍ୱର ର କ୍ୟାପିଟାଲ ହସ୍ପିଟାଲକୁ ଚିକିତ୍ସା ଲାଗି ପଠାଇ ଦେଇଥିଲେ। । କିନ୍ତୁ ଏହି ଦୁଇ ଜଣଙ୍କ ମଧ୍ୟରୁ ଅତି ଗୁରୁତର ଥୂବା ସୈମ୍ଯରଞ୍ଜନଙ୍କୁ ଡାକ୍ତର ମୃତ୍ୟୁ ଘୋଷଣା କରିଥିଲେ।

ଘଟଣା ସ୍ଥଳରେ ବ୍ୟାପକ ପୋଲିସ ମୁତୟନ କରାଯିବା ସହ ବାଲିଅନ୍ତା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଯୁବକଙ୍କୁ ହତ୍ୟା ଘଟଣାରେ ୩ୟ ସମ୍ପୃକ୍ତ, ବାଲିଅନ୍ତାରେ ଯୁବକଙ୍କୁ ପିଟି ପିଟି ମାରିବା ଘଟଣାରେ ଡିସିପି ସୂଚନା । ପ୍ରାଥମିକ ତଦନ୍ତରୁ ଏଥିରେ ୩ୟ ପକ୍ଷ ସଂପୃକ୍ତ ଥିବା ସାମ୍ନାକୁ ଆସିଛି । ଦୁଇ ଯୁବତୀ ସ୍କୁଟିରେ ଯାଉଥିଲେ, ୨ ଯୁବକ ବାଇକିରେ ଓଭରଟେକ୍ କଲେ ।

ଉଭୟ ବଚସା ହେବା ପରେ ବାଇକ୍ ଫେରାଇ ଧକା ଦେଲେ ବୋଲି କୁହାଯାଏ । ଗାଁ ଲୋକ ଝିଅକୁ ଉଦ୍ଧାର କରିବାକୁ ଆସି ପିଟିଲେ । ଜଣଙ୍କର ମୃତ୍ୟୁ ଘଟିଛି, ଆଉ ଜଣଙ୍କର ଷ୍ଟେଟମେଣ୍ଟ ରେକର୍ଡ ହୋଇଛି । ଯୁବତୀ ମଧ୍ଯ ଦୁଷ୍କର୍ମ ଉଦ୍ୟମ ନେ଼ଇ ଥାନାରେ ଏତଲା କରିଛନ୍ତି । ମୃତ ଯୁବକଙ୍କ ବିରୋଧରେ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ ହୋଇଛି। ଅଭିଯୋଗ କରିଥିବା ଝିଅର ଷ୍ଟେଟମେଣ୍ଟ ମଧ୍ୟ ନିଆଯାଇଛି ବୋଲି କହିଛନ୍ତି ଡିସିପି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

May 8, 2026
ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

ଦୁଇ ଜଣ ଅଜଣା ବ୍ୟକ୍ତିଙ୍କ ମୃତ ଦେହକୁ ଉଦ୍ଧାର କଲା ବାଦାମବାଡ଼ି ପୋଲିସ

May 7, 2026
Taneira celebrates Savitri Vrata with the Inaya collection and exclusive festive offers

ସାବିତ୍ର ଉପଲକ୍ଷେ ତନେଇରା ପକ୍ଷରୁ ‘ଇନାୟା’ କଲେକ୍ସନ : ଆକର୍ଷଣୀୟ ଅଫର ପାଇବେ ଗ୍ରାହକ

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

ବାଲିଅନ୍ତା,ରାମଚନ୍ଦ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ପିଟି ପିଟି ହତ୍ୟା

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version