• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅସାମାଜିକ କାର୍ଯ୍ୟକଳାପ ଉପରେ ପୁରୀ ପୋଲିସ ର କଡା ନଜର

Proprietor Abhimanyu Maharana by Proprietor Abhimanyu Maharana
May 12, 2026
in ଓଡ଼ିଶା, ପୁରୀ, ହୋମ୍
0
ଅସାମାଜିକ କାର୍ଯ୍ୟକଳାପ ଉପରେ ପୁରୀ ପୋଲିସ ର କଡା ନଜର
Share on FacebookShare on TwitterWhatsapp

ପୁରୀ (ଓଡିଶା ତାଜା ନ୍ୟୁଜ ) ନି. ପ୍ର :- ସହରରେ ଆଇନ-ଶୃଙ୍ଖଳା ପରିସ୍ଥିତିକୁ ଆହୁରି ସୁଦୃଢ କରିବା, ଅସାମାଜିକ କାର୍ଯ୍ୟକଳାପ ଉପରେ କଡା ନଜର ରଖିବା ଏବଂ ସାଧାରଣ ଜନତାଙ୍କ ମଧ୍ୟରେ ସୁରକ୍ଷା ଭାବନା ବୃଦ୍ଧି କରିବା ଲକ୍ଷ୍ୟରେ ପୁରୀ ଆରକ୍ଷୀ ଅଧୀକ୍ଷକ ପ୍ରତୀକ ସିଂଙ୍କ ନିର୍ଦ୍ଦେଶକ୍ରମେ ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପକ ପେଟ୍ରୋଲିଂ ଓ ଯାଞ୍ଚ କାର୍ଯ୍ୟକ୍ରମ ଚାଲୁ ରହିଛି। ସିଟି ଡିଏସପି ରଶ୍ମିରଞ୍ଜନ ମହାପାତ୍ରଙ୍କ ନେତୃତ୍ୱରେ ଟାଉନ ଥାନା, ସି ବିଚ୍ ଥାନା, ଟ୍ରାଫିକ ଥାନା, କୁମ୍ଭାରପଡା ଥାନା, ବାଳିଆପଣ୍ଡା ଥାନା, ତାଳବଣିଆ ଥାନା ଏବଂ ବାସେଳୀସାହି ଥାନାର ଆଇଆଇସି ଓ ପୋଲିସ କର୍ମଚାରୀମାନେ ସହରର ବିଭିନ୍ନ ଛକ,

ଗଳିକନ୍ଦି, ସମୁଦ୍ରକୂଳ ଅଞ୍ଚଳ, ଖଟି ପ୍ଲେସ, ଅନ୍ଧାରୁଆ ଜାଗା, ସନ୍ଦେହଜନକ ସ୍ଥାନ ଏବଂ ଜନଗହଳିପୂର୍ଣ୍ଣ ସ୍ଥାନମାନଙ୍କରେ ସଂଘବଦ୍ଧ ଭାବେ ପେଟ୍ରୋଲିଂ କରିଥିଲେ। ଏହି ପେଟ୍ରୋଲିଂ ସମୟରେ ବିଭିନ୍ନ ସନ୍ଦେହଜନକ ବ୍ୟକ୍ତି ଓ ଯାନବାହନ ଉପରେ ଯାଞ୍ଚ କରାଯାଇଥିଲା। ରାତ୍ରି ସମୟରେ ଅସାମାଜିକ କାର୍ଯ୍ୟକଳାପ, ଚୋରି, ଛିନତାଇ, ନିଶା କାରବାର ଓ ଅନ୍ୟାନ୍ୟ ଅପରାଧମୂଳକ କାର୍ଯ୍ୟକୁ ରୋକିବା ନିମନ୍ତେ ପୋଲିସ ପକ୍ଷରୁ ବିଶେଷ ନଜର ରଖାଯାଇଥିଲା। ସାଧାରଣ ଲୋକଙ୍କ ସହ ପୋଲିସ ଅଧିକାରୀମାନେ ଆଲୋଚନା କରି ସୁରକ୍ଷା ସମ୍ପର୍କିତ ସଚେତନତା ବାର୍ତ୍ତା ଦେଇଥିଲେ।

