• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

Proprietor Abhimanyu Maharana by Proprietor Abhimanyu Maharana
May 8, 2026
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬
Share on FacebookShare on TwitterWhatsapp

ଭୁବନେଶ୍ୱର (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ କଷ୍ଟ ଆକାଉଣ୍ଟାଣ୍ଟସ ଅଫ ଇଣ୍ଡିଆ (ଆଇସିଏଏଆଇ), ଭୁବନେଶ୍ଵର ଚାପ୍ଟର ପକ୍ଷରୁ ସିଏମ୍ଏ ଭବ ଭବନ, ଭୁବନେଶ୍ବରଠାରେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଇଷ୍ଟର୍ଡ଼ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ   (ଜ୍ଞାନୋଥ୍ୟାନ– ୨୦୨୬) ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦିଆଯାଇଥିଲା । ଏହି ସମ୍ମିଳନୀ ଆସ ଆସନ୍ତା ୧୦, ମେ ୨୦୨୬ରେ ସୋଆ ୟୁନିଭରସିଟିର କନ୍‌ଭେନ୍‌ସନ୍‌ ସେଣ୍ଟର କ୍ୟାମ୍ପସ୍-୨, ଭୁବନେଶ୍ୱରଠାରେ ଅନୁଷ୍ଠିତ ହେବ ।

ଗଣମାଧ୍ଯମକୁ ସମ୍ବୋଧିତ କରି ଆୟୋଜକମାନେ କହିଥିଲେ ଯେ “ରାଇଜ୍ ଥ୍ରୋ ନଲେଜ” ଥିମ୍ ଉପରେ ଆଧାରିତ  ସମ୍ମିଳନର ଉଦ୍ଦେଶ୍ୟ ହେଉଛି ସିଏମ୍‌ଏ ଛାତ୍ରଛାତ୍ରୀ, ଶିକ୍ଷାବିତ୍, ଶିଳ୍ପ ବିଶେଷଜ୍ଞ ଓ ବୃଦ୍ଧିଗତମାନଙ୍କୁ ଏକ ସାଧାରଣ ପ୍ଲାଟଫର୍ମ ଯୋଗାଇଦେବା, ଯାହା ମାଧ୍ଯମରେ ସେମାନେ ଚିନ୍ତାଧାରାର ଆଦାନପ୍ରଦାନ କରିପାରିବା ସହ ବୃଭିଗତ ଗତ ଜ୍ଞାନକୁ ବୃଦ୍ଧି କରିପାରିବେ । ଏହି କାର୍ଯ୍ୟକ୍ରମରେ ସିଏସ୍ଏ ବିଭୂତି ଭୂଷଣ ନାୟକ, ପୂର୍ବତନ ସଭାପତି, ସିଏସ୍ଏ ଆଶିଷ ପି. ଥାଟେ, କାଉନ୍‌ସିଲ୍ ସଦସ୍ୟ ଏବଂ ସିଏସ୍ଏ ଆର୍ ଗୁଞ୍ଜାଲି, କାଉନ୍‌ସିଲ୍ ସଦସ୍ୟ, ସିଏସ୍ଏ ଦାମୋଦର ମିଶ୍ର, ଉପାଧ୍ଯକ୍ଷ, ଆଇସିଏଏଆଇ, -ଇଆଇଆର୍‌ସି, ସିଏସ୍ଏ ଉତ୍ତମ କୁମାର ନାୟକ, ପୂର୍ବତନ ଅଧ୍ୟକ୍ଷ, ଆର୍‌ସିଏମ୍, ଆଇସିଏମ୍ ଏମ୍ ଏଆଇ-ଇଅ ଏଆଇ-ଇଆଇଆର୍‌ସି, ସିଏସ୍ଏ ଶରତ କୁମା ନୁମାର ବେ ବହେରା, ଅଧ୍ଯକ୍ଷ, ଆଇସିଏମ୍ଏଆଇ, ଭୁବନେଶ୍ଵର ଚାପ୍ଟର, ସିଏସ୍ଏ ସୌମ୍ୟରଞ୍ଜମ ଜେନା, ସେକ୍ରେଟାରୀ, ଆଇସିଏମ୍ଏଆଇ ଭୁବନେଶ୍ଵର ଚାପ୍ଟର ଉପସ୍ଥିତ ଥିଲେ। 

ସୂଚନା ଅନୁଯାୟୀ, ଦେଶର ବିଭିନ୍ନ ସ୍ଥାନରୁ ୧୨୦୦ ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଏହି ସମ୍ମିଳନୀରେ ଅଂଶଗ୍ରହଣ କରିବେ ବୋଲି ଆଶା କରାଯାଉଛି । କାର୍ଯ୍ୟକ୍ରମରେ ଆୟକର ଆଇନ୍-୨୦୨୫ ଓ ସଦ୍ୟତମ ନିୟମାବଳୀ, ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ଏବଂ ଫିନ୍‌ଲ୍ଟେକ୍ ଭଳି ବିଷୟ ଉପରେ ବୈଷୟିକ ଓ ପ୍ରେରଣାଦାୟକ ଅଧିବେସନ ଅନୁଷ୍ଠିତ ହେବ । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ଦ୍ବାରା ରଚିତ ପ୍ରବନ୍ଧ, କବିତା ଓ ସୃଜନଶୀଳ ଲେଖାକୁ ନେଇ ଏକ ସ୍ମାରକୀ ଉନ୍ମୋଚିତ ହେବ ବୋଲି ସୂଚନା ଦିଆଯାଇଛି । ପରିଶେଷରେ ଆୟୋଜକମାନେ ଛାତ୍ରଛାତ୍ରୀ, ବୃଭିଗତ, ଶିକ୍ଷାବିତ୍ ଓ ଅନ୍ୟାନ୍ୟ ସମସ୍ତ ଅଂଶଗ୍ରହଣକାରୀଙ୍କୁ ଏହି ବୃହତ୍ ସମ୍ମିଳନୀର ସଫଳ ସମାପ୍ତି ପାଇଁ ସହଯୋଗ ଓ ସକ୍ରିୟ ଅଂଶଗ୍ରହଣ ପାଇଁ ଆହ୍ବାନ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

May 8, 2026
Advento Communications Honored for Excellence in  PR Services

Advento Communications Honored for Excellence in PR Services

May 8, 2026
ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

Eastern India Regional Students’ Conference–2026 to be Held at Bhubaneswar

May 8, 2026
ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

May 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

May 8, 2026
Advento Communications Honored for Excellence in  PR Services

Advento Communications Honored for Excellence in PR Services

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version