• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସୌମ୍ୟରଂଜନଙ୍କ ମୃତ୍ୟୁକୁ ନେଇ ନ୍ୟାୟ ଓ ଅପରାଧୀଙ୍କୁ ଗିରଫ ଦାବୀରେ ଉତ୍ତ୍ୟକ୍ତ ଜନତାଙ୍କ ରାସ୍ତାରୋକ

Proprietor Abhimanyu Maharana by Proprietor Abhimanyu Maharana
May 10, 2026
in ଓଡ଼ିଶା, କଟକ, ହୋମ୍
0
ସୌମ୍ୟରଂଜନଙ୍କ ମୃତ୍ୟୁକୁ ନେଇ ନ୍ୟାୟ ଓ ଅପରାଧୀଙ୍କୁ ଗିରଫ ଦାବୀରେ ଉତ୍ତ୍ୟକ୍ତ ଜନତାଙ୍କ ରାସ୍ତାରୋକ
Share on FacebookShare on TwitterWhatsapp

କଟକ (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ରାଜ୍ୟରେ ବହୁ ଚର୍ଚ୍ଚିତ ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ଗ୍ରାମ ନିକଟରେ ଜିଆରପି କନେଷ୍ଟବଳ ସୌମ୍ୟରଂଜନ ସ୍ବାଇଁଙ୍କୁ ପୋଲିସ୍ ଉପସ୍ଥିତିରେ ଯେଉଁ ଭଳି ଭାବେ ନୃଶଂସ ଭାବେ ପିଟି ପିଟି ହତ୍ୟା କରାଗଲା ତାହାକୁ ସବୁ ମହଲରେ ନିନ୍ଦା କରାଯାଇଛି ।

ସୌମ୍ୟରଞ୍ଜନ ସ୍ବାଇଁଙ୍କ ମୃତ ନିଜ ଗ୍ରାମ ଓଲଟପୁର ଥାନା ଅନ୍ତର୍ଗତ ମଉଜପୁର ଗ୍ରାମ ନିକଟରେ ପହଁଚିବା ପରେ,ଏହାର ନ୍ୟାୟ ଏଵଂ ଅପରାଧୀମାନଙ୍କୁ ତୁରନ୍ତ ଗିରଫ କରିବା ଦାବିରେ ଆଜି ମଉଜପୁର ଗ୍ରାମର ଶହ ଶହ ସଂଖ୍ୟାର ଲୋକମାନେ ଫୁଲନଖରା ନିଆଳି ୬୦ ନମ୍ୱର ରାଜ୍ୟ ରାଜପଥକୁ ଟାୟାର ଜାଳି ଦୀର୍ଘ ସମୟ ଧରି ବନ୍ଦ କରିଥିଲେ ।

କିନ୍ତୁ ସାଧାରଣ ଏବଂ ଜରୁରୀ କାଳୀନ ଗାଡ଼ିଗୁଡିକୁନ ନ ଅଟକାଇ ଛାଡି ଦେଇଥିଲେ। ମୃତ ଦେହକୁ ମଉଜପୁର ଛକ ନିକଟରେ ରଖି ନ୍ୟାୟ ଓ ନିରପେକ୍ଷ ଦାବୀରେ ଶହ ଶହ ଲୋକ ରାସ୍ତାକୁ ଓହ୍ଲାଇ ଥିବାବେଳେ ଯାତାୟତ୍ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଥିଲା । ମୃତ ସୌମ୍ୟରଞ୍ଜନଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି ଯେ ପୁଲିସ ଉପସ୍ଥିତରେ କିଭଳି ଭାବେ ଶୌମ୍ୟଙ୍କୁ ଅତି ନୃଶଂସ ଭାବେ ଗୋଡ ହାତକୁ ବାନ୍ଧି ପିଟି ପିଟି ମାରି ଦିଆଗଲା ।

ଏହି ଘଟଣାରେ ଜଡିତଥିବା ଦୁଇ ଜଣ ଯୁବତୀଙ୍କୁ ତୁରନ୍ତ ଗିରଫ କରିବା ପାଇଁ ଦାବୀ କରିଥିଲେ । ସୌମ୍ୟରଂଜନ ତାଙ୍କ ପରିବାରର ଏକ ମାତ୍ର ରୋଜଗାରିଆ ପୁଅ ଥିଲା । ଏଣୁ ଅସହାୟ ପରିବାର ପିତାମାତାଙ୍କୁ କିଏ ଚଳାଇବ, ତେଣୁ ପରିବାର ଭରଣ ପୋଷଣ ପାଇଁ ୫ କୋଟି ଟଙ୍କା ସହାୟତା ଏବଂ ଏହି ଅପରାଧୀ କାର୍ଯ୍ୟରେ ଜଡ଼ିତ ଥିବା ଅଭିଯୁକ୍ତମାନଙ୍କୁ କଠରରୁ କଠୋରତମ୍ ଦଣ୍ଡ ଦେବାକୁ ଗ୍ରାମବାସୀ ଦାବୀ କରିଛନ୍ତି ।