ଅନ୍ଧାରୁଆ ଏବଂ ନିର୍ଜନ ସ୍ଥାନରେ ଅନାବଶ୍ୟକ ଭିଡ଼ ନ କରିବା, ସନ୍ଦେହଜନକ ବ୍ୟକ୍ତି କିମ୍ବା ଘଟଣା ଦେଖିଲେ ତୁରନ୍ତ ପୋଲିସକୁ ସୂଚନା ଦେବା ପାଇଁ ଅନୁରୋଧ କରାଯାଇଥିଲା। ପୁରୀ ପୋଲିସ ପକ୍ଷରୁ ସ୍ପଷ୍ଟ କରାଯାଇଛି ଯେ ସହରରେ ଶାନ୍ତି, ସୁରକ୍ଷା ଓ ଆଇନ-ଶୃଙ୍ଖଳା ରକ୍ଷା ପାଇଁ ଏଭଳି ପେଟ୍ରୋଲିଂ, ଚେକିଂ ଏବଂ ଫ୍ଲାଗ ମାର୍ଚ୍ଚ ଆଗାମୀ ଦିନରେ ମଧ୍ୟ ଜାରି ରହିବ। ଅସାମାଜିକ କାର୍ଯ୍ୟକଳାପରେ ଲିପ୍ତ ଥିବା ବ୍ୟକ୍ତିଙ୍କ ବିରୋଧରେ କଡା ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ପୁରୀ ପୋଲିସ ସମସ୍ତ ନାଗରିକଙ୍କୁ ସହଯୋଗ ଓ ସଚେତନ ରହିବା ପାଇଁ ଅନୁରୋଧ କରୁଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଗୁଡାରେ ଡିସିବି ବ୍ୟାଙ୍କର ନୂତନ ଶାଖା ଉଦ୍‌ଘାଟିତ

ବାଲିଗୁଡାରେ ଡିସିବି ବ୍ୟାଙ୍କର ନୂତନ ଶାଖା ଉଦ୍‌ଘାଟିତ

May 13, 2026
ପୋଲିସ ପାଟ୍ରୋଲିଂ ବେଳେ ଗଞ୍ଜେଇ ସହ ସ୍କର୍ପିଓ ଜବତ : ଦୁଇ ଗିରଫ

ପୋଲିସ ପାଟ୍ରୋଲିଂ ବେଳେ ଗଞ୍ଜେଇ ସହ ସ୍କର୍ପିଓ ଜବତ : ଦୁଇ ଗିରଫ

May 13, 2026
ଦୁଇ ଶିକାରୀ ଙ୍କୁ ଗିରଫ କରିବା ସହ ଦୁଇଟି ଦେଶୀ ବନ୍ଧୁକ ଜବତ

ଦୁଇ ଶିକାରୀ ଙ୍କୁ ଗିରଫ କରିବା ସହ ଦୁଇଟି ଦେଶୀ ବନ୍ଧୁକ ଜବତ

May 13, 2026
ଗୋଦାମ ଘରୁ ପିଡିଏସ୍ ଚାଉଳ ଚୋରି ସନ୍ଦେହରେ ଦୁଇ ଜଣଙ୍କୁ ଅଟକ ରଖିଲେ ଗ୍ରାମବାସୀ

ଗୋଦାମ ଘରୁ ପିଡିଏସ୍ ଚାଉଳ ଚୋରି ସନ୍ଦେହରେ ଦୁଇ ଜଣଙ୍କୁ ଅଟକ ରଖିଲେ ଗ୍ରାମବାସୀ

May 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଗୁଡାରେ ଡିସିବି ବ୍ୟାଙ୍କର ନୂତନ ଶାଖା ଉଦ୍‌ଘାଟିତ

ବାଲିଗୁଡାରେ ଡିସିବି ବ୍ୟାଙ୍କର ନୂତନ ଶାଖା ଉଦ୍‌ଘାଟିତ

May 13, 2026
ପୋଲିସ ପାଟ୍ରୋଲିଂ ବେଳେ ଗଞ୍ଜେଇ ସହ ସ୍କର୍ପିଓ ଜବତ : ଦୁଇ ଗିରଫ

ପୋଲିସ ପାଟ୍ରୋଲିଂ ବେଳେ ଗଞ୍ଜେଇ ସହ ସ୍କର୍ପିଓ ଜବତ : ଦୁଇ ଗିରଫ

May 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version