• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମଞ୍ଚସ୍ଥ ହେଲା ନାଟକ ‘ଓଡ଼ଶ’

Proprietor Abhimanyu Maharana by Proprietor Abhimanyu Maharana
May 10, 2026
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ମଞ୍ଚସ୍ଥ ହେଲା ନାଟକ ‘ଓଡ଼ଶ’
Share on FacebookShare on TwitterWhatsapp

ମଣିଷର ମାନବିକ ମୂଲ୍ୟବୋଧ ପଣିଆ ନାଟକ ଓଡ଼ଶରେ ପ୍ରତିଫଳିତ ପର

​ନୟାଗଡ଼ (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ଓଡ଼ିଶାରେ ପ୍ରାୟ ୧୯ ଟି ମଞ୍ଚରେ ଅଭିନୀତ ହୋଇ ଦର୍ଶକିୟ ସ୍ୱୀକୃତି ପାଇଥିବା ନାଟ୍ୟକାର ଶରତ ଚଂଦ୍ର ଆଚାର୍ଯ୍ୟଙ୍କ ରଚିତ ନାଟକ “ଓଡ଼ଶ”ପଠାଣି ସାମନ୍ତ ସଂସ୍କୃତି ଭବନଠାରେ ପୂର୍ଣ୍ଣ ପ୍ରେକ୍ଷ୍ୟାଳୟରେ ଅନୁଷ୍ଠିତ ହୋଇ ଯାଇଛି|ନାଟ୍ୟ ସଂସ୍ଥା ମଞ୍ଚାୟନ ପକ୍ଷରୁ ମଞ୍ଚାୟନ ନାଟକ ମହୋତ୍ସବ-୨୦୨୬’ନାମରେ ପ୍ରଥମ ସନ୍ଧ୍ୟାରେ ଭୁବନେଶ୍ୱରର ଅଗ୍ରଣୀ ନାଟ୍ୟ ସଂସ୍ଥା ‘ବାଗଦେବୀ ଲିଟେରେଚର ଟ୍ରଷ୍ଟ’ ପକ୍ଷରୁ ନାଟକ ‘ଓଡ଼ଶ’ ମଞ୍ଚସ୍ଥ ହୋଇଯାଇଛି ।

ମେ’ ୯ ତାରିଖ ସନ୍ଧ୍ୟାରେ ପରିବେଷିତ ଏହି ନାଟକଟି ସାମାଜିକ ଜୀବନରେ କିଭଳି ଓଡ଼ଶ ଚରିତ୍ର ବ୍ୟକ୍ତି ଅଛନ୍ତି ଆଉ ଓଡ଼ଶ ବି ପ୍ରେମକରେ ସାରତତ୍ତ୍ୱ ଉପରେ ନାଟକଟି ମୂଳତଃ ଦଣ୍ଡାୟମାନ l ନାଟକର ନିର୍ଦ୍ଦେଶକ ପବିତ୍ର ମହାନ୍ତିଙ୍କ ନିଖୁଣ ନିର୍ଦ୍ଦେଶନା ନତକଟିକୁ ଆହୁରି ରୁଦ୍ଧିମନ୍ତ କରିଥିଲା l ମଞ୍ଚରେ ଡ. ମମତା ତ୍ରିପାଠୀ, ଦୀପାଞ୍ଜଳି ମହାନ୍ତି, ପବିତ୍ର ମହାନ୍ତି, ସୁନୀଲ ପଟ୍ଟନାୟକ, ରାକେଶ ମହାନ୍ତି, ସୁନୀଲ ନାୟକ ଓ ସନ୍ତୋଷ ରାଉଳ ପ୍ରମୁଖ ନିଜର ଚମତ୍କାର ଅଭିନୟ ପ୍ରଦର୍ଶନ କରିଥିଲେ l

ନାଟକର ସଙ୍ଗୀତ ନିର୍ଦ୍ଦେଶନା ପ୍ରତାପ ରାଉତ ଦେଇଥିବା ବେଳେ ଆଲୋକ ସମ୍ପାଦନା ଅଜିତ ବିଶ୍ୱାଳ କରିଥିଲେ। ସେହିପରି ରୂପସଜ୍ଜା ଓ ପୋଷାକରେ ‘ମାମା ଚିତ୍ରାଳୟ’ ଏବଂ ମଞ୍ଚ ସଜ୍ଜାରେ ‘ତ୍ରିମୂର୍ତ୍ତି’ ଗ୍ରୁପ୍ ସହଯୋଗ କରିଥିଲେ । ଆଜିର ଉଦଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଖଣ୍ଡପଡା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଇଂ ଦୁଷ୍ମନ୍ତ ସ୍ୱାଇଁ ଯୋଗଦାନ କରି ନାଟକକୁ ଉଦଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁବାସ ଚନ୍ଦ୍ର ପଣ୍ଡା ଉପସ୍ଥିତ ଥିଲେ ।

ଅନୁଷ୍ଠାନର ସଭାପତି ନିରଞ୍ଜନ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟନୀ ସଭାରେ ଅନ୍ୟ ମନଙ୍କ ମଧ୍ୟରେ ଉପ ସଭାପତି ସୁରେନ୍ଦ୍ର ସାହୁ, ସଂଯୋଜକ କାମାକ୍ଷା ପ୍ରସାଦ ଦାଶ ପ୍ରମୁଖ ଉପସ୍ଥିତ ଥିବା ବେଳେ କବି ଗୋପୀନାଥ ସେଠି ମଞ୍ଚ ପରିଚାଳନା କରିଥିଲେ। ନୟାଗଡ଼ର ଶତାଧିକ ନାଟ୍ୟପ୍ରେମୀ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହି ନାଟକଟିକୁ ଉପଭୋଗ କରୁଥିବା ଦେଖିବାକୁ ମିଳିଥିଲା l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

June 25, 2026
ନିଶା ନିବାରଣ ସଚେତନତା ରଥ ଜିଲ୍ଲାପାଳଙ୍କ ଦ୍ୱାରା ଉଦ୍ଘାଟିତ

ନିଶା ନିବାରଣ ସଚେତନତା ରଥ ଜିଲ୍ଲାପାଳଙ୍କ ଦ୍ୱାରା ଉଦ୍ଘାଟିତ

June 25, 2026
ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

ସୁଜାତାଙ୍କ ଯୋଗଦାନ ଦଳକୁ ଶକ୍ତିଶାଳୀ କରିବ : ବିଜେଡି

June 25, 2026
ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

ପଂଚାୟତରେ ସୁଶାସନ ଗ୍ରାମାଞ୍ଚଳରେ ପରିବର୍ତନ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

June 25, 2026
ନିଶା ନିବାରଣ ସଚେତନତା ରଥ ଜିଲ୍ଲାପାଳଙ୍କ ଦ୍ୱାରା ଉଦ୍ଘାଟିତ

ନିଶା ନିବାରଣ ସଚେତନତା ରଥ ଜିଲ୍ଲାପାଳଙ୍କ ଦ୍ୱାରା ଉଦ୍ଘାଟିତ

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version