ଏହି ଆନ୍ଦୋଳନରେ ପୂର୍ବତନ ବିଧାୟକ ପ୍ରଫେସର ଡାକ୍ତର ପ୍ରମୋଦ କୁମାର ମଲ୍ଲିକ, ସମାଜସେବୀ ଚଷାପୁଅ ତୃପ୍ତିରଞ୍ଜନ ବେହେରାଙ୍କ ସମେତ ବହୁ ରାଜନୈତିକ ବ୍ୟକ୍ତି ବିଶେଷ, ବୁଦ୍ଧିଜିବୀ ପ୍ରମୁଖ ଏହି ଆନ୍ଦୋଳନକୁ ସମର୍ଥନ କରିବା ସହ ସୌମ୍ୟଙ୍କ ପରିବାରକୁ ୫ କୋଟି ଟଙ୍କା ସହାୟତା ପ୍ରଦାନ ସହ ଏହି ନୃଶଂସ ହତ୍ୟା ଘଟଣାରେ ଜଡିତ ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି କରିଥିଲେ ।

ସ୍ଥିତି ନିୟନ୍ତ୍ରଣ ପାଇଁ ଓଲଟପୁର ଥାନା ପୋଲିସ ସହ ବହୁ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା । ଦୀର୍ଘ ଘଣ୍ଟା ଧରି ଏହି ରାସ୍ତା ରୋକ କରାଯାଇଥିଲା । ଆଲୋଚନା ପରେ ରେଡକ୍ରସ ପାଣ୍ଠିରୁ ୩୦ ହଜାର ଟଙ୍କା ପ୍ରଦାନ କରିବା ପାଇଁ ପ୍ରତିଶ୍ରୁତି ମିଳିବା ସହ ବାଲିଅନ୍ତା ଥାନାରେ ଅଟକ ଥିବା ଶୌମ୍ୟଙ୍କ ସାଙ୍ଗ ଓମ୍ ପ୍ରକାଶଙ୍କୁ ତୁରନ୍ତ ଛାଡ଼ିବା ପାଇଁ ପୋଲିସ ସମ୍ମତ ପ୍ରକାଶ କରିବା ପରେ ଆନ୍ଦୋଳନ ଶାନ୍ତ ପଡିଥିଲା ।

ଏହି ରାସ୍ତା ରୋକ ସ୍ଥଳୀରେ କଟକ ଗ୍ରାମାଞ୍ଚଳ ଆଡିସନାଲ ଏସପି , ଏବଂ ଏସଡିପିଓ ବିଜୟ କୁମାର ମଲ୍ଲିକ, କଣ୍ଟାପଡ଼ା ଆଡିସିନାଲ ତହସିଲଦାର କ୍ରିଷ୍ଣା ପାଢ଼ୀ , କଣ୍ଟାପଡ଼ା ଆଇଆଇସିଙ୍କ ସମେତ ବହୁ ପ୍ରସାଶନିକ ଅଧିକାରୀ ଉପସ୍ଥିତ ରହିଥିଲେ । ଯଦି ଅପରାଧୀମାନଙ୍କୁ ତୁରନ୍ତ ଗିରଫ କରା ନ ଯାଏ ତେବେ ମୃତ ଗ୍ରାମବାସୀଙ୍କ ପକ୍ଷରୁ ପୁଣି ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରାଯିବ ବୋଲି ସତର୍କ ତା କରାଇ ଦିଆଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

May 10, 2026
ନିଖିଳ ଉତ୍କଳ ବିଶ୍ଵକର୍ମା ସମିତି ପକ୍ଷରୁ ରଥ କାରିଗରଙ୍କୁ ସମ୍ମାନ

ନିଖିଳ ଉତ୍କଳ ବିଶ୍ଵକର୍ମା ସମିତି ପକ୍ଷରୁ ରଥ କାରିଗରଙ୍କୁ ସମ୍ମାନ

May 10, 2026
ମୃତ ରାକେଶକୁ ନ୍ୟାୟ ଦାବିରେ – ୫ ଘଣ୍ଟା ରାସ୍ତାରୋକ

ମୃତ ରାକେଶକୁ ନ୍ୟାୟ ଦାବିରେ – ୫ ଘଣ୍ଟା ରାସ୍ତାରୋକ

May 10, 2026
ଅବକାରୀ ବିଭାଗର ଚଢ଼ାଉ ୨୪୮୫ ଲିଟର ଦେଶୀମଦ ସମେତ ୧୮୪୧୦ ଲିଟର ମଦ ସାମଗ୍ରୀ ଜବତ

ଅବକାରୀ ବିଭାଗର ଚଢ଼ାଉ ୨୪୮୫ ଲିଟର ଦେଶୀମଦ ସମେତ ୧୮୪୧୦ ଲିଟର ମଦ ସାମଗ୍ରୀ ଜବତ

May 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମୁଣ୍ଡି ଆଦର୍ଶ ଥାନା ପକ୍ଷରୁ କୁଭେଣ୍ଟିକା- ଶିଶୁ କଲ୍ୟାଣ ପୋଲିସ ଓ କିଶୋରୀ ମାନଙ୍କ ସହିତ ଯୋଗାଯୋଗ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ

May 10, 2026
ନିଖିଳ ଉତ୍କଳ ବିଶ୍ଵକର୍ମା ସମିତି ପକ୍ଷରୁ ରଥ କାରିଗରଙ୍କୁ ସମ୍ମାନ

ନିଖିଳ ଉତ୍କଳ ବିଶ୍ଵକର୍ମା ସମିତି ପକ୍ଷରୁ ରଥ କାରିଗରଙ୍କୁ ସମ୍ମାନ

May 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version